ସମାଜ ସଂସ୍କାରରେ ବରିଷ୍ଠ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଅମରପାଲି, ୨୦।୧(ଡି.ଏନ.ଏ.) ସଂପ୍ରତି ସମାଜ ସଙ୍କୁଚିତ ହେବାରେ ଲାଗିଛି। ପରିବାରର ସଜ୍ଞା ଆମ ପରିବାର ନୁହେଁ, ମୋ ପରିବାରରେ ସୀମିତି ରହୁଛି। ବରିଷ୍ଠ ନାଗରିକଙ୍କୁ ପରିବାରର ବୋଝ ବୋଲି କୁହାଯାଉଛି। ଅନେକ ବରିଷ୍ଠ ନାଗରିକ ଏବେ ଅବହେଳିତ। ମାତ୍ର ମନେରଖିବା ଉଚିତ…
ଲୋକବାଦ୍ୟ ପରମ୍ପରା ପଶ୍ଚିମ ଓଡିଶାର ପରିଚୟ
ସୋନପୁର,୧୯।୧(ନି.ପ୍ର.) ପଶ୍ଚିମ ଓଡିଶାର ସଂସ୍କୃତି, ଲୋକବାଦ୍ୟ ଓ ପରମ୍ପରା ମହାନ। ଏଠାରେ ସମାଜ ଭିତ୍ତିକ ଲୋକବାଦ୍ୟ ରହିଛି। ପର୍ବ ପର୍ବାଣୀ ଅନୁସାରେ ବାଦ୍ୟର ପରିକଳ୍ପନା। ତେବେ ପ୍ରଥମେ ବାଦ୍ୟ ପରେ ପରମ୍ପରା ଆରମ୍ଭ ହୋଇଛି ଏବଂ ବାଦ୍ୟ ଅନୁସାରେ ନୃତ୍ୟର ନାମକରଣ।…
ସିଦ୍ରିଆ ସମାଜକୁ ମିଳିବ ଅଧିକାର
ସୋନପୁର/ବିନିକା,୧୯।୧(ନି.ପ୍ର./ଡି.ଏନ୍.ଏ.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଞ୍ଚାୟତ ଅନ୍ତର୍ଗତ ଜାମପାଲି ଗାଁର କେନାଲ ପଡା, ଟାଙ୍ଗର ପଡା ଓ ଜଙ୍ଗଲ ପଡାରେ ବହୁ ବର୍ଷ ହେଲା ରହି ଆସୁଛନ୍ତି ସିଦ୍ରିଆ ସମାଜର ୫୦ ପରିବାର। ଏମାନଙ୍କ ସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ।…
ସରକାରୀ ସୁବିଧାରୁ ବଁଚିତ୍ ସିଦ୍ରିଆ ସମାଜ: ଜାତି, ଭେଲିକେ ନେଇ ଗୁପାରେ ପରଶାସନ
ବିନିକା, ୧୮।୧ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂହିଯୁବା ପଁଚେତ୍ ଅଧୀନ ଜାମପାଲି ଗଁାର କେନାଲ ପଡ଼ା, ଟାଙ୍ଗର ପଡ଼ା ଆର ଜଙ୍ଗଲ ପଡ଼ାରେ ଅନେକ ବଛର ହେଲା ରହିଆସୁଛନ୍ ସିଦ୍ରିଆ ସମାଜର ୫୦ ପରିବାରର ପାଖାପାଖି ୩ଶହ ଲୋକ୍।…
ଟାର୍ଗେଟ୍ ନାହିଁ, ଖୋଲା ଆକାଶ ତଳେ ପଡି ରହିଛି ଧାନ
ସୋନପୁର,୧୫।୧(ନି.ପ୍ର.) – ଚଳିତ ବର୍ଷ ଭଲ ବର୍ଷା ଓ ଅନୁକୂଳ ପାଗ ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ଅମଳ ଭଲ ହୋଇଛି । ତେବେ ମିଲର୍ସଙ୍କ ମନମାନି ସାଙ୍ଗକୁ କେତେକ ପ୍ୟାକ୍ସର କ୍ରୟ ଟାର୍ଗେଟ୍ ବୃଦ୍ଧି ହୋଇ ନଥିବାରୁ ଧାନର…
ପୁଣି ଶୀତରେ ଥରିଲା ସୋନପୁର: ତାପମାତ୍ରା ୪.୮ ଡିଗ୍ରୀ
ଭୁବନେଶ୍ୱର/ସୋନପୁର,୧୨।୧(ବ୍ୟୁରୋ/ନି.ପ୍ର.): ଅସହ୍ୟ ଶୀତରେ ପୁଣି ଥରିଛି ସୋନପୁର। ଏଠାରେ ରବିବାର ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରହିଥିବା ବେଳେ ଅନୁଗୋଳରେ ୬, ଟିଟିଲାଗଡ଼ରେ ୬.୫, ଦାରିଙ୍ଗବାଡ଼ିରେ ୭.୨, ଝାରସୁଗୁଡ଼ାରେ ୮.୪,…
କଳା, ସଂସ୍କୃତି ସମସ୍ତଙ୍କୁ ଏକାଠି କରେ
ସୋନପୁର, ୧୦।୧(ନି.ପ୍ର.) – ସୁବର୍ଣ୍ଣପୁର ଜିଲା ସଂସ୍କୃତି ପରିଷଦ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଛି ୨୭ ତମ ସୁବର୍ଣ୍ଣ ଲୋକ ମହୋତ୍ସବ । ଗାନ୍ଧୀ ପଡିଆର ଫକୀର ପଟ୍ଟନାୟକ ମୁକ୍ତମଞ୍ଚରେ ଚାଲିଥିବା ମହୋତ୍ସବର…
ସୁବର୍ଣ୍ଣ ଲୋକ ମହୋତ୍ସବ: ଲୋକନୃତ୍ୟର ତାଳରେ ଝୁମିଲେ ଦର୍ଶକ
ସୋନପୁର, ୯।୧(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଚାଲିଥିବା ସୁବର୍ଣ୍ଣ ଲୋକ ମହୋତ୍ସବର ବୁଧବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଗାନ୍ଧୀ ପଡିଆସ୍ଥିତ ଫକୀର ପଟ୍ଟନାୟକ ମୁକ୍ତମଞ୍ଚରେ ଏହି ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ସୁବର୍ଣ୍ଣପୁର ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀଙ୍କ ଓଡିଶୀ…
ଅଙ୍ଗନଓ୍ବାଡିରୁ ମିଲୁଛେ ପ୍ଲାଷ୍ଟିକ୍ ଅଁଡା: ହିତାଧିକାରୀ ଆନ୍ଲେ ଅଭିଯୋଗ
ବିନିକା, ୯ା୧(ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍ ଅଧୀନ ବଲାରଙ୍ଗା ଗାଁ ନୂଆଁପଡ଼ାରେ ଥିବାର ଅଙ୍ଗନଓ୍ବାଡି ଉପକେନ୍ଦ୍ର ନଂ.୩ରେ ପ୍ଲାଷ୍ଟିକ୍ ଅଁଡା ବଁଟା ଯାଇଥିବାର କେତେ ହିତାଧିକାରୀ ମଙ୍ଗଲବାର କରମୀକୁଁ ଅଭିଯୋଗ କରିଛନ୍। ହେଲେ ଅଙ୍ଗନଓ୍ବାଡି କରମୀ ଆର…
ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ଜିତିଲା ସୁନ୍ଦରଗଡ
ଉଲୁଣ୍ଡା, ୮ା୧(ଡି.ଏନ.ଏ.) – ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଏସ.ପତ୍ରାପାଲି ପଞ୍ଚାୟତର ଗିନ୍ଦିଲ୍ଲାମାଲଠାରେ ଉଲୁଣ୍ଡା ଯୁବ ମହାସଂଘ ଏବଂ ଆଦିବାସୀ ବିକାଶ କ୍ଲବ ମିଳିତ ଆନୁକୂଲ୍ୟରେ ଗତ ଚାରଦିନ ଧରି ଚାଲିଥିବା ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ…
ସୁବର୍ଣ୍ଣ ଲୋକ ମହୋତ୍ସବ ଉଦ୍ଘାଟିତ: ଲୋକନୃତ୍ୟ ଗୀତରେ ଦୁଲୁକିଲା ମଞ୍ଚ
ସୋନପୁର, ୮।୧(ନି.ପ୍ର.): ସାଂସ୍କୃତିକ ଶୋଭାଯାତ୍ରା ଓ ଲୋକନୃତ୍ୟର ତାଳେ ତାଳେ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୦ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଲୋକ ବାଦ୍ୟ ଓ ଲୋକ ନୃତ୍ୟରେ ସହରର ରାସ୍ତା ଦୁଲୁକି ଉଠିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ…
ସମସିଆ ଘେରରେ ୫୦ ବଛର ପୁରନା ସ୍କୁଲ
ବିନିକା, ୭ା୧(ଡି.ଏନ୍.ଏ.)- ସରକାର ପ୍ରାଥମିକ ଶିକ୍ଷାକେ ଗୁରୁତ୍ ଦେଇ ଅନେକ ଯୋଜନା ଜରିଆରେ କୋଟି କୋଟି ଟଁକା ଖରଚ୍ କରୁଛନ୍। ହେଲେ ଯୋଜନାକେ କାଯ୍କାରୀ କରୁଥିବାର ଅଧ୍କାରୀମାନକର ଉଦାସିନତା ଲାଗି ଅନେକ ଜାଗାରେ ପ୍ରାଥମିକ ସ୍କୁଲମାନ ନାନା ସମସିଆ ଘେରରେ ଛଁଦି…
Archives


