ସୁବର୍ଣ୍ଣପୁର

ମାନସିକତାରେ ପରିବର୍ତ୍ତନ ହେଲେ ଦୁର୍ନୀତି ହଟିବ

ସୋନପୁର,୩୧।୧୦(ନି.ପ୍ର.): ସୁବର୍ଣ୍ଣପୁର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଡିଆରଡିଏ ସମ୍ମିଳନୀ କକ୍ଷରେ ସଚ୍ଚୋଟତା-ଏକ ଜୀବନ ଶୈଳୀ ଶୀର୍ଷକ ଆଲୋଚନାଚକ୍ରରେ ଜିଲାପାଳ ମୋନିଷା ବାନାର୍ଜୀ ମୁଖ୍ୟ…

ବ୍ୟକ୍ତିର ବିକାଶ ପାଇଁ ମିତବ୍ୟୟିତା ଅପରିହାର୍ଯ୍ୟ

ସୋନପୁର,୩୦।୧୦(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସ୍ବଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ବିଶ୍ୱ ମିତବ୍ୟୟିତା ଦିବସ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଆମ୍ବେଡକର ଛକରୁ ବାହାରି ସହର ପରିକ୍ରମା କରିଥିଲା। ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର…

ସଙ୍କୁଚିତ ହେବ ରୟାଲ ପଡିଆ

ସୋନପୁର,୨୫।୧୦(ନି.ପ୍ର.)-ସୁବର୍ଣ୍ଣପୁର ସହରର ବ୍ଲକ ଛକ ସ୍ଥିତ ଆଠ ଏକର ପରିମିତ ଅଞ୍ଚଳରେ ରହିଛି ରୟାଲ ପଡିଆ। ଏହି ସମତଳ ପଡିଆରେ ମୁଖ୍ୟମନ୍ତ୍ରୀଙ୍କ ସଭାଠାରୁ ଆରମ୍ଭ କରି, ବିଭିନ୍ନ ସଭା ସମିତି, ସାଂସ୍କୃତିକ କାର୍ଯ୍ୟକ୍ରମ, ଫୁଟବଲ ଓ କ୍ରିକେଟ୍‌ ଟୁର୍ନାମେଣ୍ଟ ମାନ ବର୍ଷ…

ବିପଦସଙ୍କୁଳ ଅବସ୍ଥାରେ ସୋନପୁର ରାଜପ୍ରାସାଦ

ସୋନପୁର,୨୩।୧୦(ନି.ପ୍ର.): ମହାନଦୀ କୂଳରେ ଥିବା ସୋନପୁର ରାଜପ୍ରାସାଦ ରକ୍ଷଣାବେକ୍ଷଣ ଅଭାବରୁ ଏବେ ବିପଦସଙ୍କୁଳ ଅବସ୍ଥାରେ ଅଛି। ପ୍ରତିଦିନ ରାଜପ୍ରାସାଦରୁ ଇଟା ଓ କଂକ୍ରିଟ୍‌ ଖଣ୍ଡ ଖସୁଛି। ସରକାର ଏହି ଐତିହାସିକ କୀର୍ତ୍ତିରାଜିକୁ ଧ୍ୱଂସ ମୂହଁରୁ ରକ୍ଷା କରିବା ପାଇଁ କୌଣସି ଉଦ୍ୟମ…

କୃଷି କ୍ଷେତରେ ଜୈବିକ ଖତ ବ୍ୟବହାର ଉପରେ ଗୁରୁତ୍ୱ

ସୋନପୁର,୨୩।୧୦(ନି.ପ୍ର.)-ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସାରର ଊପଯୁକ୍ତ ବ୍ୟବାହରକୁ ନେଇ ନୂଆଦିଲ୍ଲୀ ଠାରେ ପ୍ରଥମ କରି ଆରମ୍ଭ ହୋଇଥିବା ଜନସଚେତନତା କାର୍ଯ୍ୟକ୍ରମର ସିଧା ପ୍ରସାରଣ ସକାଶେ ସୋନପୁର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ମଙ୍ଗଳବାର ସ୍ବତନ୍ତ୍ର…

୨୧ ପରିବାରକୁ ମିଳିଛି ୧୦୦ଦିନର କାମ

ସୋନପୁର, ୨୨।୧୦(ନି.ପ୍ର.): ସୋନପୁର ବ୍ଲକସ୍ତରୀୟ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନଆରଇଜିଏସ) ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନଏସଏପି)ର ଜନଶୁଣାଣି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଗତ ସାଧାରଣ ନିର୍ବାଚନ ପାଇଁ ୨୦୧୮-୧୯ ଆର୍ଥିକ ବର୍ଷର ଜନଶୁଣାଣି ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ…

ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ସଂସ୍ପର୍ଶରେ ଆସି ବାପା, ବଡ଼ ପୁଅ ମୃତ, ସାନ ଗୁରୁତର

ଅମରପାଲି, ୧୮।୧୦(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ପିତାମହୁଲ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ବାପା ଓ ବଡ଼ ପୁଅଙ୍କ ମୃତ୍ୟୁ…

ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ : ସେମିରେ ଇଲେଭେନ ଷ୍ଟାର ସୋନପୁର

ଅମରପାଲି, ୧୭।୧୦ (ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପଣ୍ଡିଆପାଲି ଖେଳ ପଡିଆରେ ହେଉଥିବା ୧୦ମ ଶହୀଦ ବିଭୀଷଣ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟର ଚତୁର୍ଥ ଦିବସ ଗୁରୁବାର ତିନୋଟି ମ୍ୟାଚ ଖେଳାଯାଇଥିଲା। ପ୍ରଥମ ମ୍ୟାଚ ଏମଏନସିସି ଉପୁଲା ଓ ବିଏମସିସି…

ସମବାୟ ସମିତି ସଭାପତିଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବି: ଏସ୍‌ପିଙ୍କୁ ଭେଟିଲେ ପରିବାରବର୍ଗ, ଗ୍ରାମବାସୀ

ସୋନପୁର,୧୭।୧୦(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ସେବା ସମବାୟ ସମିତି ସଭାପତି ପ୍ରଦୀପ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ୨୮ ଦିନ ବିତିଲାଣି । ପ୍ରଦୀପଙ୍କ ଭାଇ ଅଜିତଙ୍କ ଲିଖିତ ଅଭିଯୋଗ କ୍ରମେ ସୁବଳୟା ପୋଲିସ ଏକ ହତ୍ୟା ଘଟଣା…

ଦାଦନ୍‌ ଯାଇ ହାତ୍‌ ହରାଲେ ନାଗେସ

ବିନିକା,୧୭।୧୦(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗାଁର ନାଗେସ ସ୍ବାମୀ(୩୭)। ସେ ଝନେ ନିହାତି ଗରିବ୍‌ ଆର ପେସାରେ ପଥର ଫଟାଲି ଶ୍ରମିକ। କାମ୍‌ଧଁଦା ଅଭାବୁ ସେ ଆଏଜ୍‌କେ ୭ ମାସ ତଲେ କର୍ଣ୍ଣାଟକ ରାଏଜର ମାଙ୍ଗାଲୁରକେ ଦାଦନ ଖଟିଯାଇଥିଲେ।…

ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ବୀରମହାରାଜପୁର

ଅମରପାଲି, ୧୬।୧୦ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପଣ୍ଡିଆପାଲି ଖେଳ ପଡିଆରେ ଚାଲିଥିବା ୧୦ମ ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟରେ ବୁଧବାର ତିନୋଟି ମ୍ୟାଚ ଖେଳା ହୋଇଛି। ପ୍ରଥମ ମ୍ୟାଚ ମହଦା ପଞ୍ଚାୟତ ଦଳ ଓ ସହରାପାଲି…

ଆରମ୍ଭ ହେଲା ପ୍ରସିଦ୍ଧ ହରଗୌରୀ ଯାତ୍ରା

ସୋନପୁର,୧୪ା୧୦(ନି.ପ୍ର.) ପୂଜା ମଣ୍ଡପକୁ ଶନିବାର ବିଳମ୍ବିତ ରାତିରେ ଦେବୀ ଗୌରୀଙ୍କ ଆଗମନ ପରେ ସୁବର୍ଣ୍ଣପୁରରେ ଆରମ୍ଭ ହୋଇଛି ପରମ୍ପରା ଓ ଦେବାଙ୍ଗ ସଂସ୍କୃତିର ମହାପାର୍ବଣ ପ୍ରସିଦ୍ଧ ହରଗୌରୀ ଯାତ୍ରା(ବୁଢୀମାଁ ଯାତ୍ରା)। ଜିଲାର ଇଷ୍ଟଦେବତା ସୁବର୍ଣ୍ଣମେରୁଙ୍କ ନିଜସ୍ବ ଜମିରୁ ଧାନ ଗଛକୁ ଗୌରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri