ସୁନ୍ଦରଗଡ଼

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ଆଜି ପ୍ରତ୍ୟୁଷରେ ୫୨୦ ନମ୍ବର...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି ଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ ଖାଦ୍ୟ ସମସ୍ୟା, ପରିବାରଙ୍କୁ ଭେଟିବାକୁ ନ ଦେବାକୁ ନେଇ କଏଦୀମାନେ ଅସନ୍ତୋଷ ପ୍ରକାଶ...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍‌...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ । ସୁନ୍ଦରଗଡ଼ ସିଭିଲ...

୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…

କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି।...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର ଜଣେ ହାବିଲଦାର ଅଲେଖ ଦାସ ଓ ଅନ୍ୟ ଜଣେ ଯବାନ ନାରାୟଣ ଦାସ...

ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…

ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗଣେଶ ପ୍ରସାଦ ନନ୍ଦ ଓ ତାଙ୍କ ସମ୍ପର୍କୀୟ ପ୍ରଦୀପ...

ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ ୧୨ର ହେବ ବୋଲି ଅନୁମାନ କରାଯାଉଛି। ବିଷକ୍ରିୟା ଯୋଗୁ ବାଘର ମୃତ୍ୟୁ ଘଟିଥିବା...

ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!

ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ବିଷକ୍ରିୟା ଯୋଗୁଁ ବାଘର ମୃତ୍ୟୁ ଘଟିଥିବା ନେଇ ବନ ବିଭାଗ ପକ୍ଷରୁ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା l ବାରକୋଟ ପଟୁ ରାଉରକେଲା ପଟକୁ ଯାଉଥିବା ଏକ ଲୌହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri