ସୁବର୍ଣ୍ଣପୁର

ଆନ୍ଦୋଳନର ପଞ୍ଚମ ଦିନରେ ଚାଷୀଙ୍କ ନିଆରା ପ୍ରତିବାଦ

ତରଭା, ୨୯ା୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ଆଞ୍ଚଳିକ କୃଷକ ସଂଗଠନ ଆନୁକୂଲ୍ୟରେ ଚାଲିଥିବା ଚାଷୀ ଆନ୍ଦୋଳନ ପଞ୍ଚମ ଦିନରେ ପହଞ୍ଚିଛି ା ଶୁକ୍ରବାର ପ୍ରଶାସନର ଦୃଷ୍ଟି ଆକର୍ଷଣ ପାଇଁ ତରଭା ବ୍ଲକର ଚାଷୀମାନେ ନିଆରା ଢଙ୍ଗରେ ପ୍ରତିବାଦ କରିଥିଲେ। ଶେଷ…

ବିଳମ୍ବ ହେଉଛି ରିଂ ରୋଡ ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌ ନିର୍ମାଣ

ସୋନପୁର,୨୯।୨(ନି.ପ୍ର.) – ସୁବର୍ଣ୍ଣପୁର ସହରର ବହୁ ପ୍ରତୀକ୍ଷିତ ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ସରକାରଙ୍କ ଅନୁଦାନ ସତ୍ତ୍ୱେ କାର୍ଯ୍ୟ ଧିମେଇ ଚାଲିଛି। ଅବଧି ସରିଥିଲେ ମଧ୍ୟ ରିଂରୋଡର ଉଭୟ ପାର୍ଶ୍ୱ ପିଚୁ କାମ ସରିନି। ପ୍ରକଳ୍ପର ସବୁଠୁ ଗୁରୁତ୍ୱପୂର୍ଣ୍ଣ…

ଦିଲ୍ଲୀ ହିଂସା, ସୁବର୍ଣ୍ଣପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର,୨୯।୨(ନି.ପ୍ର.) ସିଏଏକୁ ନେଇ ଦେଶର ରାଜଧାନୀ ଅଶାନ୍ତ ହୋଇପଡିଛି। ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଲାଗିରହିଛି । ତେବେ ହିଂସା ରୋକିବା କ୍ଷେତ୍ରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଶୁକ୍ରବାର କଂଗ୍ରେସ ନେତୃବୃନ୍ଦ…

ରାସ୍ତାରେ ଫାଟିଲା ସାଇକେଲ୍‌ ଚକା: ବିଳମ୍ବରେ ପହଞ୍ଚିବାରୁ ମାଟ୍ରିକ୍‌ ପରୀକ୍ଷା ଦେଇପାରିଲେନି ଛାତ୍ର

ଅମରପାଲି,୨୬।୨(ଡି.ଏନ୍‌.ଏ.): ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାରେ ସାମାନ୍ୟ ବିଳମ୍ବ ହେବାରୁ ଜଣେ ଛାତ୍ର ମାଟ୍ରିକ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ କେନ୍ଦ୍ରରେ। ସେ ହେଲେ ଅମରପାଲି ହାଇସ୍କୁଲର ଛାତ୍ର…

କମୁଛି ଗୃହପାଳିତ ପଶୁପକ୍ଷୀଙ୍କ ସଂଖ୍ୟା

ବିନିକା,୨୬ା୨(ଡି.ଏନ୍‌.ଏ.) – ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଓ ଏନଏସି ଅଞ୍ଚଳରେ ଗୃହପାଳିତ ପଶୁପକ୍ଷୀଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ରାଜ୍ୟ ସରକାରଙ୍କ ପ୍ରାଣୀ ସମ୍ପଦ ବିଭାଗର ଗଣନାରୁ ଏହା ସ୍ପଷ୍ଟ ହୋଇଛି। ୨୦୦୩ ମସିହାର ଗଣନା ଅନୁଯାୟୀ ଏହି…

ବିଛୁପାଲିରୁ-ସୋନପୁରକୁ ଗଡିବ ଟ୍ରେନ୍‌, ଟେଣ୍ଡର ଆହ୍ବାନ କଲା ରେଳ ବିଭାଗ

ସୋନପୁର,୨୬।୨(ନି.ପ୍ର) – ୨୮୯ କିଲୋମିଟର ଦୈଘ୍ୟ ବିଶିଷ୍ଟ ଓଡ଼ିଶାର ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ କାର୍ଯ୍ୟ ଏବେ ତ୍ୱରାନ୍ବିତ ହୋଇଛି। ବଲାଙ୍ଗୀର ପଟୁ ବିଛୁପାଲିରୁ ସୋନପୁର ପର୍ଯ୍ୟନ୍ତ ୩୫ କିଲୋମିଟର ରେଳପଥ ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରିଛି ରେଳ ବିଭାଗ। ସେପ୍ଟେମ୍ବର…

ଭୂମିପୂଜାରେ ସୀମିତ ପାତାଳି ଶ୍ରୀକ୍ଷେତ୍ରର ବିକାଶ

ସୋନପୁର,୨୫।୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ । ଏହି ମାନ୍ୟତା ପରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁର୍ଦ୍ଧାମୂର୍ତ୍ତି…

ଚିକିଛା ଅଭାବୁ ଅଁଧ୍‌ ପାଲଟିଯାଇଛନ୍‌ ପ୍ରାଣବନ୍ଧୁ

ବିନିକା,୨୩।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ କଇଁତରା ଗଁାର ପ୍ରାଣବନ୍ଧୁ ଭୁଏ(୬୫)। ଆଏଜ୍‌କେ ୫ ବଛର ହେଲା ସେ କେହେନ୍‌ସି କାରନ୍‌ରୁ ନିଜର ଦୃଷ୍ଟିଶକ୍ତି ହରେଇଛନ୍‌। ଯାହା ପାରଲେ ଚିକିଛା କରେଇ ନିରାଶ ହେଇଛନ୍‌। ଏହେଦେ ପଏସା କଉଡ଼ ଅଭାବୁ…

ରାତିସାରା ଟ୍ରଲିରେ ପଡି ରହିଲା ମୃତଦେହ

ସୋନପୁର/ବିନିକା,୨୩।୨(ନି.ପ୍ର./ଡି.ଏନ୍‌.ଏ) ମହା ଶିବରାତ୍ରି ପାଇଁ ସୁବର୍ଣ୍ଣପୁର ଜିଲା ଉତ୍ସବ ମୁଖର ଥିବା ବେଳେ ରାତିରେ ସୁବର୍ଣ୍ଣପୁର ଜିଲା ବିନିକା ସହରର ବିନିକାପଡାରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ବିବାହିତ ମହିଳା ନିଜ ଘରେ ନିଆଁରେ ପୋଡି ହୋଇ ମୃତ୍ୟୁବରଣ କରିଛନ୍ତି।…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଅଙ୍ଗନଓ୍ବାଡି କର୍ମୀ ଗିରଫ

ସୋନପୁର/ତରଭା,୧୯।୨(ନି.ପ୍ର./ଡି.ଏନ.ଏ) – ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ମଙ୍ଗଳବାର ତରଭା ବ୍ଲକର ୪ ପଞ୍ଚାୟତ ଗସ୍ତ କରିଥିଲେ। ମଧ୍ୟାହ୍ନ ସାଢେ ୧୨ଟାରେ ହଠାତ୍‌ ଜରାଜରିଙ୍ଗ ପଞ୍ଚାୟତର ତିଲେସରା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। କେନ୍ଦ୍ରର ଶିଶୁମାନେ ଏହି ସମୟରେ ଏସଏନପି ଯୋଜନାରେ…

ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି

ସୋନପୁର,୧୯।୨(ନି.ପ୍ର.) – ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ସ୍ଥାନୀୟ ଟାଉନ ହଲରେ ତିନିଦିନ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…

୧୧୬୫ ମୂଲ୍ୟବାନ ଗଛକଟାରେ ସୀମିତ ରାସ୍ତା ନିର୍ମାଣ

ସୋନପୁର,୧୩।୨(ନି.ପ୍ର.) – ରାଜନୈତିକ ଓ ପ୍ରଶାସନିକ ଇଛାଶକ୍ତିର ଅଭାବ ଯୋଗୁଁ ସୁବର୍ଣ୍ଣପୁର ଜିଲାର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁନି। ନିର୍ଦ୍ଧାରିତ ସମୟରେ କୌଣସି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେଉନି। ବର୍ଷ ବର୍ଷ ଧରି ପ୍ରକଳ୍ପଗୁଡିକ ଅଧାପନ୍ତରିଆ ଅବସ୍ଥାରେ ପଡି ରହୁଛି। କେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?