ବାରବୁଲା ଜୀବନ୍ ବିତଉଛନ୍ ବୁରୁଧ୍ ଦମ୍ପତି
ବିନିକା, ୨୬।୧୨ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ଏନ୍ଏସି ଅଧୀନ ଡଭଲା ଓ୍ବାର୍ଡ ନଂ.୧ ରେ ବାପ୍ଅଜା ଅମଲୁ ରହିଆସୁଛନ୍ ଅସାହା ବୁରୁଧ୍ ଦମ୍ପତି ନାଥ ଭୁଏ(୭୭) ଆର ଇଚ୍ଛା ଭୁଏ(୭୨)। ଦମ୍ପତିକଁର ଛୁଆପିଲା, ଘରଦୁଆର ବଲି କିଛି ନାଇଁ। ଆଜି…
ବାପ୍ ଉପରେ ୭ ପରାନୀର ବୋଝ୍: ମା’ର ଚିକିଛା ସାହାଯ୍ ଆଶ୍ରେ ଝି’ପୁଓ
ବିନିକା,୨୨।୧୨ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖଇରମାଲ ଗଁାର ମହାଦେବ ମନ୍ଦିର ଉପରପଡ଼ାର ସତ୍ୟନାରାୟଣ ବାରିକ(୫୨)କଁର ମାଏକିନା ବୃନ୍ଦାବତୀ(୪୫)। ତାକର ମୁଡେ ରକତ୍ ଜମା ହେବାର ଲାଗି ଶରୀରର ଡେବ୍ରିଫାଲ ଅଚଲ୍ ହେଇଯାଇଛେ। ଡାକ୍ତର ରୋଗ୍ ଭଲ କରବାକେ ହେଲେ…
ଦୁରଦିନରେ ଗରିବ୍ ପରିବାର: ଭାଇ, ମାଏକିନାର ଚିକିଛା ଚିନ୍ତାରେ ବିକୀର୍ତ୍ତନ
ବିନିକା,୧୬।୧୨ (ଡି.ଏନ୍.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ ସେଲେଡ଼ି ପଁଚେତ୍ ତୁଲୁଣ୍ଡିପାଲି ଗଁାର ହରିଜନ ପଡ଼ାର ବିକୀର୍ତ୍ତନ ନାଗ(୩୧)। ପରିବାର କହେଲେ ବାପ୍ ରମେଶ ନାଗ, ମା’ ସୁବିଧା, ମାଏକିନା ଦେବାଳୀ, ଭାଇ ସଂକୀର୍ତ୍ତନ, ଝି’ ନିହାରିକା ଆର ପୁଓ ଶୁଭମକେ…
ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି
କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା କପା ଫସଲ କରି ଚାଷୀ କ୍ଷତି ସହୁଛି। ଜିଲାରେ ଚଳିତ ବର୍ଷ ସାଢେ ୪…
ଚନ୍ଦ୍ରିକାକଁର ଅଁଟାରେ ଆବୁ ଘଟନା: ସାହାଯ୍ର ହାତ୍ ବଢ଼ାଲା ସୁଆସ୍ତିଅ ବିଭାଗ
ଅମରପାଲି, ୧୪।୧୨ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଉଫୁଲା ଗଁାର ରୋହନ ରାଜହଂସ ଆର ଦ୍ରୌପଦୀକଁର ଝି’ ଚନ୍ଦ୍ରିକା ରାଜହଂସ(୫)। ତାକର ଅଁଟାରେ ଗୁଟେ ଆବୁ ବଢ଼ତେଲ ଯାଉଛେ। ହେଲେ ଟଁକା ପଏସା ଅଭାବୁ ମା’ବାପ୍ ଚିକିଛା…
ବନ୍ଧରେ ବୁଡି ୨ ଶିଶୁ କନ୍ୟା ମୃତ
ସୋନପୁର,୧୨।୧୨(ନି.ପ୍ର.) :ସୁବର୍ଣ୍ଣପୁର ଜିଲା ସୋନପୁର ଥାନା ମିକମୁଣ୍ଡା ଗ୍ରାମ ପୁଟକି ବନ୍ଧରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା ଘଟିଛି । ସୂଚନା ପାଇଁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଜଳାଶୟରୁ ଶିଶୁ କନ୍ୟାଙ୍କୁ ଉଦ୍ଧାର…
ମହାନଦୀରେ ବୁଡ଼ି ହାତୀ ଶାବକ ମୃତ
ସୋନପୁର/ଉଲୁଣ୍ଡା, ୮।୧୨(ନି.ପ୍ର./ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ମହାନଦୀର ବାଘପାଲି ଘାଟ ନିକଟ ପାଣିରେ ବୁଡ଼ି ଏକ ହାତୀ ଶାବକର ମୃତ୍ୟୁ ହୋଇଛି। ଶନିବାର ସକାଳ ୬ଟାରେ ଏହି ଘଟଣା ଘଟିଛି । ମୃତ ଅଣ୍ଡିରା ହାତୀ ଶାବକଟି…
ସୁବର୍ଣ୍ଣପୁର ରିଂରୋଡ: ଅବଧି ସରିଲାଣି, ନିର୍ମାଣ କାମ ସରୁନି
ସୋନପୁର, ୫।୧୨(ନି.ପ୍ର.) ସୁବର୍ଣ୍ଣପୁର ସହରର ତିନିପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷା ଋତୁରେ ଏହି ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ ତଥା ରିଂରୋଡ ନିର୍ମାଣ ସକାଶେ ମହାରାଜା ବୀରମିତ୍ରୋଦୟ ସଙ୍କଳ୍ପ ନେଇଥିଲେ। ଏଥିପାଇଁ ସେହି ସମୟରେ…
କୃଷି କାର୍ଯ୍ୟରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ସୋନପୁର, ୫।୧୨(ନି.ପ୍ର.) ଭାରତର ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭର କରିଥାଏ। ଦେଶର ୮୦ ପ୍ରତିଶତ ମହିଳା କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥାନ୍ତି। ଏହି କୃଷିଜୀବୀ ମହିଳାମାନଙ୍କୁ ମାନ୍ୟତା ଓ ସମ୍ମାନ ଦେବା ଉଦ୍ଦେଶ୍ୟରେ ସୋନପୁର କୃଷି…
ମଦଭାଟି ବନ୍ଦ ପାଇଁ ମହିଳାଙ୍କ ଦାବି
ସୋନପୁର, ୩।୧୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ମରାଡୁଗୋଛା ମଦଭାଟି ବନ୍ଦ ପାଇଁ ପଞ୍ଚାୟତର ଲୋକପ୍ରତିନିଧି ଓ ମହିଳାମାନେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିକଟରେ ଦାବି କରିଛନ୍ତି। ଏହି ସରକାରୀ ଦେଶୀ ମଦ ଭାଟି ସ୍ଥାନୀୟ ଉଚ୍ଚ ବିଦ୍ୟାଳୟଠାରୁ ମାତ୍ର…
ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ
ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ ସେମାନଙ୍କୁ ପ୍ରାୟ ୧୨ଲକ୍ଷ ଟଙ୍କାର ଭଡା ବାବଦ ପ୍ରାପ୍ୟ ମିଳି ନଥିବା ଅଭିଯୋଗ…
ଚନ୍ଦ୍ରିକାକଁର ଅଁଟାରେ ବଢ଼ୁଛେ ଆବୁ
ଅମରପାଲି, ୨।୧୨(ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଉଫୁଲା ଗାଁର ରୋହନ ରାଜହଂସ ଆର ଦ୍ରୋପଦୀ ରାଜହଂସକଁର ୫ ବଛର୍ର ଝି’ ଚନ୍ଦ୍ରିକା। ତାକର ଅଁଟାରେ ଗୁଟେ ଆବୁ ବଢ଼ୁଛେ। ଦିନୁଦିନ୍କେ ଆବୁଟା ବଢ଼ତେଲ ଯିବାର ଲାଗି ସେ ଚାଲବୁଲ କରି…
Archives


