ସୁନ୍ଦରଗଡ଼

ଟ୍ରାକ୍ଟର ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ରାସ୍ତାରୋକୋ

ସୁନ୍ଦରଗଡ଼, ୨୬।୧୦ (ଡି.ଏନ୍‌.ଏ.) : ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସିଆଁବାହାଲଠାରେ ଶନିବାର ସକାଳେ ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସକାଳ ପ୍ରାୟ ୯ଟା ବେଳେ…

5 years ago

ସୁନ୍ଦରଗଡ଼ରେ ଇସ୍ରୋର ସ୍ବତନ୍ତ୍ର ପ୍ରଦର୍ଶନ ଯାନ : ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଛାତ୍ରୀଛାତ୍ର

ସୁନ୍ଦରଗଡ଼, ୨୬।୧୦ (ଡି.ଏନ୍‌.ଏ. )-ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ଭ୍ରାମ୍ୟମାଣ ପ୍ରଦର୍ଶନ ଯାନ ଶନିବାର ସୁନ୍ଦରଗଡ ଠାରେ ପହଞ୍ଚିଥିଲା। ସୁନ୍ଦରଗଡରେ ଥିବା ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର…

5 years ago

ଲଗାଣ ବର୍ଷା : ଫସଲ ହାନୀ ସମ୍ଭାବନାକୁ ନେଇ ଚିନ୍ତାରେ ଚାଷୀ

ରାଜଗାଙ୍ଗପୁର/କୁତ୍ରା, ୨୪।୧୦ (ଡି.ଏନ.ଏ)-  ସୁନ୍ଦରଗଡ ଜିଲା ରାଜଗାଙ୍ଗପୁର ଓ କୁତ୍ରା ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଫସଲହାନୀ ସମ୍ଭାବନାକୁ ନେଇ…

5 years ago

ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ

ସୁନ୍ଦରଗଡ଼,୨୪।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବଡଗାଁ ବନାଞ୍ଚଳ ଅନ୍ତର୍ଗତ ବିରତଲା ଗାଁ  ନିକଟରେ ଥିବା ଏକ ପରିତ୍ୟକ୍ତ କୂଅ ଭିତରେ ଗୁରୁବାର ଏକ ହାତୀ ପଡିଯାଇଥିବାର ଦେଖିବାକୁ ମିଳିଛି।…

5 years ago

ଶ୍ରମିକଙ୍କ ଛଟେଇକୁ ନେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୩।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରସ୍ଥିତ ଡାଲ୍‌ମିଆ ସିମେଣ୍ଟରେ କେତେକ ଶ୍ରମିକଙ୍କ ଛଟେଇକୁ ନେଇ ଅଶାନ୍ତ ଦେଖାଦେଇଛି। ଏ ନେଇ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରି ମୁଖ୍ୟ…

5 years ago

ଭିଜିଲାନ୍ସ ଜାଲରେ ଇଏସ୍‌ଆଇ ଡାକ୍ତରଖାନାର ମୁଖ୍ୟ କିରାଣୀ

ସୁନ୍ଦରଗଡ, ୨୨।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା କାଂଶବାହାଲସ୍ଥିତ ଇଏସ୍‌ଆଇ ହସ୍ପିଟାଲର ମୁଖ୍ୟ କିରାଣୀ ବିଷ୍ଣୁଚରଣ ମଲ୍ଲିକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଷ୍ଣୁଚରଣ ଡାକ୍ତରଖାନାର…

5 years ago

ତେଜୁଛି ଆନ୍ଦୋଳନ : ସିଡିଏମ୍‌ଓଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ସୁନ୍ଦରଗଡ଼,୧୮।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଡା.ପଙ୍କଜ କୁମାର ପଟେଲଙ୍କ ବିରୋଧରେ ଅନ୍ୟାୟ ଭାବେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବିରେ ଡାକ୍ତରମାନେ ଗତ ୧୫…

5 years ago

ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକ ମୃତ

ନୂଆଗାଁ, ୧୭।୧୦ (ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଧୁମାଗୁଡା ନିକଟସ୍ଥ ରାଣୀବଗିଚା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର…

5 years ago

ଦୁମାଗୁଡ଼ା ନିକଟରେ ହାତୀ ଶାବକର ମୃତ୍ୟୁ

ନୂଆଗାଁ, ୧୭।୧୦ (ଡି.ଏନ୍‌.ଏ.)- ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଦୁମାଗୁଡା ନିକଟସ୍ଥ ରାଣୀବଗିଚା ଜବତି ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର…

5 years ago

ବନ୍ଧୁକ ଦେଖାଇ ୧୧ ଲକ୍ଷ, ୩୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌

କୁଆଁରମୁଣ୍ଡା,୧୫।୧୦(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କୁଆଁରମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ମଙ୍ଗଳବାର ସକାଳ ପ୍ରାୟ ୭ଟା୨୦ ମିନିଟରେ ସିକ୍ୟୁରିଟି ଏଜେନ୍ସି କ୍ୟାସ୍‌ ଭ୍ୟାନରୁ ବନ୍ଧୁକ…

5 years ago