ସୁବର୍ଣ୍ଣପୁର

‘ବିଶ୍ୱରେ ଶାନ୍ତି ସ୍ଥାପନରେ ବୌଦ୍ଧ ଧର୍ମର ଅବଦାନ ଗୁରୁତ୍ୱପୂର୍ଣ୍ଣ’

ଅମରପାଲି, ୨୬।୯ (ଡି.ଏନ.ଏ): ଭଗବାନ ବୁଦ୍ଧ ଥିଲେ ଅହିଂସାର ପ୍ରଚାରକ। ତାଙ୍କ ଦ୍ୱାରା ପ୍ରତିଷ୍ଠିତ ବୌଦ୍ଧ ଧର୍ମ ନିଜର ସାରଲ୍ୟ ଯୋଗୁଁ କେବଳ ଭାରତ ବର୍ଷ ନୁହେଁ, ସମଗ୍ର ବିଶ୍ୱରେ ଏକ ପ୍ରମୁଖ ଧର୍ମ ଭାବରେ ପରିଗଣିତ ହୋଇଥିଲା। ସମ୍ପ୍ରତିକ...

ଆତ୍ମନିର୍ଭରଶୀଳ ହେବା ପାଇଁ ପ୍ରଚେଷ୍ଟା କର

ଅମରପାଲି, ୨୪।୯ (ଡି.ଏନ.ଏ.): ରାଜ୍ୟ ସରକାରଙ୍କ ଅଣୁକ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ଜିଲା ଶିଳ୍ପକେନ୍ଦ୍ର ସୁବର୍ଣ୍ଣପୁର ଆନୁକୂଲ୍ୟରେ ବୀରମହାରାଜପୁର ମହିଳା ମହାବିଦ୍ୟାଳୟରେ ଏକ ଶିଳ୍ପ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ...

ମାନବ କଲ୍ୟାଣରେ ବ୍ରତୀ ହେବାକୁ ଆହ୍ବାନ

ଅମରପାଲି, ୨୩।୯ (ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ରେଡକ୍ରସ ପକ୍ଷରୁ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା କଲେଜରେ ତିନିଦିନ ଧରି ଚାଲିଥିବା ଯୁବ ରେଡକ୍ରସ ଶିକ୍ଷା, ତାଲିମ ଶିବିର ସୋମବାର ଉଦ୍‌ଯାପିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଭୋଳାନାଥ କର୍ମୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ...

ସମବାୟ ସଭାପତିଙ୍କ ହତ୍ୟାକାରୀକୁ ଗିରଫ ଦାବି

ଅମରପାଲି, ୨୨।୯ (ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ସେବା ସମବାୟ ସଭାପତି ପ୍ରଦୀପ ବିଶ୍ୱାଳଙ୍କ ହତ୍ୟା ଘଟଣାକୁ ଚାରିଦିନ ବିତିଲାଣି। ହେଲେ ହତ୍ୟାକାରୀଙ୍କୁ ଗିରଫ କରି ପାରିନି ପୋଲିସ। ମାମଲା ରୁଜୁ କରି ପୋଲିସ ଚୁପ୍‌ ହୋଇ ବସିଛି।...

ଖଣ୍ଡହତା ସେବା ସମବାୟ ସଭାପତିଙ୍କୁ ହତ୍ୟା ସନ୍ଦେହ

ଅମରପାଲି,୨୦।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଖଣ୍ଡହତା ସେବା ସମବାୟ ସମିତିର ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରଦୀପଙ୍କ ଘର ଖଣ୍ଡହତା ପଞ୍ଚାୟତର ପୁଇପାଣି ଗ୍ରାମରେ। ଏପରିକି ଖଣ୍ଡହତାରେ ମଧ୍ୟ ତାଙ୍କର ଘର ଏବଂ ଏକ...

କଫସିରପ, ନିଶା ବଟିକା ଜବତ: ବ୍ୟବସାୟୀ ଗିରଫ

ସୋନପୁର,୧୪।୯(ନି.ପ୍ର.) : ସୁବର୍ଣ୍ଣପୁର ଜିଲାରେ ବହୁଳ ଭାବେ ଚାଲିଛି ବେଆଇନ କଫସିରପ୍‌ କାରବାର। ଯୁବକମାନେ ଏହାକୁ ନିଶା ପାଇଁ ବହୁଳ ଭାବେ ବ୍ୟବହାର କରି ପଥଭ୍ରଷ୍ଟ ହେଉଛନ୍ତି। ସଦର ପୋଲିସ ଶନିବାର କଫ୍‌ସିରପ ବ୍ୟବସାୟୀ ଆସିକ୍‌ ରସୁଲ ଖାନ(୨୮)ଙ୍କୁ ଗିରଫ...

ଦକ୍ଷତା ବଢିଲେ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ

ସୋନପୁର,୧୪।୯(ନି.ପ୍ର.) ପ୍ରଶିକ୍ଷଣ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଦକ୍ଷତା ବୃଦ୍ଧି କରିବାକୁ ପଡିବ। ଦକ୍ଷତା ବଢିଲେ ହିଁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖୁଞ୍ଜିଆବାହାଲ ଗ୍ରାମରେ ଅନୁଷ୍ଠିତ ବାଉଁଶ ଶିଳ୍ପ ତାଲିମ ଶିବିରରେ...

ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ

ସୋନପୁର,୧୪।୯(ନି.ପ୍ର.) ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଛି। ରାତିରେ ଏକ ଗ୍ୟାଙ୍ଗ ଲାଠି ଧରି ଯାନବାହାନ ଅଟକାଇବାକୁ ଚେଷ୍ଟା କରୁଛନ୍ତି। ଗାଡି ନ ଅଟକିଲେ ଟେକା ପଥର ମାଡ କରାଯାଉଛି।...

ଶୈବ, ଶାକ୍ତ ପୂଜାର ଚିନ୍‌ହାଁ: ନାଗ୍‌ବାଚା

ବିନିକା,୧୩।୯(ଡି.ଏନ୍‌.ଏ.): ଆମର ପୁରାଣ, ଶାସ୍ତ୍ରମାନକେ ଅନେକ ପୂଜାପାଠ୍‌, ତନ୍ତ୍ରମନ୍ତ୍ର ବାବ୍‌ଦେ ବରନନ୍‌ ରହିଛେ। ସେନ୍‌ତା ଆୟୁର୍ବେଦରେ ଅନେକ ରୋଗ୍‌ର ନିଦାନ୍‌ ସଂଗେ ସଁାପ୍‌, କଁଟିଆ, ବିଷାନ୍‌ ପୋକ୍‌ ଚାବ୍‌ଲେ ତାର ପରତିକାର ଲାଗି ଚେରମୂଲିର ବାବ୍‌ଦେ ବରନନ୍‌ ରହିଛେ। ଆଘୋ...

ଅର୍ଜୁନପୁର ଛକରେ ଦୁର୍ଘଟଣା: ପୋଲିସ ଭ୍ୟାନ୍‌ ଧକ୍କାରେ ୨ ମୃତ

ସୋନପୁର,୧୨।୯(ନି.ପ୍ର.): ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ସୋନପୁର ଥାନା ଅର୍ଜୁନପୁର ଛକରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ପୋଲିସ ଭ୍ୟାନ୍‌ ଏକ ବାଇକ୍‌କୁ ମୁହାଁମୁହିଁ ଧକ୍କା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ବାଇକ୍‌ଟି ବଲାଙ୍ଗୀରରୁ ସୋନପୁର ଅଭିମୁଖେ ଆସୁଥିବା...

ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଅମରପାଲି, ୧୧।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାନସ ଦାସ(୨୮)। ପ୍ରକାଶ ଯେ, ମାନସ ମଙ୍ଗଳବାର ତାମିଲନାଡ଼ୁ କାମ କରିବାକୁ ଯିବାକୁ କହି ଘରୁ...

ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

  ବିନିକା,୧୦।୯(ଡି.ଏନ୍‌.ଏ.): ଆମର ରାଏଜେ ବାରବାସେ ୧୩ ପରବ୍‌ ପାଲନ୍‌ ହେଉଛେ। ସେ ଭିତ୍‌ରୁ ଖୁଦୁରୁକୁଣୀ ଓଷା ଅଲଗ୍‌ ଆଏ। ଇ ଓଷା ଫିବଛର ଭୁଦୋମାସର ୪ ପାଲି ରଏବାର ପାଲନ୍‌ କରାଯାଏସି। ମା’ବହେନ୍‌ମାନେ ଇ ଉଷାକେ ନିଷ୍‌ଠାର ସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri