ଜାତୀୟ ରାଜପଥ ଟ୍ରାକ୍ଟର-ଟ୍ରକ ମୁହାଁମୁହିଁ ଧକ୍କା: ଭାଙ୍ଗିଗଲା ଏଟିଏମ୍
ଡୁଙ୍ଗୁରିପାଲି ୨୬।୬(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ୨୬ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରାକ୍ଟର ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର ଭାଙ୍ଗି ଚୁର୍ମାର୍ ହୋଇଯାଇଥିବା ବେଳେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା…
ମଣ୍ଡିରେ ନାଁକୁ ସିସି କ୍ୟାମେରା
ସୋନପୁର,୨୧।୬(ମୃତ୍ୟୁଞ୍ଜୟ ଶତପଥୀ): ଧାନ ସଂଗ୍ରହରେ ସ୍ବଚ୍ଛତା ରକ୍ଷା ଲାଗି ସମସ୍ତ ସରକାରୀ ମଣ୍ଡିରେ ସିସି କ୍ୟାମେରା ଲଗାଇବା ପାଇଁ ବିଧାନସଭା ଷ୍ଟାଣ୍ଡିଂ କମିଟି ରାଜ୍ୟ ସରକାରଙ୍କୁ ସୁପାରିଶ କରିଥିଲା। ତଦନୁଯାୟୀ ସୁବର୍ଣ୍ଣପୁର ଜିଲାରେ ୨୦୨୪ ଖରିଫ୍ ଋତୁଠାରୁ ମଣ୍ଡିଗୁଡିକରେ ସିସି କ୍ୟାମେରା…
ତେଜିଲା ଆନ୍ଦୋଳନ: କ୍ଷତିପୂରଣ ଦାବିରେ ଗର୍ଜିଲେ ଚାଷୀ
ବିନିକା,୬।୬: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁରରେ ଶୁକ୍ରବାର ଚାଷୀଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଚାଷୀମାନେ ବୀମା ଓ କ୍ଷତିପୂରଣ ପ୍ରଦାନ ଦାବିରେ ଗର୍ଜିବା ସହ ୧୨ ଘଣ୍ଟିଆ ବନ୍ଦ ପାଳନ କରିଛନ୍ତି। ଫଳରେ ରାମପୁର ସହରରେ ଦୋକାନ ବଜାର ସମ୍ପୂର୍ଣ୍ଣ…
ସରକାର ବଦଳିଲା, ଅଗ୍ରଗତି ହେଲାନି
ସୋନପୁର,୬।୬(ମୃତ୍ୟୁଞ୍ଜୟ ଶତପଥୀ): ରାଜ୍ୟରେ ନୂଆ ଭାଜପା ସରକାର ଆସିବା ପରେ ସୁବର୍ଣ୍ଣପୁରରେ ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ନେଇ ଜିଲାବାସୀ ଆଶା କରିଥିଲେ। ଏହି ଜିଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୌଣସି ବଡ ପ୍ରତିଷ୍ଠାନ ନାହିଁ। ତେଣୁ ରାଜ୍ୟର ସବୁ ଅଞ୍ଚଳର…
ମୁମୂର୍ଷୁ ଅବସ୍ଥାରେ ନାବାଳିକା ଉଦ୍ଧାର, ବଳାତ୍କାର ପରେ ଜଙ୍ଗଲରେ ଫିଙ୍ଗି ଦେଇଥିବା ସନ୍ଦେହ
ସୋନପୁର,୨୯।୫: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରୁ ଗୁରୁବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାନାକୁ ଆସିଛି। ବାଘରତଇଲା ଜଙ୍ଗଲରୁ ମୁମୂର୍ଷୁ ଅବସ୍ଥାରେ ଜଣେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ବଳାତ୍କାର ପରେ ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ…
ଓଟିଇଟି ପାସ୍ ନ କଲେ ପଦୋନ୍ନତି ମନା: ଗଣଶିକ୍ଷା ବିଭାଗର ଅଜବ ନିର୍ଦ୍ଦେଶନାମା
ସୋନପୁର,୨୮ା୫(ମୃତ୍ୟୁଞ୍ଜୟ ଶତପଥୀ):୨୦୧୧ ମସିହା ପୂର୍ବରୁ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ପଦୋନ୍ନତି ପାଇବାକୁ ହେଲେ ଓଟିଇଟି(ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା) ଦେବାକୁ ପଡିବ l ଏପରିକି ଅବସରର ଦ୍ୱାରଦେଶରେ ଥିବା ପ୍ରାଥମିକ ଶିକ୍ଷକଙ୍କ ପାଇଁ ମଧ୍ୟ ଓଟିଇଟି ବିନା ପଦୋନ୍ନତି ମନା। ଏହିପରି…
ଓଲଟିଲା ବ୍ୟାଣ୍ଡପାର୍ଟି ଗାଡ଼ି: ଚାଲିଗଲା ୨ ଜଣଙ୍କ ଜୀବନ, ୮ ଗୁରୁତର
ସୋନପୁର,୨୩ା୫: ୫୭ ନମ୍ବର ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ଛକ ନିକଟରେ ବ୍ୟାଣ୍ଡ୍ପାର୍ଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିଯୋଗୁ ଗାଡ଼ି ଉପରେ ବସିଥିବା ବରଗଡ଼ ଜିଲାର ୨ ଦୁଲଦୁଲି ବାଦ୍ୟ କଳାକାରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ବୌଦ୍ଧ ଜିଲା ମନମୁଣ୍ଡାରେ କାର୍ଯ୍ୟକ୍ରମ…
ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ
ସୋନପୁର,୧।୫(ମୃତ୍ୟୁଞ୍ଜୟ ଶତପଥୀ): ସବ୍ସିଡି ଟଙ୍କା ରିଲିଜ କରାଇଦେବାକୁ କହି SHG ମହିଳାଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁରର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ। ଭିଜିଲାନ୍ସ ଅଧିକାରୀ ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା…
ଆମ୍ବେଡ଼କରଙ୍କ ପ୍ରଦର୍ଶିତ ମାର୍ଗ ଅନୁସରଣ ଆହ୍ବାନ
ଡୁଙ୍ଗୁରିପାଲି ,୨୯ା୪(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବସ୍ଷ୍ଟାଣ୍ଡ ନିକଟରେ ଥିବା ଏସ୍ସି, ଏସ୍ଟି ଷ୍ଟଲ ପରିସରରେ ରବିବାର ରାତି ୮ଟା ୩୦ରେ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବା ସାହେବ ଡ଼.ଭୀମରାଓ ଆମ୍ବେଡ଼କରଙ୍କ ଜୟନ୍ତୀ ସଭା ପାଳିତ ହୋଇଯାଇଛି। ବ୍ଲକ…
ଦିଗଶିରାରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ପ୍ରଦାନ
ଡୁଙ୍ଗୁରିପାଲି, ୨୯ା୪(ଦୀନବନ୍ଧୁ ସୁନା) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ପଞ୍ଚାୟତର ବହୁ ଲୋକେ ମଙ୍ଗଳବାର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବାଡାଙ୍କୁ ଏକ ଦାବିପତ୍ର…
ପାତାଳି ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ପ୍ରସ୍ତୁତି
ଅମରପାଲି,୧୮ା୪(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରରେ ରଥ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପାତାଳୀ ଟ୍ରଷ୍ଟ ସାଧାରଣ ସମ୍ପାଦକ ଉତ୍ତର କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ୨୦ତମ ପାତାଳି ମହୋତ୍ସବର ସମୀକ୍ଷା…
ବାଇକ୍ ଉପରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୨ ଜୀବନ, ଜଣେ ଗୁରୁତର
ସୋନପୁର,୬।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଖାରୀ-ବଲାଡି ରାସ୍ତାରେ ରବିବାର ଏକ ସର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବଲାଡି ପୋଲ ନିକଟରେ ବାଇକ୍କୁ ଏକ ହାଇଓ୍ବା ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ…
Archives


