ସୁନ୍ଦରଗଡ଼

ଯୁବତୀଙ୍କୁ ପିଟିଲେ ଆର୍‌ପିଏଫ୍‌ କନଷ୍ଟେବଳ

ରାଉରକେଲା ଅଫିସ,୨ା୧୦: ରାଉରକେଲା ପାନପୋଷ ରେଲଓ୍ବେ ଷ୍ଟେଶନରେ ଜଣେ ଯୁବତୀଙ୍କୁ ଆର୍‌ପିଏଫ୍‌ କନଷ୍ଟେବଳ ମାଡ଼ ମାରିଥିବା ଅଭିଯୋଗ ହୋଇଛି। କନଷ୍ଟେବଳଙ୍କ ମାଡ଼ରେ ଯୁବତୀ ଜଣଙ୍କ ଲହୁଲୁହାଣ ହୋଇ…

5 years ago

ପୁଅର ଅନୈତିକ ସମ୍ପର୍କ ନେଲା ମା’ଙ୍କ ଜୀବନ

ସୁନ୍ଦରଗଡ଼,୨୭।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅଧୀନ ବାଉରୀମୁଣ୍ଡା ଜୁନାଡିହି ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଅନୈତିକ ପ୍ରେମ…

5 years ago

ଦୁଇ ଦିନରେ ଝିଅପୁଅଙ୍କ ମୃତ୍ୟୁ

ଲହୁଣୀପଡ଼ା,୨୨।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଅନ୍ତର୍ଗତ ଶସ୍ୟକଳା ପଞ୍ଚାୟତ ଦମାଳୁ ଗ୍ରାମର ଗାଙ୍ଗଟୋଲା ବସ୍ତିରେ ଦୁଇଦିନରେ ଦୁଇ ପୁଅଝିଅଙ୍କର ମୃତ୍ୟୁ ଘଟିଛି। ମା’ ସହିତ ସାନପୁଅ…

5 years ago

୪ ଦଫା ଦାବି ନେଇ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ଼,୧୭ା୯(ଡି.ଏନ୍‌.ଏ.): ୪ ଦଫା ଦାବି ନେଇ ଗୁରୁବାର ବନ୍ଦ ଡାକରା ଦେଇଥିବା ସୁନ୍ଦରଗଡ଼ ଟ୍ରକ ମାଲିକ ସଂଘ ଶୁକ୍ରବାର ସୁନ୍ଦରଗଡ଼ ସହରକୁ ପ୍ରବେଶ କରୁଥିବା ସମସ୍ତ ରାସ୍ତାକୁ…

5 years ago

ଉଛୁଳିଲା କୋଏଲ ନଦୀ: ୮୦ ପରିବାର ବାହ୍ୟଜଗତରୁ ବିଚ୍ଛିନ୍ନ

କୁଆଁରମୁଣ୍ଡା,୧୬ା୯(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ସୁନ୍ଦରଗଡ଼ ଜିଲାରେ ପ୍ରବାହିତ ବିଭିନ୍ନ ନଦୀ ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏଥିଯୋଗୁ ନଦୀଗୁଡିକ କୂଳ ଲଙ୍ଘି ନିକଟବର୍ତ୍ତୀ ଗ୍ରାମ…

5 years ago

ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବି: ବିଧାୟିକା କୁସୁମ ଟେଟେଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ

ସୁନ୍ଦରଗଡ,୧୪।୯(ଡି.ଏନ୍‌.ଏ.): ସୁନ୍ଦରଗଡରେ ଓଡ଼ିଶାର ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବି ନେଇ ମଙ୍ଗଳବାର ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଡିଆର୍‌ଡିଏ…

5 years ago

ସୁନ୍ଦରଗଡ଼ରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି କାର୍ଡ…

5 years ago

ହତ୍ୟାର ପ୍ରତିଶୋଧ ନେଲେ ହତ୍ୟାରେ

ରାଉରକେଲା ଅଫିସ,୧୧ା୯: ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ରିମ୍‌ଝିମ୍‌ ବସ୍ତିରେ ଶୁକ୍ରବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟଣାରେ ଗୁରୁତର ହୋଇଥିବା ଯୁବକ ଜିତେନ୍ଦ୍ର ସା ଓରଫ ଗୋରେ (୩୯)ଙ୍କ ଚିକିତ୍ସାଧୀନ…

5 years ago

ସୁନ୍ଦରଗଡ଼ବାସୀଙ୍କ ନୂଆଁଖାଇ: ଏକାଠି ବସି ଖାଇଲେ

ସୁନ୍ଦରଗଡ଼,୧୧।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ନୂଆଁଖାଇ ପର୍ବ ପାଳନ ହୋଇଯାଇଛି। ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଓ ଗାଙ୍ଗପୁର ରାଜପରିବାରର ଅଧିଷ୍ଠାତ୍ରୀ ଦେବୀ ଶିଖରବାସିନୀ ଠାରେ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ…

5 years ago

ବାଇକ୍‌ ଦୁର୍ଘଟଣାରେ ଗଲା ୨ ଜୀବନ

ବଡ଼ଗାଁ, ୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଧୀନ କଣ୍ଟିଆମୁରା ଗାଁ ନିକଟ ୧୦ ନମ୍ବର ରାଜପଥରେ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମଧ୍ୟରେ ଧକ୍କା ହୋଇ…

5 years ago