ରାଜଗାଙ୍ଗପୁର,୧୫।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌରନିର୍ବାଚନ ପ୍ରକ୍ରିୟାରେ ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ରହିଥିଲା। ଏହି ପରିପ୍ରେକ୍ଷୀରେ ଚେୟାରମ୍ୟାନ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଇଫତେକାର…
ରାଉରକେଲା ଅଫିସ୍,୧୫।୩: ରାଉରକେଲା ସହରର ସେକ୍ଟର-୧୯ ଥାନା ନିକଟରୁ ଦିନଦ୍ୱିପ୍ରହରରେ ୨ଜଣ ଦୁର୍ବୃତ୍ତ ଜଣେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୮ଲକ୍ଷ ୩୮ହଜାର ୫୦୦ଟଙ୍କା ଲୁଟି ନେଇଥିବା ଅଭିଯୋଗ…
ସୁନ୍ଦରଗଡ଼,୧୩।୩(ଡି.ଏନ୍.ଏ.) ସୁନ୍ଦରଗଡ଼ ଜିଲା ପରିଷଦ ଅଧ୍ୟକ୍ଷା ଭାବେ କୁନ୍ତୀ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ସକାଶେ ସଂରକ୍ଷିତ ଜିଲା ପରିଷଦ ପଦ ପାଇଁ…
ରାଉରକେଲା ଅଫିସ,୧୩।୩: ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା ଅଭିଯୋଗରେ ଟାଙ୍ଗରପାଲି ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ତୋଫାନ ଓଝା(୨୮)। ତାଙ୍କୁ ରବିବାର…
ସୁନ୍ଦରଗଡ,୧୩।୩(ଡି.ଏନ୍.ଏ.): ପୌର ନିର୍ବାଚନ ପାଇଁ ସୁନ୍ଦରଗଡ଼ରେ ଧିରେ ଧିରେ ପ୍ରାର୍ଥତ୍ନୀ ପ୍ରାର୍ଥୀମାନଙ୍କର ପ୍ରଚାର ଜମିବା ଆରମ୍ଭ କଲାଣି। ପୌରାଧ୍ୟକ୍ଷା ପଦବୀ ସମେତ ୧୯ଟି ଓ୍ବାର୍ଡର ପ୍ରାର୍ଥୀମାନେ ଘରକୁ…
ଲେଫ୍ରିପଡ଼ା,୧୨ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ଶନିବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ହୋଇଛି। ଏଥିରେ ପୂର୍ବତନ ବିଧାୟକ ତଥା…
କୁତ୍ରା,୧୨ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷା ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା…
ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ପୌରନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚପରେ ୬ ପୌରାଧ୍ୟକ୍ଷ ଏବଂ ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ ରହିଛି। ପୌରାଧ୍ୟକ୍ଷା ପଦବୀରେ ବିଜେଡିର ରଞ୍ଜନା ପଣ୍ଡା, ଭାଜପାର…
ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଦାଣ୍ଡପାନି ନୁଆଡିହି ଗ୍ରାମରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ନାବାଳିକା ଗାଁ ନିକଟ…
କୁଆଁରମୁଣ୍ଡା,୧୦।୩(ଡି.ଏନ୍.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍, ଆଇସ୍କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା ଘଟିଛି…