ସୁବର୍ଣ୍ଣପୁର

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି : ଛାତ୍ର, ଯୁବ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

ସୋନପୁର,୧୭।୪(ନି.ପ୍ର.): ପ୍ରବାଦ ପୁରୁଷ ତଥା ଜନନାୟକ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସୁବର୍ଣ୍ଣପୁର ଜିଲା ଛାତ୍ର ଓ ଯୁବ ବିଜେଡି ପକ୍ଷରୁ…

କରୋନା ସଚେତନତା : ମାସ୍କ, ସାନିଟାଇଜର ବିତରଣ

ସୋନପୁର,୧୭।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ସଚେତନତା ଆବଶ୍ୟକ ହୋଇପଡିଛି। ଜରୁରି କାମରେ ଘରୁ ବାହାରିଲେ ମୁହଁରେ ମାକ୍ସ ଲଗାଇବା ବାଧ୍ୟତାମୂଳକ କରାଯାଇଛି। ତେଣୁ ସୋନପୁର ବ୍ଲକ ବଡବାହାଲିସ୍ଥିତ ମା ଅନ୍ନପୂର୍ଣ୍ଣା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ କପଡାରେ…

କରୋନା ସହାୟତା: ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୧୬।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଅଲ୍‌ ଓଡିଶା ଅଙ୍ଗନଓ୍ବାଡି ଲେଡିଜ୍‌ ଓ୍ବାର୍କରସ ଆସୋସିଏଶନ ସୁବର୍ଣ୍ଣପୁର ଜିଲା ଶାଖା ୨ଲକ୍ଷ ୮୦ହଜାର ଟଙ୍କା ଦାନ କରିଛନ୍ତି। ଗୁରୁବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସଂଘର…

ଭୋକରେ ଫେରୁଥିବା ନିର୍ଯାତିତ ଶ୍ରମିକ ଆଶ୍ରୟସ୍ଥଳରେ ଭର୍ତ୍ତି, ଠିକାଦାରଙ୍କ ନାମରେ ମାମଲା

ସୋନପୁର,୧୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୋଠାବାଡି ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ଏଭଳି ସ୍ଥିତିରେ ଛତିଶଗଡର ୧୦ଜଣ ଶ୍ରମିକ ସୁବର୍ଣ୍ଣପୁରରେ ନିର୍ମାଣାଧୀନ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ନିୟୋଜିତ…

ଚାଲାଣବେଳେ ଟ୍ରାକ୍ଟର ସହ କାଠ ଜବତ: ଡ୍ରାଇଭର ଫେରାର

ଅମରପାଲି, ୧୬।୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରାମହାରାଜପୁର ରେଞ୍ଜ ବୁଟୁଖମନ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି ବେଳେ ଏକ ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଛି ବନବିଭାଗ। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରୁ କାଠ ବୋଝେଇକରି ଏକ…

ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ ଭାବେ କାର୍ଯ୍ୟକ୍ଷମ ହୋଇଛି। ଅପରାହ୍ନରେ ଜିଲାପାଳ ମୋନିଷା ବାନାର୍ଜୀ ସାମାଜିକ ଦୂରତ୍ୱ ଅବଲମ୍ବନ କରି…

ହାତୀପଲ ଉଜାଡିଲେ ରବିଧାନ ଫସଲ

ବିନିକା, ୧୪ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ ଆସିଥିବା ହାତୀପଲ ଗଁା ସମୀପ ରବିଧାନ କ୍ଷେତରେ ପଶି ଖାଇବା ସହ ଦଳିଚକଟି ନଷ୍ଟ…

ଲକ୍‌ଡାଉନ୍‌ କଟକଣାକୁ ଲୋକେ ମାନୁନାହାନ୍ତି, ପୋଲିସର ଫ୍ଲାଗମାର୍ଚ୍ଚ

ସୋନପୁର,୧୩।୪(ନି.ପ୍ର.):କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଜରୁରୀ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ହେଲେ ସୁବର୍ଣ୍ଣପୁର ଜିଲାରେ କେତେକ ଲୋକ ଏହି କଟକଣାକୁ ମାନୁନାହାନ୍ତି। ବାହାରେ ବୁଲାବୁଲି…

ଅସୁସ୍ଥ ଦନ୍ତାର ଜୀବନଗଲା

ସୋନପୁର,୧୨ା୪(ନି.ପ୍ର.) : ସୁବର୍ଣ୍ଣପୁର ବନଖଣ୍ଡ ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ ଝାରବାହାଲି ଜଙ୍ଗଲରେ ରବିବାର ଏକ ପ୍ରାପ୍ତବୟସ୍କ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ହାତୀଟି ଅସୁସ୍ଥ ଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ଦାନ୍ତ କଟାଯାଇ ବାହାର କରାଯିବ। ପରେ ମୃତଦେହକୁ ମାଟିଖୋଳି ପୋତି…

୮୦୭୪୬ ହିତାଧିକାରୀଙ୍କୁ ତିନିମାସର ଅଗ୍ରୀମ ଚାଉଳ ବଣ୍ଟନ

ଉଲୁଣ୍ଡା, ୮ା୪(ଡି.ଏନ.ଏ.): ରାଜ୍ୟ ତଥା କେନ୍ଦ୍ର ସରକାର କରୋନରୁ ରକ୍ଷା ପାଇବା ପାଇଁ ଲକ୍‌ଡାଉନ ଘୋଷଣା ପରେ ଗରିବ ପରିବାରମାନେ ଯେମିତି ଅସୁବିଧାର ସମ୍ମୁଖୀନ ନହେବେ ସେଥିପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଗ୍ରୀମ ତିନି ମାସର ଚାଉଳ ଯୋଗଇ ଦିଆଯାଉଛି।…

ଲକ୍‌ଡାଉନ୍‌ ନିୟମକୁ ଫୁ : ହାଟରେ ରହୁନି ସାମାଜିକ ଦୂରତ୍ୱ

ସୋନପୁର,୭।୪(ନି.ପ୍ର.): ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ସୁବର୍ଣ୍ଣପୁର ଜିଲା ପ୍ରଶାସନ ଲକ୍‌ଡାଉନ୍‌ କଟକଣାକୁ କିପରି କଡାକଡି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ…

ସାମାଜିକ ଦୂରତ୍ୱ ରକ୍ଷା ନ ହେଲେ ଦୋକାନ ବନ୍ଦ

ସୋନପୁର, ୬ା୪(ନି.ପ୍ର.): ଗାଁ ଠୁ ସହର ଦୋକାନ ଭିତରେ ଏବଂ ବାହାରେ ଅତ୍ୟଧିକ ଭିଡ ହେଉଛି। ସାମାଜିକ ଦୂରତ୍ୱ ରକ୍ଷା ହୋଇପାରୁନି। ଏହା ସୁବର୍ଣ୍ଣପୁର ଜିଲା ପାଇଁ ବର୍ତ୍ତମାନ ବିପଦ ସୃଷ୍ଟି କରିଛି। ଏ ସବୁକୁ ଦୃଷ୍ଟିରେ ରଖି ପ୍ରଶାସନ କଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?