ସୁବର୍ଣ୍ଣପୁର

ବୀରମହାରାଜପୁରରେ ପେଟ୍ରୋଲ-ଡିଜେଲ ଅଭାବ; ଅଧା ପମ୍ପ ବନ୍ଦ, ଅଧାରେ ଲମ୍ବା ଲାଇନ୍

ଅମରପାଲି,୧୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଅଞ୍ଚଳରେ ହଠାତ୍ ପେଟ୍ରୋଲ ଓ ଡିଜେଲ ଅଭାବ ଦେଖାଦେବାରୁ ସ୍ଥାନୀୟ ଜନଜୀବନରେ ଭାରୀ ପ୍ରଭାବ ପଡ଼ିଛି। ଅନେକ ପେଟ୍ରୋଲ ପମ୍ପ ବନ୍ଦ ହୋଇଥିବା ବେଳେ, ଚାଲୁଥିବା ପମ୍ପଗୁଡ଼ିକରେ ଉପଭୋକ୍ତାଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି।…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ମାସେ ହେଲା ଅଚଳ ହୋଇପଡ଼ିଛି। ବାରମ୍ବାର ଦାବି ପରେ ମଧ୍ୟ ଏହାର ମରାମତି…

ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି

ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ ରହିଛି। ଏହାକୁ ପୁନଃ ଖୋଲିବା ଦାବିରେ ଗ୍ରାମବାସୀମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏପରିକି ପୋଲିସ ଗଞ୍ଜେଇ ବୋଝେଇ ଏକ କାର୍‌(ନଂ.ଓଡି ୧୭ଏକ୍ସ-୭୧୨୭) ଜବତ କରିଛି।…

ବରଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ: ଗଛମୂଳରେ ପଡ଼ିଛି ଚପଲ-ବ୍ୟାଗ୍‌, ବଢୁଛି ସନ୍ଦେହ

ସୋନପୁର,୭l୫(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅନ୍ତର୍ଗତ ଗୁଲୁଣ୍ଡା-ସିଲାଟି ରାସ୍ତାରେ ଏକ ବରଗଛ ଡାଳରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ସନ୍ଦେହ ଘେରରେ ରହିଛି। ବର୍ତ୍ତମାନ ସୁଦ୍ଧା ଉଭୟଙ୍କ ପରିଚୟ ମିଳିପାରିନାହିଁ।…

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ଲକ ଅଧ୍ୟକ୍ଷାଙ୍କୁ ଭେଟିଲେ ଗ୍ରାମବାସୀ: ଦେଲେ ଦାବିପତ୍ର

ଅମରପାଲି,୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲି ଗ୍ରାମବାସୀ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଗୋଟିଏ ୱାର୍ଡ ବିଶିଷ୍ଟ ଭୁତିଆପାଲି ଗ୍ରାମରେ ପ୍ରାୟ ୮…

୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ଘରେ ପହଞ୍ଚିଲେ…

ଅମରପାଲି, ୧।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଭିନ୍ନ ଗ୍ରାମରେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗୀୟ ଟିମ ସେମାନଙ୍କ ଘରେ ପହଞ୍ଚି ସ୍ଥିତି ନିରୀକ୍ଷଣ କରିବା ସହିତ ମୃତ୍ୟୁର କାରଣ ତଦନ୍ତ…

ବଢୁଛି କିଡନୀ ରୋଗ: ୪ ଦିନରେ ଗଲାଣି ଏତିକି ଜଣଙ୍କ ଜୀବନ

ଅମରପାଲି, ୩୦।୪ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ଓ ଦୁର୍ଜନତୈଲା ପଞ୍ଚାୟତ ଅଞ୍ଚଳରେ କିଡନୀ ରୋଗ ଏବେ ମହାମାରୀ ଭଳି ବ୍ୟାପି ଚାଲିଛି। ଚଳିତ ସପ୍ତାହରେ ମାତ୍ର ୪ ଦିନ ମଧ୍ୟରେ ବହଳପଦର ପଞ୍ଚାୟତର…

ବୁଲାଣିରେ ବସ ଓ କାର ମୁହାଁମୁହିଁ: ଚାଲିଗଲା ଚାଳକଙ୍କ ଜୀବନ, ୪ ଗୁରୁତର…

ଡୁଙ୍ଗୁରିପାଲି, ୨୮।୪ (ଦୀନବନ୍ଧୁ ସୁନା): ବରଗଡ଼ -ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି FCI ଓ ହାଇସ୍କୁଲ ମଝିରେ ମଙ୍ଗଳବାର ଅପରାହ୍ନ ୩ ଟାରେ ଏକ ବସ ଓ କାର…

ଜନଗଣନା କାର୍ଯ୍ୟ କରୁଥିଲେ ପ୍ରଧାନଶିକ୍ଷକ, ଚାଲିଗଲା ଜୀବନ, ଅଂଶୁଘାତ ଅଭିଯୋଗ ଆଣି ସ୍ତ୍ରୀ…

ଅମରପାଲି,୨୦ା୪(ପୀତାମ୍ବର ସାହୁ): ଜନଗଣନା କାର୍ଯ୍ୟ କରୁଥିବାବେଳେ ଜଣେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ କ୍ଲଷ୍ଟର ସୁନାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବଂଶୀଧର ଭୋଇ(୫୫)। ରବିବାର ସତ୍ତ୍ୱେ ବଂଶୀଧର ସରକାରଙ୍କ…

ବୀରମହାରାଜପୁରରେ ଗୁଳିକାଣ୍ଡ, ଯୁବକ ମୃତ: କୌଣସି କଥାକୁ ନେଇ ଯୁକ୍ତିତର୍କ ପରେ…

ସୋନପୁର,୧୮l୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଶୁକ୍ରବାର ରାତିରେ ଗୁଳିକାଣ୍ଡ ଘଟିଛି। ଏଥିଯୋଗୁ ବୀରମହାରାଜପୁର ଥାନା ଚମ୍ପାମାଳ ଗାଁର ରବି ମହାରଣାଙ୍କ ପୁଅ ବିକ୍ରମ ମହାରଣା ଓରଫ ବିକି(୨୪)ଙ୍କ ମୃତ୍ୟୁ ହୋଇଛି। ତାଙ୍କ ବେକରେ ଗୁଳିମାଡ ହୋଇଛି।…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲାପାଳ ଡ. ନୃପରାଜ ସାହୁ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ୧୮ତାରିଖ ଶନିବାରଠାରୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?