ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ଦାବି: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ଅମରପାଲି, ୨୮/୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଟିକରାପଡ଼ା (ଗାନ୍ଧୀପଡ଼ା) ଛକରେ ଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ ଟିକରାପଡ଼ା ଓ ସାଲେପଦର ଗ୍ରାମର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ସଦସ୍ୟା ଏବଂ…
ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ
ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର ଲୋକେ ମହାନଦୀ ଉପରେ ପାନୀୟ ଜଳ, ଚାଷବାସ, ମାଛଧରା ଓ ଦୈନନ୍ଦିନ ଜୀବନ…
ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ
ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍କୁଲରେ ସିସିଟିଭି…
ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି
ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ ଶୁକ୍ରବାର ରାତିରେ ଗୁଳିମାଡ଼ ହୋଇଛି। ରାତି ୧୧ଟା ୩୦ମିନିଟ୍ରେ ରାମପୁର ପଟୁ ଏକ…
ଜୁନ୍ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା
ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି ପ୍ରସ୍ତୁତି କାର୍ଯ୍ୟରେ ବ୍ୟସ୍ତ ହୋଇପଡ଼ନ୍ତି। ମାତ୍ର ଚଳିତବର୍ଷ ଜୁନ୍ ସରିବାକୁ ବସିଥିବାବେଳେ ନା…
୫ ବର୍ଷରେ ୫୦୦ରୁ ଅଧିକ ସାପ ଉଦ୍ଧାର କଲେଣି ଲୋକନାଥ, ସ୍ଥାନୀୟ ଅଞ୍ଚଳବାସୀଙ୍କ ପ୍ରଶଂସା
ଅମରପାଲି,୨୦।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ପୁଲେଶ୍ୱର ଗ୍ରାମର ଲୋକନାଥ ଜଗଦଲା (୩୩) ବର୍ତ୍ତମାନ ଅଞ୍ଚଳରେ ଜଣେ ପରିଚିତ ସାପ ଉଦ୍ଧାରକାରୀ ଭାବେ ପରିଚିତ ହୋଇପାରିଛନ୍ତି। ପ୍ରାୟ ୫ ବର୍ଷ ଧରି ସେ ସ୍ବେଚ୍ଛାସେବୀ ଭାବେ…
ବଢ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …
ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ ଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜିଲାର ସମସ୍ତ ସରକାରୀ…
ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ
ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍ ୭ଟି ପୋଖରୀ ଥିବାବେଳେ କୌଣସି ପୋଖରୀରେ ବର୍ଷବର୍ଷ ଧରି ମାଟି କାମ କିମ୍ବା ପଙ୍କୋଦ୍ଧାର…
ସରଗୀ ଫୁଲରେ ଦଲାଲଙ୍କ ଦବଦବା : ଏମଏସପି ଘୋଷଣା, କ୍ରୟ କେନ୍ଦ୍ର ଖୋଲିବାକୁ ଦାବି
ଅମରପାଲି,୧୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଏବେ ଶାଳ (ସରଗୀ) ଫୁଲ ସଂଗ୍ରହ କାର୍ଯ୍ୟ ଜୋରଦାର ଭାବେ ଚାଲିଛି। ଆଦିବାସୀ ଓ ଜଙ୍ଗଲ ଉପରେ ନିର୍ଭରଶୀଳ ହଜାର ହଜାର ପରିବାର ସକାଳୁ ଜଙ୍ଗଲକୁ ଯାଇ ସରଗୀ ଫୁଲ ସଂଗ୍ରହ କରୁଥିବା…
ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ
ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି କରିବା ପାଇଁ ମଣ୍ଡିରେ ଧାନ ରଖିଛନ୍ତି। ମାତ୍ର ମଣ୍ଡିକୁ କୌଣସି ମିଲର ଆସୁ…
ବିନା ବିଦ୍ୟୁତ୍ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ
ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍ ସଂଯୋଗ ପାଇନାହିଁ। ଫଳରେ ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ମଧ୍ୟରେ ରୋଗୀ,…
ବୀରମହାରାଜପୁର ଅଞ୍ଚଳରେ ହାତୀ ଆତଙ୍କ, ଗାଁ ଭିତରେ ପଶିଲେ ହାତୀପଲ, ଭୟଭୀତ ଅବସ୍ଥାରେ ଲୋକେ
ବୀରମହାରାଜପୁର,୧୦।୬ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହର ଉପକଣ୍ଠ ଦେଉଳ ମୁଣ୍ଡା ଗାଁ ଭିତରେ ହାତୀପଲ ପଶିଥିଲେ। ମିଳିଥିବା ସୂଚନା ଅନୁସାରେ ବୁଧବାର ସକାଳେ ବୌଦ୍ଧ ବାଉଁଶୁଣୀ ପଟୁ ମହାନଦୀ ପାର୍ହୋଇ ପ୍ରଥମେ ଦେଉଳ ମୁଣ୍ଡା ରାମ ଚନ୍ଦ୍ର…

