ସୁବର୍ଣ୍ଣପୁର

ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି

କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା କପା ଫସଲ କରି ଚାଷୀ କ୍ଷତି ସହୁଛି। ଜିଲାରେ ଚଳିତ ବର୍ଷ ସାଢେ ୪…

ଚନ୍ଦ୍ରିକାକଁର ଅଁଟାରେ ଆବୁ ଘଟନା: ସାହାଯ୍‌ର ହାତ୍‌ ବଢ଼ାଲା ସୁଆସ୍‌ତିଅ ବିଭାଗ

  ଅମରପାଲି, ୧୪।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଉଫୁଲା ଗଁାର ରୋହନ ରାଜହଂସ ଆର ଦ୍ରୌପଦୀକଁର ଝି’ ଚନ୍ଦ୍ରିକା ରାଜହଂସ(୫)। ତାକର ଅଁଟାରେ ଗୁଟେ ଆବୁ ବଢ଼ତେଲ ଯାଉଛେ। ହେଲେ ଟଁକା ପଏସା ଅଭାବୁ ମା’ବାପ୍‌ ଚିକିଛା…

ବନ୍ଧରେ ବୁଡି ୨ ଶିଶୁ କନ୍ୟା ମୃତ

ସୋନପୁର,୧୨।୧୨(ନି.ପ୍ର.) :ସୁବର୍ଣ୍ଣପୁର ଜିଲା ସୋନପୁର ଥାନା ମିକମୁଣ୍ଡା ଗ୍ରାମ ପୁଟକି ବନ୍ଧରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା ଘଟିଛି । ସୂଚନା ପାଇଁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଜଳାଶୟରୁ ଶିଶୁ କନ୍ୟାଙ୍କୁ ଉଦ୍ଧାର…

ମହାନଦୀରେ ବୁଡ଼ି ହାତୀ ଶାବକ ମୃତ

  ସୋନପୁର/ଉଲୁଣ୍ଡା, ୮।୧୨(ନି.ପ୍ର./ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ମହାନଦୀର ବାଘପାଲି ଘାଟ ନିକଟ ପାଣିରେ ବୁଡ଼ି ଏକ ହାତୀ ଶାବକର ମୃତ୍ୟୁ ହୋଇଛି। ଶନିବାର ସକାଳ ୬ଟାରେ ଏହି ଘଟଣା ଘଟିଛି । ମୃତ ଅଣ୍ଡିରା ହାତୀ ଶାବକଟି…

ସୁବର୍ଣ୍ଣପୁର ରିଂରୋଡ: ଅବଧି ସରିଲାଣି, ନିର୍ମାଣ କାମ ସରୁନି

ସୋନପୁର, ୫।୧୨(ନି.ପ୍ର.) ସୁବର୍ଣ୍ଣପୁର ସହରର ତିନିପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷା ଋତୁରେ ଏହି ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ ତଥା ରିଂରୋଡ ନିର୍ମାଣ ସକାଶେ ମହାରାଜା ବୀରମିତ୍ରୋଦୟ ସଙ୍କଳ୍ପ ନେଇଥିଲେ। ଏଥିପାଇଁ ସେହି ସମୟରେ…

କୃଷି କାର୍ଯ୍ୟରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୋନପୁର, ୫।୧୨(ନି.ପ୍ର.) ଭାରତର ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭର କରିଥାଏ। ଦେଶର ୮୦ ପ୍ରତିଶତ ମହିଳା କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥାନ୍ତି। ଏହି କୃଷିଜୀବୀ ମହିଳାମାନଙ୍କୁ ମାନ୍ୟତା ଓ ସମ୍ମାନ ଦେବା ଉଦ୍ଦେଶ୍ୟରେ ସୋନପୁର କୃଷି…

ମଦଭାଟି ବନ୍ଦ ପାଇଁ ମହିଳାଙ୍କ ଦାବି

ସୋନପୁର, ୩।୧୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ମରାଡୁଗୋଛା ମଦଭାଟି ବନ୍ଦ ପାଇଁ ପଞ୍ଚାୟତର ଲୋକପ୍ରତିନିଧି ଓ ମହିଳାମାନେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିକଟରେ ଦାବି କରିଛନ୍ତି। ଏହି ସରକାରୀ ଦେଶୀ ମଦ ଭାଟି ସ୍ଥାନୀୟ ଉଚ୍ଚ ବିଦ୍ୟାଳୟଠାରୁ ମାତ୍ର…

ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ

ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ ସେମାନଙ୍କୁ ପ୍ରାୟ ୧୨ଲକ୍ଷ ଟଙ୍କାର ଭଡା ବାବଦ ପ୍ରାପ୍ୟ ମିଳି ନଥିବା ଅଭିଯୋଗ…

ଚନ୍ଦ୍ରିକାକଁର ଅଁଟାରେ ବଢ଼ୁଛେ ଆବୁ

ଅମରପାଲି, ୨।୧୨(ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଉଫୁଲା ଗାଁର ରୋହନ ରାଜହଂସ ଆର ଦ୍ରୋପଦୀ ରାଜହଂସକଁର ୫ ବଛର୍‌ର ଝି’ ଚନ୍ଦ୍ରିକା। ତାକର ଅଁଟାରେ ଗୁଟେ ଆବୁ ବଢ଼ୁଛେ। ଦିନୁଦିନ୍‌କେ ଆବୁଟା ବଢ଼ତେଲ ଯିବାର ଲାଗି ସେ ଚାଲବୁଲ କରି…

ବିଦ୍ୟୁତ୍‌ ତାର ବିଛାଇ ଦନ୍ତାହାତୀ ଶିକାର

ଅମରପାଲି, ୨୦-୧୧ (ଡି.ଏନ.ଏ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତ ସାରସଦାଦର ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତାହାତୀ ଶିକାର କରାଯାଇଛି। ଶିକାର ପରେ ହାତୀର ଦାନ୍ତକୁ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଦନ୍ତାକୁ ପ୍ରାୟ ୭ଦିନ ପୂର୍ବରୁ ହତ୍ୟା କରାଯାଇଥିବା ଅନୁମାନ…

ରାସ୍ତା ପାଇଁ ସଙ୍କୁଚିତ ହେବନି ରୟାଲ ପଡିଆ

ସୋନପୁର,୨୦।୧୧(ନି.ପ୍ର.)-ରାସ୍ତା ପ୍ରଶସ୍ତିକରଣ ନାଁରେ ରୟାଲ ପଡିଆକୁ ସଙ୍କୁଚିତ ପାଇଁ ଷଡଯନ୍ତ୍ର ଚାଲିଥିଲା। ପଡିଆ ସମ୍ମୁଖ ପଟୁ ୧୦.୭ ମିଟର ଓସାରର ପ୍ରାୟ ୨ଏକର ଜମି ପ୍ରଶାସନ ନିଜ ଅକ୍ତିଆରକୁ ନେଉଥିଲା। କିଛି ମାସ ପରେ ଦର୍ଶକ ଗ୍ୟାଲେରି ପାଇଁ ଆଉ ୩୦…

ସଡକ ସୁରକ୍ଷା ନିୟମ ମାନିଲେ ଦୁର୍ଘଟଣା ହ୍ରାସ ପାଇବ

ସୋନପୁର,୧୮।୧୦(ନି.ପ୍ର.) ସଡକ ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନହାନି ହେଉଛି। ଏଭଳି ମୃତ୍ୟୁ ସଂଖ୍ୟା ଦେଶରେ ଦିନକୁ ଦିନ ବଢୁଛି । ପ୍ରାକୃତିକ ବିପର୍ଯ୍ୟୟ ଓ ଆତଙ୍କବାଦୀ ଆକ୍ରମଣରେ ଯେତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେଉଛି ସଡକ ଦୁର୍ଘଟଣାରେ ତାଠୁ ଢେର ଗୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?