ସୁନ୍ଦରଗଡ଼

ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର କିଷାନ…

3 months ago

ରାଉରକେଲା ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି, ୫ ମାସ ଯାଏ ସମସ୍ତ…

ରାଉରକେଲା,୧୮ା୧: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ମିଳିବ। ଏନେଇ ଇଣ୍ଡିଆ ଓ୍ବାନ୍‌ ଏୟାର ସିଇଓ ପ୍ରେମ କୁମାର…

3 months ago

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା… 

ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ  ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର ମୃତ୍ୟୁ…

3 months ago

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ୬ ଗିରଫ, ଖୋଲିଲା ସ୍କୁଲ, କଲେଜ

ସୁନ୍ଦରଗଡ,୧୭।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଘଟିଥିବା ୨ ଗୋଷ୍ଠୀ ସଂଘର୍ଷ ଘଟଣାରେ ଟାଉନଥାନା ପୋଲିସ ଶୁକ୍ରବାର ରାତିରେ ଉଭୟ ପକ୍ଷରୁ ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

3 months ago

୨୪ ଘଣ୍ଟା ପରେ ଫେରିଲା ଇଣ୍ଟରନେଟ ସେବା

ସୁନ୍ଦରଗଡ଼,୧୭ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୋ-ମାଂସ ବିକ୍ରିକୁ କେନ୍ଦ୍ର କରି ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ନାଗରିକ…

3 months ago

ଶାନ୍ତି କମିଟି ବୈଠକ ପରେ ସୁନ୍ଦରଗଡ଼ରେ ହଟିଲା ୧୬୩

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରୁ ହଟିଲା ବିଏନ୍‌ଏସ୍‌ ୧୬୩ ଧାରା। ଶାନ୍ତି କମିଟି ବୈଠକ ପରେ ଜିଲାପାଳ ଶଭୁଙ୍କର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏପରିକି…

3 months ago

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବସିଲା ଶାନ୍ତି କମିଟି ବୈଠକ

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି କିଛି ଲୋକ ବିରୋଧ କରିଥିଲେ । ଏହାକୁ ନେଇ ୨ଗୋଷ୍ଠୀ…

3 months ago

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ରାଉରକେଲା, ରାଜଗାଙ୍ଗପୁରକୁ ବଢ଼ିଲା ଇଣ୍ଟରନେଟ୍ କଟକଣା

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଭୟାବହ ସଂଘର୍ଷ ଘଟିଛି। ଏହି ହିଂସାକାଣ୍ଡରେ ପୋଲିସ…

3 months ago

ଶିମିଳିପାଳ ଅଭୟାରଣ୍ୟ ଅଂଚଳରେ ହାଡ଼ ଭାଙ୍ଗୁଛି ଜାଡ, ତାପମାତ୍ରା ୧°C

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି…

3 months ago

ଏକତରଫା ପ୍ରେମର କରୁଣ ପରିଣତି, ପ୍ରେମିକାର ଘର ଆଗରେ ଝୁଲୁଛି…

ରାଜଗାଙ୍ଗପୁର,୧୬ା୧(ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକରେ ଗୁରୁବାର ଯୁବତୀଙ୍କ ଘର ଆଗରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି । ମୃତ ଯୁବକ ହେଲେ…

3 months ago