ସୁନ୍ଦରଗଡ଼

ସୁକ୍ରୁ ହତ୍ୟା ଘଟଣାର ପର୍ଦ୍ଦାଫାଶ: ଜଣେ ଗିରଫ

ସୁନ୍ଦରଗଡ଼,୨୯ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମରେ ହୋଇଥିବା ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ୬ ଦିନ ପରେ ଗୁରୁବାର କୁତ୍ରା ପୋଲିସ ଗିରଫ କରିବାରେ…

5 years ago

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ୫ ଜଣଙ୍କୁ ଅଟକ ରଖିଲା ପୋଲିସ

କୁତ୍ରା,୨୬।୭(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କଣ୍ଡେଇମୁଣ୍ଡାଠାରେ ଥିବା ଶିବା ସିମେଣ୍ଟ କାରଖାନାକୁ ଜେଏସ୍‌ଡବ୍ଲ୍ୟୁ ଅଧିଗ୍ରହଣ କରିଛି। ସୋମବାର ପ୍ରଶାସନର ସାହାଯ୍ୟରେ କୁତ୍ରା ଥାନାରୁ କାରଖାନାକୁ…

5 years ago

ଯୁବତୀ ଚାଲାଣ ଅଭିଯୋଗରେ ପୁଅକୁ ବାନ୍ଧିନେଲା ପୋଲିସ, ଅଟକାଇବାକୁ ଯାଇ ମା’ ଗୁରୁତର

କୁତ୍ରା,୨୧।୭(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର ଏଲଗା(କଣ୍ଟାଝାର)ଗ୍ରାମର ଜଣେ ଯୁବକଙ୍କୁ ଯୁବତୀ ଚାଲାଣ ଅଭିଯୋଗରେ ସିମଡେଗା ପୋଲିସ ବୁଧବାର ସକାଳୁ ଗିରଫ କରିଛି।…

5 years ago

ଯବାନ ପରିଚୟ ଦେଇ ମହିଳା ଫରେଷ୍ଟଗାର୍ଡଙ୍କ ସହ ପ୍ରତାରଣା

ସୁନ୍ଦରଗଡ଼/ବଣାଇଁ, ୧୮।୭ (ଡି.ଏନ୍‌.ଏ./ସ୍ବ.ପ୍ର): ନିଜକୁ ସିଆର୍‌ପିଏଫ୍‌ ଯବାନ ପରିଚୟ ଦେଇ ସୁନ୍ଦରଗଡ଼ ଜିଲା ବଣାଇଁରେ ଜଣେ ମହିଳା ଫରେଷ୍ଟ ଗାର୍ଡଙ୍କୁ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ପୋଲିସ…

5 years ago

ପାହାଡ଼ ଉପରେ ପାଠ ପଢୁଛନ୍ତି ଛାତ୍ରୀଛାତ୍ର

ସୁନ୍ଦରଗଡ,୧୮।୭(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଡିଜିଟାଲ ଇଣ୍ଡିଆର କଥା କୁହାଯାଉଥିବା ବେଳେ ସୁନ୍ଦରଗଡ଼ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଆଜି ମଧ୍ୟ ମୋବାଇଲ ନେଟ୍‌ୱର୍କ ସାତସପନ ହୋଇ ରହିଯାଇଛି।…

5 years ago

ପ୍ରେମ ବିବାହକୁ ବିରୋଧ କରିବାରୁ ବଡ଼ଭାଇଙ୍କୁ ପିଟି ପିଟି ହତ୍ୟା କଲେ ୨ ସାନ ଭାଇ

ଟେନ୍‌ସା,୧୧ା୭: ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅଧୀନ ବନ୍ଦଲ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇଙ୍କୁ ବାଡ଼ିରେ ପିଟି ୨ ସାନ ଭାଇ ହତ୍ୟା କରିଛନ୍ତି।…

5 years ago

ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କଲେ ସାନ ଭାଇ

ବଣାଇ/ଟେନ୍‌ସା,୧୧ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ବନ୍ଦଲ ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ସାନ ଭାଇ, ସାନଭାଇଙ୍କ ସ୍ତ୍ରୀ ମିଶି ବଡ଼…

5 years ago

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା ପୋଲିସ…

5 years ago

ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି । ବୈଠକରେ…

5 years ago

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ…

5 years ago