ସୁବର୍ଣ୍ଣପୁର

ଅନାବୃଷ୍ଟି ଯୋଗୁ ଚାଷ କାର୍ଯ୍ୟରେ ବ୍ୟାଘାତ, କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା, ହୋମଯଜ୍ଞ

ଅମରପାଲି,୩୦ା୭(ଡ଼ି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା ଓ ହୋମଯଜ୍ଞ କରାଯାଇଛି। ଚଳିତବର୍ଷ ବିଳମ୍ବ ବର୍ଷା ସହିତ ଅନାବୃଷ୍ଟି ଯୋଗୁ ଚାଷ କାର୍ଯ୍ୟରେ ବ୍ୟାଘାତ ଦେଖାଯାଇଛି। ପରମ୍ପରା କ୍ରମେ ଭଲବର୍ଷା ପାଇଁ ଗାଁ ଗାଁରେ…

୩୪୬ଛାତ୍ରୀଙ୍କୁ ସାନିଟାରି ନାପ୍‌କିନ

ସୋନପୁର,୨୯।୭(ନି.ପ୍ର.): ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ସ୍ବାସ୍ଥ୍ୟ ସଚେତନତା ଓ ସାନିଟାରି ନାପ୍‌କିନ ‘ଖୁସି’ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତନୁ କୁମ୍ଭକାରଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା।…

ଘୁଙ୍ଗିନାଳ ଉପରେ ୪ଫୁଟର ପାଣି, ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବଚ୍ଛିନ୍ନ

ବୀରମହାରାଜପୁର, ୨୯।୭ (ଡି.ଏନ.ଏ.): ରବିବାର ରାତିରେ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପାନ୍ତ ଅଞ୍ଚଳର ବିଭିନ୍ନ ଯୋର ଓ ନାଳରେ ବଢ଼ିପାଣି ଆସିଛି। ଏଥିଯୋଗୁ ଅନେକ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ଲକର ଭୁତିଆପାଲି ଓ ଲୁତୁରପଙ୍କ…

୯୮ କିଲୋ ଗଞ୍ଜେଇ, ସ୍କର୍ପିଓ ଜବତ

ସୋନପୁର,୨୮।୮(ନି.ପ୍ର.) – ସୁବର୍ଣ୍ଣପୁର ଜିଲା ଅବକାରୀ ମୋବାଇଲ ଟିମ୍‌ ପକ୍ଷରୁ ତେଲନଦୀ ବ୍ରିଜ୍‌ ପାର୍ଶ୍ୱରେ ଶନିବାର ଚଢାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ ଚୋରା ଚାଲାଣରେ ବ୍ୟବହୃତ ଏକ ନୂଆ ସ୍କର୍ପିଓ ମଧ୍ୟ ଜବତ ହୋଇଛି। ଏହି…

ସବୁଜ ମହାନଦୀ ଅଭିଯାନ ସଚେତନତା ଯାତ୍ରା

ଡୁଙ୍ଗୁରିପାଲି, ୨୭ା୭(ଡି.ଏନ୍‌.ଏ) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକରେ ସବୁଜ ମହାନଦୀ ଅଭିଯାନ ସବୁଜିମା ସଚେତନତା ଯାତ୍ରା ଜାତୀୟ ରାଜପଥ ପାର୍ଶ୍ୱରେ ଅନୁଷ୍ଠିତ ହୋଇଯାଇଛି ା ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ବନଖଣ୍ଡ, ବିନିକା ବନାଞ୍ଚଳ ତରଫରୁ ୭୫ ହଜାର ଚାରା ଜନସାଧାରଣଙ୍କୁ ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?