ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…
ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ପହଞ୍ଚି ଏଣେ ତେଣେ ବୁଲୁଥିବା ବେଳେ ସ୍ଥାନୀୟ ଲୋକ ଏମାନଙ୍କୁ ସନ୍ଦେହ କରି…
ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ
ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ ଇଲାକା ନୁହେଁ ଖୋଦ୍ ସ୍ମାର୍ଟସିଟି ରାଉରକେଲାରେ ଏଭଳି କେତେକ ବିଦ୍ୟାଳୟ ରହିଛି ଯାହା…
ଭିଡିଓ କଲ୍ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…
ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିବା ମହିଳାଙ୍କ ମୃତଦେହ ୪୩ ଘଣ୍ଟା ପରେ…
ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ
ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୀଡିତାଙ୍କ ମା’ଙ୍କ ଏତଲା କ୍ରମେ ପୋଲିସ ଶୁକ୍ରବାର ଅଭିଯୁକ୍ତ ମନୋଜ ଲୁଗୁନ(୪୫)ଙ୍କୁ…
ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ
ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍ସିପ ଅଞ୍ଚଳରେ ଥିବା ଏକ ଗଣେଶ ପୂଜା ପେଣ୍ଡାଲ ଭୁଶୁଡ଼ି ଭାଙ୍ଗି ଯାଇଥିବା ବେଳେ ସୌଭାଗ୍ୟବଶତଃ ଏହି ଅଘଟଣରେ…
ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…
ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ନେଇ ସୃଷ୍ଟି ହୋଇଥିବା ଏକତରଫା ଈର୍ଷାରୁ…
ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!
ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା ହାତୀକୁ ଦେଖି ଲୋକେ ହାତ ଯୋଡି ଚାଲିଯା କହି ଚିତ୍କାର କରିଥିଲେ ।…
ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…
ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…
ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…
କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ ଜୋରଜବରଦସ୍ତ ଜଣଙ୍କ ପରେ ଜଣେ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି ।…
ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା
କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ ୩ ଜଣ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଶଙ୍ଖ ନଦୀର…
ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ
ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ ଅବସ୍ଥାନ କରୁଥିଲେ ଓ ରାତି ହେଲେ ଗାଁ ମୁହାଁ ହେଉଥିଲେ। ଶୁକ୍ରବାର ରାତିରେ…
ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍ ଲାଗିଲା ନିଆଁ, ଆଉ ତା’ପରେ…
ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଜିତେନ୍ଦ୍ର ସା (୫୭)। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ…

