ସୁବର୍ଣ୍ଣପୁର

ସମାଜକୁ ସଂସ୍କାରଧର୍ମୀ କରିବାକୁ ଗୁରୁତ୍ୱ

ସୋନପୁର, ୧୪ା୧୦(ନି.ପ୍ର.) ସୁବର୍ଣ୍ଣପୁର ଜିଲା ଯାଦବ ମହାସଭା ପକ୍ଷରୁ ବାର୍ଷିକ ଶାରଦୀୟ ପୂର୍ଣ୍ଣମୀ ଅବସରରେ ବାର୍ଷିକ ପୂଜା ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯାଦବଙ୍କ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୂଜନୋତ୍ସବ ସ୍ଥାନୀୟ ସମଲେଶ୍ୱରୀ ପୀଠରେ ଅନୁଷ୍ଠିତ ହୋଇଥିଲା। ସକାଳେ…

ଭସାଣି ପାଇଁ କମ୍ପୁଛି ବୀରମହାରାଜପୁର

ଅମରପାଲି, ୯।୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ବ୍ଲକ ବୀରମହାରାଜପୁର ଅଞ୍ଚଳରେ ହେଉଥିବା ଦଶହରା ପୂଜା ଉଦ୍‌ଯାପିତ ହୋଇଛି। ସଦର ବୀରମହାରାଜପୁରରେ ତିନୋଟି ସ୍ଥାନରେ ପୂଜା ହୋଇଥିଲା। ସ୍ଥାନୀୟ ତ୍ରିବେଣୀ ଛକ, ବସଷ୍ଟାଣ୍ଡ ଓ ଉଫୁଲାଠାରେ ହୋଇଥିବା ମେଢ଼, ତୋରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦର୍ଶକ…

୪ ସନ୍ତାନ ଜନ୍ମ ଦେଲେ ମହିଳା

ସୁବର୍ଣ୍ଣପୁର,୮।୧୦(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଝିଙ୍କି ଗାଁର ଜଣେ ମହିଳା ମଙ୍ଗଳବାର ୪ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ତେବେ ନବଜାତ ୪ ଶିଶୁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୂର୍ଣ୍ଣବିକଶିତ ହୋଇ ନ ଥିବାରୁ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଅସୁସ୍ଥ ଅଛନ୍ତି।…

କର୍ତଙ୍ଗକୁ ଲୋକକଳା ଗ୍ରାମ ମାନ୍ୟତା

ବିନିକା, ୨ା୧୦(ଡି.ଏନ.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କର୍ତଙ୍ଗ ଗ୍ରାମକୁ ଲୋକକଳା ଗ୍ରାମ୍ୟ ମାନ୍ୟତା ମିଳିଛି ା ରାଜ୍ୟ ସରକାରଙ୍କ ମଞ୍ଜୁରୀ ପରେ ବୁଧବାର ରାଜ୍ୟ ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତ ବିଭାଗ ତରଫରୁ…

ମା’ ସୁରେଶ୍ୱରୀଙ୍କ ଧବଳମୁଖୀ ବେଶ

ସୋନପୁର,୨୮।୯(ନି.ପ୍ର.) : ପବିତ୍ର ମହାଳୟା ତିଥିରେ ସୁବର୍ଣ୍ଣପୁର ଗଡଜାତର ଇଷ୍ଟଦେବୀ ମା’ ସୁରେଶ୍ୱରୀ ଧବଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସୁବର୍ଣ୍ଣପୁରର ଐତିହାସିକ ବଳିଯାତ୍ରା ଆରମ୍ଭ ହେଉଥିବା ବେଳେ ଶନିବାର ଭକ୍ତମାନେ ବାଉତି ଛତ୍ର ଓ ଦେବୀ ମା’ଙ୍କ ବେଶ ଦେଖିବାର…

‘ବିଶ୍ୱରେ ଶାନ୍ତି ସ୍ଥାପନରେ ବୌଦ୍ଧ ଧର୍ମର ଅବଦାନ ଗୁରୁତ୍ୱପୂର୍ଣ୍ଣ’

ଅମରପାଲି, ୨୬।୯ (ଡି.ଏନ.ଏ): ଭଗବାନ ବୁଦ୍ଧ ଥିଲେ ଅହିଂସାର ପ୍ରଚାରକ। ତାଙ୍କ ଦ୍ୱାରା ପ୍ରତିଷ୍ଠିତ ବୌଦ୍ଧ ଧର୍ମ ନିଜର ସାରଲ୍ୟ ଯୋଗୁଁ କେବଳ ଭାରତ ବର୍ଷ ନୁହେଁ, ସମଗ୍ର ବିଶ୍ୱରେ ଏକ ପ୍ରମୁଖ ଧର୍ମ ଭାବରେ ପରିଗଣିତ ହୋଇଥିଲା। ସମ୍ପ୍ରତିକ ବିଶ୍ୱରେ…

ଆତ୍ମନିର୍ଭରଶୀଳ ହେବା ପାଇଁ ପ୍ରଚେଷ୍ଟା କର

ଅମରପାଲି, ୨୪।୯ (ଡି.ଏନ.ଏ.): ରାଜ୍ୟ ସରକାରଙ୍କ ଅଣୁକ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ଜିଲା ଶିଳ୍ପକେନ୍ଦ୍ର ସୁବର୍ଣ୍ଣପୁର ଆନୁକୂଲ୍ୟରେ ବୀରମହାରାଜପୁର ମହିଳା ମହାବିଦ୍ୟାଳୟରେ ଏକ ଶିଳ୍ପ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ ବଳଭଦ୍ର…

ମାନବ କଲ୍ୟାଣରେ ବ୍ରତୀ ହେବାକୁ ଆହ୍ବାନ

ଅମରପାଲି, ୨୩।୯ (ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ରେଡକ୍ରସ ପକ୍ଷରୁ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା କଲେଜରେ ତିନିଦିନ ଧରି ଚାଲିଥିବା ଯୁବ ରେଡକ୍ରସ ଶିକ୍ଷା, ତାଲିମ ଶିବିର ସୋମବାର ଉଦ୍‌ଯାପିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଭୋଳାନାଥ କର୍ମୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉଦ୍‌ଯାପନୀ…

ସମବାୟ ସଭାପତିଙ୍କ ହତ୍ୟାକାରୀକୁ ଗିରଫ ଦାବି

ଅମରପାଲି, ୨୨।୯ (ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ସେବା ସମବାୟ ସଭାପତି ପ୍ରଦୀପ ବିଶ୍ୱାଳଙ୍କ ହତ୍ୟା ଘଟଣାକୁ ଚାରିଦିନ ବିତିଲାଣି। ହେଲେ ହତ୍ୟାକାରୀଙ୍କୁ ଗିରଫ କରି ପାରିନି ପୋଲିସ। ମାମଲା ରୁଜୁ କରି ପୋଲିସ ଚୁପ୍‌ ହୋଇ ବସିଛି। ତଦନ୍ତ…

ଖଣ୍ଡହତା ସେବା ସମବାୟ ସଭାପତିଙ୍କୁ ହତ୍ୟା ସନ୍ଦେହ

ଅମରପାଲି,୨୦।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଖଣ୍ଡହତା ସେବା ସମବାୟ ସମିତିର ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରଦୀପଙ୍କ ଘର ଖଣ୍ଡହତା ପଞ୍ଚାୟତର ପୁଇପାଣି ଗ୍ରାମରେ। ଏପରିକି ଖଣ୍ଡହତାରେ ମଧ୍ୟ ତାଙ୍କର ଘର ଏବଂ ଏକ ଔଷଧ…

କଫସିରପ, ନିଶା ବଟିକା ଜବତ: ବ୍ୟବସାୟୀ ଗିରଫ

ସୋନପୁର,୧୪।୯(ନି.ପ୍ର.) : ସୁବର୍ଣ୍ଣପୁର ଜିଲାରେ ବହୁଳ ଭାବେ ଚାଲିଛି ବେଆଇନ କଫସିରପ୍‌ କାରବାର। ଯୁବକମାନେ ଏହାକୁ ନିଶା ପାଇଁ ବହୁଳ ଭାବେ ବ୍ୟବହାର କରି ପଥଭ୍ରଷ୍ଟ ହେଉଛନ୍ତି। ସଦର ପୋଲିସ ଶନିବାର କଫ୍‌ସିରପ ବ୍ୟବସାୟୀ ଆସିକ୍‌ ରସୁଲ ଖାନ(୨୮)ଙ୍କୁ ଗିରଫ କରିଛି।…

ଦକ୍ଷତା ବଢିଲେ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ

ସୋନପୁର,୧୪।୯(ନି.ପ୍ର.) ପ୍ରଶିକ୍ଷଣ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଦକ୍ଷତା ବୃଦ୍ଧି କରିବାକୁ ପଡିବ। ଦକ୍ଷତା ବଢିଲେ ହିଁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖୁଞ୍ଜିଆବାହାଲ ଗ୍ରାମରେ ଅନୁଷ୍ଠିତ ବାଉଁଶ ଶିଳ୍ପ ତାଲିମ ଶିବିରରେ ଅତିଥିମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri