ସୁନ୍ଦରଗଡ଼,୩।୫(ଡି.ଏନ୍.ଏ.): ଖେଳ ହେଲା କାଳ। ହକି ଖେଳିବା ବେଳେ ଚାଲିଗଲା ୨ ଯୁବକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଲଣ୍ଡା…
ଟେନ୍ସା,୨ା୫(ଡି.ଏନ୍.ଏ.): ମଦନିଶାରେ ତିନି ୩ ନିଷ୍ପାପ ସନ୍ତାନଙ୍କୁ ହତ୍ୟା କରି ଜଙ୍ଗଲରେ ଲୁଚି ରହିଥିବା ସୈତାନ ବାପାଙ୍କୁ ଜଙ୍ଗଲ ଭିତରୁ ଗିରଫ କରିଛି କୋଇଡା ପୋଲିସ। ସୁନ୍ଦରଗଡ଼…
ସୁନ୍ଦରଗଡ,୧।୫(ଡି.ଏନ୍.ଏ.): ସୁନ୍ଦରଗଡ ସରକାରୀ କଲେଜ ରୋଡରେ ଶୁକ୍ରବାର ରାତିରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରବିବାର ମହନ୍ତିଆ ପଡାର ମହିଳାମାନେ ଏକାଠି ହୋଇ…
ସୁନ୍ଦରଗଡ଼,୧ା୫(ଡି.ଏନ୍.ଏ.): ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଏଥର ଚାଲାଣ କଟିକ। ମେ’ ପହିଲାରୁ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଟ୍ରାଫିକ ନିୟମ କଡ଼ାକଡ଼ି ଭାବେ ଲାଗୁ କରାଯାଉଛି।…
ଟେନସା/ବଣାଇଁ,୧।୫(ଡି.ଏନ୍.ଏ./ସ୍ବ.ପ୍ର.): ମଦ ନିଶାରେ କଅଁଳ ୩ଶିଶୁକୁ କୂଅରେ ଫିଙ୍ଗି ହତ୍ୟା କରିଛି ବାପା। ଶନିବାର ରାତିରେ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କୁଲା ଗ୍ରାମରେ ଏପରି…
ରାଉରକେଲା ଅଫିସ,୨୮ା୪: ରାଉରକେଲା ସହରର ଆମ୍ବାଗାନ ଛକରେ ଗୁରୁବାର ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ଏଥିରେ ଥିବା ୨ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି।…
ଟେନ୍ସା,୨୧।୪(ଡି.ଏନ୍.ଏ.): ଟାଟା ଟିସ୍କୋ କମ୍ପାନୀର ବନ୍ଦ ଖଣିରୁ ବାରମ୍ବାର ମାଙ୍ଗାନିଜ ଚୋରି ହେଉଛି। ବୁଧବାର ରାତିରେ ମାଙ୍ଗାନିଜ ଚୋରି ହେଉଥିଲା। ଖବରପାଇ ବନବିଭାଗ ଚଢ଼ାଉ କରି ମାଙ୍ଗାନିଜ…
ଟେନ୍ସା,୨୧।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ସର୍ଗିଗଡ଼ ସରକାରୀ ପ୍ରକଳ୍ପ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛନ୍ଦାଚରଣ ସିଂ ଛାତ୍ରୀଛାତ୍ରଙ୍କ ବହିକୁ କବାଡିବାଲାକୁ ବିକ୍ରି କରିଥିଲେ। ଏହି ଅଭିଯୋଗରେ…
କୁଆଁରମୁଣ୍ଡା,୧୭ା୪(ଡି.ଏନ୍.ଏ.): ସମ୍ପ୍ରତି ଆଇପିଏଲ ମ୍ୟାଚ୍ ଚାଲୁଥିବା ବେଳେ ଏହାକୁ ନେଇ ବେଟିଂ ବା ଜୁଆ କାରବାର ବେଶ୍ ବୃଦ୍ଧି ପାଉଛି। ଅନ୍ଲାଇନ୍ରେ ଲୋକେ ଟଙ୍କା ବାଜି ଲଗାଉଛନ୍ତି।…
ସୁନ୍ଦରଗଡ଼,୧୭।୪(ଡି.ଏନ୍.ଏ.): କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ପିସିସି ନିକଟକୁ…