ସୁବର୍ଣ୍ଣପୁର

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଅମରପାଲି,୪ା୮(ପୀତାମ୍ବର ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷାରେ ବୀରମହାରାଜପୁରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ଅନେକ ଗରିବ ଲୋକଙ୍କ କଚ୍ଚା ଘର ଭାଙ୍ଗି ଯାଇଛି। ରାସ୍ତା ଘାଟ,ପୋଲ ଭାଙ୍ଗି ଯାଇଛି। ଅନେକ ସ୍ଥାନରେ ଯାତାୟାତରେ...

ବର୍ଷା ଧୋଇନେଲା ପୋଲ, ଯାତାୟାତ ଠପ୍‌

ଅମରପାଲି,୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଲଗାଣ ବର୍ଷା ପ୍ରଭାବରେ ବିଭିନ୍ନ ଯୋର ନାଳରେ ବନ୍ୟାପାଣି ପ୍ରବାହିତ ହେଉଛି l ବୁଧବାର ସକାଳୁ ଠେଙ୍ଗା ଡ୍ୟାମରୁ ୬ ଟି ଫାଟକ ଦେଇ ବନ୍ୟା ଜଳ ନିଷ୍କାସନ ହେବା ଫଳରେ...

୩ ସ୍କୁଲ ଭିତରେ ପଶିଲା ବନ୍ୟାଜଳ

ଅମରପାଲି,୩ା୮(ପୀତାମ୍ବର ସାହୁ): ଗତ ୪ ଦିନ ହେଲା ବୀରମହାରାଜପୁର ଅଞ୍ଚଳରେ ବର୍ଷା ଲାଗି ରହିଛି। ଏଭଳି ପରିସ୍ଥିତିରେ ବୁଧବାର ଠେଙ୍ଗୋ ଡ୍ୟାମରୁ ୬ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଫଳରେ ତଳମୁଣ୍ଡରେ ଅନେକ ଗାଁକୁ ବନ୍ୟାଜଳ ପ୍ରବେଶ କରିଛି।...

ଲଗାଣ ବର୍ଷାରେ ସୁବର୍ଣ୍ଣପୁର ବେହାଲ୍‌

ସୋନପୁର,୩।୮(ମୃତ୍ୟୁଞ୍ଜୟ ଶତପଥୀ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ସହର ସମେତ ସମଗ୍ର ଜିଲାରେ ପରିସ୍ଥିତି ବେହାଲ୍‌ ହୋଇପଡିଛି। ଲୋକେ ଘରୁ ବାହାରକୁ ଯାଇ ପାରୁନାହାନ୍ତି। ତଳିଆ ଅଞ୍ଚଳରେ ପାଣି ଜମି ରହିଛି। ସହରର ବିଭିନ୍ନ ଓ୍ବାର୍ଡରେ ଲୋକଙ୍କ ଘରେ...

ସରକାରୀ ନିର୍ଦ୍ଦେଶନାମାକୁ ଫୁ

ସୋନପୁର,୩୧।୭(ମୃତ୍ୟୁଞ୍ଜୟ ଶତପଥୀ): ସ୍କୁଲ ପିଲାଙ୍କ ଉପରେ ବହି, ଖାତା ବୋଝ ଲଦି ଦିଆଯାଉଛି। କୋମଳମତି ଛାତ୍ରୀଛାତ୍ର ମାନେ ବାଧ୍ୟ ହୋଇ ଅଧିକ ଓଜନର ସ୍କୁଲ ବ୍ୟାଗ୍‌ କାନ୍ଧରେ ବୋହୁଛନ୍ତି। ଉଚ୍ଚ ନ୍ୟାୟାଳୟ ଓ କେନ୍ଦ୍ର ଶିକ୍ଷା ବିଭାଗ ସ୍କୁଲ ଛାତ୍ରୀଛାତ୍ରଙ୍କ...

ବାପପୁଅଙ୍କୁ ଆକ୍ରମଣ, ଜଣେ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୨୯ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅଇଁଲା ସାରୀ ଗଣ୍ଡାପଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି କରିବା ନେଇ ଗାତ ଖୋଳୁ ଥିବା ବେଳେ ବାପ,ପୁଅଙ୍କୁ ଆକ୍ରମଣ ହୋଇଛି। ସୂଚନାନୁସାରେ, ଅଇଁଲାସାରୀ ଗଣ୍ଡାପଡ଼ାରେ ଆବାସ ଯୋଜନା ଘର...

ଘୁଙ୍ଗିନାଳ ପୋଲ ଉପରେ ୪ ଫୁଟର ବନ୍ୟାଜଳ

ଅମରପାଲି,୨୯ା୭(ପୀତାମ୍ବର ସାହୁ): ଲଗାଣବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଭୁତିଆପାଲି ଓ ଲୁତୁରପଙ୍କ ମଝିରେ ଥିବା ଘୁଙ୍ଗିନାଳ ପୋଲ ଉପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ଉକ୍ତ ପୋଲ ଉପରେ ପ୍ରାୟ ୪ଫୁଟ ଉଚ୍ଚର ବନ୍ୟାଜଳ...

ଅଡୁଆ କଲା ୧୪ ବର୍ଷ ପୁରୁଣା ଅଡିଟ୍‌ ରିପୋର୍ଟ

ସୋନପୁର, ୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ଓଡ଼ିଶା ଭୂ-ସଂସ୍କାର ଆଇନରେ ମକଦ୍ଦମା ଫଇସଲା କରିବାରେ କର୍ତ୍ତବ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସହିଥିଲେ ୨ କୋଟି ୪୨ ଲକ୍ଷ ୬୬ ହଜାର ୧୧୭ ଟଙ୍କାର ରାଜସ୍ବ କ୍ଷତି। ୨୦୦୪ରେ ହୋଇଥିବା ଏହି ଆର୍ଥିକ...

ଅବ୍ୟବସ୍ଥାରେ ଚାଲିଛି ପ୍ରାଥମିକ ବିଦ୍ୟାଳୟ

ଅମରପାଲି,୨୭ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ଦୁର୍ଜନତୈଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ନା ନା ଅବ୍ୟବସ୍ଥାରେ ଚାଲିଛି। ଆଦିବାସୀବହୁଳ ଗ୍ରାମରେ ପ୍ରାଥମିକ ଶିକ୍ଷା ଯୋଗାଇ ଦେବା ଉଦ୍ଦେଶ୍ୟରେ ୨୦୦୩ ମସିହାରେ ଉକ୍ତ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ...

ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମାଟିତଳୁ ଜବତ ହେଲା ଶିଶୁ ମୃତଦେହ

ଡୁଙ୍ଗୁରିପାଲି,୨୩।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅଞ୍ଚଳରେ ଓଭରଡୋଜ୍‌ ଭାକ୍ସିନ୍‌ ଦେବାରୁ ଏକ ଦୁଇମାସର ଶିଶୁପୁତ୍ରର ଅକାଳ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏନେଇ ଶିଶୁପୁତ୍ରର ପିତା ଧାନବସା ଗ୍ରାମର ନରେନ୍ଦ୍ର ସାଣ୍ଢ ଗୁରୁବାର ଥାନାରେ...

ପ୍ରେମୀଯୁଗଳଙ୍କ ବିବାହ କଲା ପୋଲିସ

ଅମରପାଲି,୨୧ା୭(ପୀତାମ୍ବର ସାହୁ): ନା ଥିଲା ବ୍ରାହ୍ମଣର ମନ୍ତ୍ରପାଠ ନା ବାଜୁଥିଲା ସାହାନାଇ। ଅତି ନିରାଡମ୍ବର ଭାବରେ ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ପରିସରରେ ପ୍ରେମୀଯୁଗଳ ପରସ୍ପରକୁ ଫୁଲମାଳ ଦେଇ ବିବାହ କରିଛନ୍ତି । ଥାନା ଅଧିକାରୀ, ପୋଲିସ ଓ ବରକନ୍ୟାଙ୍କ...

ନାବାଳିକା ବଳାତ୍କାରୀଙ୍କୁ ୫ବର୍ଷ ଜେଲ

ସୋନପୁର,୨୦।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଅତିରିକ୍ତ ଜିଲାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ପୂର୍ଣ୍ଣିମା ଜେନା ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବଳାତ୍କାରୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ରାୟ ଶୁଣାଇଛନ୍ତି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri