ସୁବର୍ଣ୍ଣପୁର

କଲ ଡିଟେଲସରୁ ମିଳିଲା ହତ୍ୟାର ସୁରାଗ: ମହିଳାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗିରଫ

ତରଭା,୫।୪(ଡ଼ି ଏନ ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ମାନହୀରା ଗାଁରେ ଅଚିହ୍ନା ବିବାହିତ ମହିଳାଙ୍କୁ ହତ୍ୟା ଘଟଣାର ପର୍ଦାଫାସ ହୋଇଛି। ମହିଳାଙ୍କ ପରିଚୟ ମିଳିବା ସହ ରବିବାର ଅଭିଯୁକ୍ତ ତରଭା ଥାନା ପଦ୍ମପୁର ଗାଁର ସନ୍ତୋଷ କୁମାର ଦାସଙ୍କୁ ଗିରଫ…

ବ୍ଲଡବ୍ୟାଙ୍କରେ ନାହିଁ ରକ୍ତ, ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର

ସୋନପୁର,୫।୪(ନି.ପ୍ର)-କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି । ଦେଶରେ ଗତ ୨୪ ତାରିଖ ମଧ୍ୟରାତ୍ରରୁ ଲକଡାଉନ ଘୋଷଣା ହୋଇଛି । ଜରୁରି କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ଏଭଳି ସ୍ଥିତିରେ ସୁବର୍ଣ୍ଣପୁର…

କାମ କରିବାକୁ ଯାଇ ଶ୍ରମିକ ନିଖୋଜ: ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ

ବିନିକା,୨ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମରେ ବୁଧବାର ଜଣେ ଶ୍ରମିକ କ୍ଷେତକୁ କାମ କରିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ସେ ହେଲେ ତପନ ମହାନନ୍ଦ ଓରଫ କାଳିଆ(୪୩)। ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା…

ସିଏମ୍‌ଆରଏଫକୁ ୧ ଲକ୍ଷ ଦେଲେ ବ୍ଲକ ଅଧ୍ୟକ୍ଷ

ସୋନପୁର,୩୦।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ କରୋନା ମୁକାବିଲା ପାଇଁ ସିଏମ୍‌ଆରଏଫ(ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଡି)କୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସୋମବାର ଭୋଇ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ଭେଟି ଲକ୍ଷେ ଟଙ୍କାର…

କର୍ନାଟକରେ ଅଟକି ରହିଛନ୍ତି ୭୦ ଦାଦନ ଶ୍ରମିକ

ବିନିକା,୩୦।୩(ଡି.ଏନ୍‌.ଏ)-ସୁବର୍ଣ୍ଣପୁର ଜିଲା ବିନିକା ଓ ଡୁଙ୍ଗୁରିପାଲି ବ୍ଲକର ୭୦ଜଣ ଦାଦନ ଶ୍ରମିକ କର୍ନାଟକ ରାଜ୍ୟ ସିତାନ୍ୟାକାହ୍ଲିଠାରେ ଅଟକି ରହିଛନ୍ତି। ଦେଶବ୍ୟାପୀ ଲକ୍‌ ଡାଉନ୍‌ ଘୋଷଣା ପରଠାରୁ ସେମାନେ ସେଠାରେ ଭୋକ ଉପାସରେ ଦିନ କାଟୁଥିବା କହିଛନ୍ତି। ଜିଲା ପ୍ରଶାସନ ସେମାନଙ୍କୁ ଅବିଳମ୍ବେ…

କରୋନା ସନ୍ଦିଗ୍ଧଙ୍କ ପାଇଁ ୧୬୧ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ସୋନପୁର,୨୯।୩(ନି.ପ୍ର.) କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। କରୋନା ସନ୍ଦିଗ୍ଧଙ୍କୁ ରଖିବା ପାଇଁ ଜିଲାର ୬ଟି ବ୍ଲକର ବିଭିନ୍ନ ପଞ୍ଚାୟତ ଓ ୩ଟି ସହରରେ ମୋଟ ୧୬୧ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର…

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍‌ବସ୍‌ କଲା ପୋଲିସ

ବିନିକା,୨୯ା୩(ଡି.ଏନ୍‌.ଏ.) ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ ଆସୁଥିବା ଯୁବକଙ୍କୁ ଉଠ୍‌ବସ କରିଛି। ବିନିକା-ସୋନପୁର ମୁଖ୍ୟରାସ୍ତାର ଡଭଲା ଛକରେ ଶନିବାର ଏପରି ଦୃଶ୍ୟ…

ଭୋକିଲା, ଗରିବଙ୍କୁ ମିଳିଲା ୨ ଓଳି ରନ୍ଧା ଖାଦ୍ୟ

ସୋନପୁର,୨୯।୩(ନି.ପ୍ର.) ସୁବର୍ଣ୍ଣପୁର ସହରରେ ଶନିବାର ଆହାର କେନ୍ଦ୍ର ପକ୍ଷରୁ ଭୋକିଲା ପେଟକୁ ଦୁଇ ଓଳି ଅନ୍ନ ଯୋଗାଇବା ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା ଅସହାୟଙ୍କ ହାତ ସାବୁନରେ ଧୋଇ ଦେବା ସହ ମଧ୍ୟାହ୍ନରେ ଓ ରାତିରେ ଭୋଜନ ଦିଆଯାଇଛି…

ଆନ୍ଧ୍ରରୁ ଫେରି ପାରୁନାହାନ୍ତି ବୀରମହାରାଜପୁରର ୪୦ ଦାଦନ

ଅମରପାଲି, ୨୮।୩ (ଡି.ଏନ.ଏ.):ସମଗ୍ର ଭାରତ ବର୍ଷ କରୋନା ଭାଇରସ ପାଇଁ ଆତଙ୍କରେ ଥିବା ବେଳେ ୨୧ ଦିନ ପାଇଁ ଲକ୍‌ ଡାଉନ ହୋଇଛି । ଫଳରେ ରାଜ୍ୟ ଓ ଦେଶ ବାହାରେ ଥିବା ଅନେକ ଲୋକ ନିଜ ଘରକୁ ଆସି ନ…

କ୍ୟାନସର ପୀଡିତ ସାଇରାଜଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ

ସୋନପୁର,୨୮।୩(ନି.ପ୍ର.) – ସୁବର୍ଣ୍ଣପୁର ଜିଲା ସଦର ବ୍ଲକ କେନ୍ଦୁମୁଣ୍ଡା ଗାଁର ଅନିମା ଓ ସହଦେବ ଦୀପଙ୍କ ୪ ବର୍ଷର ପୁଅ ସାଇରାଜ। ପୁଅ ଜନ୍ମ ନେଲା ପରେ ମା ବାପା ଖୁସିରେ ଆତ୍ମହରା ହୋଇ ପଡିଥିଲେ। ହେଲେ ଏହି ଖୁସି ବେଶୀଦିନ…

ଚମ୍ପୁଆରେ ଫସିଥିବା ସୁବର୍ଣ୍ଣପୁରର ୨୫ ଘରକୁ ଫେରିଲେ

ସୋନପୁର,୨୭।୩(ନି.ପ୍ର.):ମ୍ୟାଜିକ୍‌ ପ୍ରଦର୍ଶନ କରିବାକୁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରୀବାଞ୍ଜିର ୮ଟି ପରିବାର କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳକୁ ଯାଇ ସେଠାରେ ଫସି ରହିଥିଲେ। ପ୍ରଶାସନର ଉଦ୍ୟମକ୍ରମେ ମୋଟ ୨୫ଜଣ ଗୁରୁବାର ରାତିରେ ଗାଁରେ ପହଞ୍ଚତ୍ଛନ୍ତି । ସେମାନଙ୍କ ମଧ୍ୟରେ ୭ଜଣ…

ଲକ୍‌ଡାଉନ୍‌ ସ୍ଥିତି: ତେଲେଙ୍ଗାନାରେ ଫସିଛନ୍ତି ୫୦ ଓଡ଼ିଆ ଶ୍ରମିକ

ବିନିକା,୨୬।୩(ଡି.ଏନ୍‌.ଏ.): କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଦେଶରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ହାଇଦ୍ରାବାଦ ତେଲେଙ୍ଗାନାରେ ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳ ତଥା ପଡ଼ୋଶୀ ବଲାଙ୍ଗୀର ଜିଲାର ୫୦ରୁ ଅଧିକ ଯୁବକ ଫସି ରହିଛନ୍ତି। ସୁବର୍ଣ୍ଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?