ସୁବର୍ଣ୍ଣପୁର

ଚମ୍ପୁଆରେ ଫସିଥିବା ସୁବର୍ଣ୍ଣପୁରର ୨୫ ଘରକୁ ଫେରିଲେ

ସୋନପୁର,୨୭।୩(ନି.ପ୍ର.):ମ୍ୟାଜିକ୍‌ ପ୍ରଦର୍ଶନ କରିବାକୁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରୀବାଞ୍ଜିର ୮ଟି ପରିବାର କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳକୁ ଯାଇ ସେଠାରେ ଫସି ରହିଥିଲେ। ପ୍ରଶାସନର ଉଦ୍ୟମକ୍ରମେ ମୋଟ ୨୫ଜଣ ଗୁରୁବାର ରାତିରେ ଗାଁରେ ପହଞ୍ଚତ୍ଛନ୍ତି । ସେମାନଙ୍କ ମଧ୍ୟରେ ୭ଜଣ…

ଲକ୍‌ଡାଉନ୍‌ ସ୍ଥିତି: ତେଲେଙ୍ଗାନାରେ ଫସିଛନ୍ତି ୫୦ ଓଡ଼ିଆ ଶ୍ରମିକ

ବିନିକା,୨୬।୩(ଡି.ଏନ୍‌.ଏ.): କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଦେଶରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ହାଇଦ୍ରାବାଦ ତେଲେଙ୍ଗାନାରେ ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳ ତଥା ପଡ଼ୋଶୀ ବଲାଙ୍ଗୀର ଜିଲାର ୫୦ରୁ ଅଧିକ ଯୁବକ ଫସି ରହିଛନ୍ତି। ସୁବର୍ଣ୍ଣପୁର…

ବୃନ୍ଦାବନରେ ଫସି ରହିଛନ୍ତି ୬୦ ଓଡ଼ିଆ ତୀର୍ଥଯାତ୍ରୀ

ଅମରପାଲି, ୨୬ା୩(ଡି.ଏନ.ଏ.): ତୀର୍ଥ କରିବାକୁ ଯାଇଥିବା ସୁବର୍ଣ୍ଣପୁର, ବୌଦ୍ଧ ଓ ଦେବଗଡ଼ ଜିଲାର ୬୦ ଜଣ ତୀର୍ଥଯାତ୍ରୀ ଏବେ ଉତ୍ତରପ୍ରଦେଶର ବୃନ୍ଦାବନରେ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ ମହିଳା। ଲକ୍‌ଡାଉନ ଯୋଗୁ ସେମାନେ ଏବେ ଫେରି ପାରୁ ନ…

ମାସ୍କ ତିଆରି କରି ରିହାତି ଦରରେ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ସୋନପୁର, ୨୬।୩(ନି.ପ୍ର.) ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏଭଳି ସମୟରେ ବଜାରରେ ମାସ୍କ ମିଳୁନି। ପ୍ରଶାସନର ପରାମର୍ଶକ୍ରମେ ସୁବର୍ଣ୍ଣପୁର ଜିଲାର ୧୨ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ମାସ୍କ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି।…

ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର

ବିନିକା,୨୫।୩(ଡି.ଏନ୍‌.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍‌ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ ସାନିଟାଇଜର…

ଦିବ୍ୟାଙ୍ଗ ଝି’ର ଉପରେ ବୁରୁଧ୍‌ ବାପର ବୋଝ୍‌

  ବିନିକା,୨୪ା୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁାର ଶରତ ଦାଶକଁର ଝି’ ଶୁଭଙ୍କରୀ ଦାଶ(୩୮)। ସେ ଜନ୍‌ମୁ ଦିବ୍ୟାଙ୍ଗ ଆଏ। ସେ ଭଲ ଭାବେ କଥା କହି ନାଇଁ ପାରବାର, ସ୍ନାୟୁ ଦୁରବଲତା ଲାଗି ମୁଡ଼ ସବୁବେଲେ…

ବୁଢ଼ୀ ମା’କେ ଦିବ୍ୟାଙ୍ଗ ଝି’ର ଭବିଷତ୍‌ ଚିନ୍‌ତା

  ବିନିକା, ୨୧।୩ (ଡି.ଏନ୍‌.ଏ.)- ମୁଇଁ ଆଏଜ୍‌ ମରେଁ କାଲ୍‌ ମରେଁ ହେଉଛେଁ। ଅନେକ ଦିନ୍‌ ହେଲା ଖଟେ ପଡ଼ିଛେଁ। ଆହା କରବାକେ କେହି ନାଇଁ। ଏନ୍‌ତାଥି ପାଗ୍‌ଲି ଝି’ର ବୋଝ୍‌। ମୁଇଁ ମରିଗଲେ ଇତାର ଭବିଷତ୍‌ କାଣା ହେବା। ଏନ୍‌ତା…

୫ ବଛର ହେଲା ଖଟେ ପଡ଼ିଛନ୍‌ ଲମ୍ବୋଦର

ବିନିକା,୨୦।୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା କଲୋନୀ ପଡ଼ାର ଲମ୍ବୋଦର ବାଘ(୪୫)। ସେ ଅନେକ୍‌ ବଛର ହେଲା ମଧୁମେହ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ ଅନାଟନ ଲାଗି ଉଷୋକଷା କରି ନାଇଁ ପାରୁଥିଲାବେଲେ ଭିନେ ଭିନେ ସରକାରୀ ଯୋଜନାରୁ…

ରକ୍ତକର୍କଟ ପୀଡିତ ଛାତ୍ରଙ୍କ ଆକୁଳ ଅଭିବ୍ୟକ୍ତି: ସ୍କୁଲ ଯିବି, ପାଠ ପଢ଼ିବି

ଅମରପାଲି, ୧୯।୩ (ଡି.ଏନ.ଏ.) ସ୍କୁଲ ଯିବି, ସାଙ୍ଗ ସାଥିଙ୍କ ସହ ପାଠ ପଢ଼ିବି। ଖେଳାବୁଲା କରିବାକୁ ଇଚ୍ଛା ହେଉଛି। ମାତ୍ର ଅସୁସ୍ଥତା ଯୋଗୁ ସ୍କୁଲ ଯାଇ ପାରୁନି କି ସାଙ୍ଗ ସାଥିଙ୍କ ସହ ଖେଳାବୁଲା କରିପାରୁନି । ଭଲ ହୋଇଗଲେ ପୁଣି…

ମରାମତି ଅଭାବ: ମୁଖିଆ ରାସ୍‌ତାରେ ଦଉଡୁଛେ କେନାଲ ପାଏନ୍‌

ବିନିକା,୧୮ା୩ (ଡି.ଏନ୍‌.ଏ.)- ଚାଷ୍‌ ଆର ଚାଷୀର ବିକାଶ ଲାଗି କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଜଲ୍‌ସେଚନର ବେବସ୍‌ତା କରୁଛନ୍‌। ଚାଷୀର ଖେତ୍‌କେ ପାଏନ୍‌ ପୁହୁଁଚାବାର ଲାଗି କେନାଲ କୁଡ଼ବାର ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ସେନ୍‌ତା କେନାଲର…

ଚିରନ୍ତନ ପ୍ରେମର ସନ୍ତକ ନିମୁହିଁ ମନ୍ଦିର

ସୋନପୁର,୧୫।୩(ନି.ପ୍ର.) ସୁବର୍ଣ୍ଣପୁରର ନିମୁହିଁ ମନ୍ଦିର ଏକ ବିସ୍ମୟ। ମନ୍ଦିରର ଉଚ୍ଚତା ପ୍ରାୟ ୨୫ ଫୁଟ । ଲମ୍ବ ୧୨ ଫୁଟକୁ ପ୍ରସ୍ଥ ପ୍ରାୟ ୧୨ ଫୁଟ୍‌ । ସୂକ୍ଷ୍ମ କାରୁକାର୍ଯ୍ୟର ନମୁନା ସ୍ବରୂପ ମନ୍ଦିର ଗାତ୍ରରେ ରହିଛି ନର୍ତ୍ତକୀ, ମେଣ୍ଢା ଓ…

ଦ୍ୱନ୍ଦ୍ୱରେ ଚାଷୀ

ଧାନ ଉତ୍ପାଦନରେ ବଳକା ଜିଲା ସୁବର୍ଣ୍ଣପୁର। ଆଧୁନିକ ଉପାୟରେ ଚାଷ କରି ସ୍ଥାନୀୟ କୁଶଳୀ ଚାଷୀ ଅଧିକ ଉତ୍ପାଦନ କରୁଛନ୍ତି। ବାହାର ଜିଲା ଓ ରାଜ୍ୟକୁ ଏଠାରୁ ଚାଉଳ ଯୋଗାଣ ହେଉଛି। ଧାନ ଚାଷରେ ସୁନାମ ମିଳିଛି। ଜିଲାର ଦୁଇ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?