ସୁନ୍ଦରଗଡ଼

ଲେଫ୍ରିପଡ଼ା ବ୍ଲକ ଅଧ୍ୟକ୍ଷ ହେଲେ ନରେଶ ପ୍ରତାପ

ଲେଫ୍ରିପଡ଼ା,୧୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ଶନିବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ହୋଇଛି। ଏଥିରେ ପୂର୍ବତନ ବିଧାୟକ ତଥା…

2 years ago

ସ୍ବାଧୀନ ପ୍ରାର୍ଥୀଙ୍କ ହାତକୁ ଗଲା ବ୍ଲକ ଅଧ୍ୟକ୍ଷା ପଦବୀ

କୁତ୍ରା,୧୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷା ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା…

2 years ago

୬ ପୌରାଧ୍ୟକ୍ଷା, ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ

ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ପୌରନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚପରେ ୬ ପୌରାଧ୍ୟକ୍ଷ ଏବଂ ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ ରହିଛି। ପୌରାଧ୍ୟକ୍ଷା ପଦବୀରେ ବିଜେଡିର ରଞ୍ଜନା ପଣ୍ଡା, ଭାଜପାର…

2 years ago

ଜଙ୍ଗଲରେ ନାବାଳିକାଙ୍କୁ ବଳାତ୍କାର

ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଦାଣ୍ଡପାନି ନୁଆଡିହି ଗ୍ରାମରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ନାବାଳିକା ଗାଁ ନିକଟ…

2 years ago

ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍‌, ମିଠା

କୁଆଁରମୁଣ୍ଡା,୧୦।୩(ଡି.ଏନ୍‌.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍‌, ଆଇସ୍‌କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା ଘଟିଛି…

2 years ago

ଉତ୍ସାହିତ ପ୍ରାର୍ଥୀ: ୧୪ ପରେ ଅସଲ ଲଢେଇ

ସୁନ୍ଦରଗଡ଼,୮।୩(ଡି.ଏନ୍‌.ଏ.): ପ୍ରାର୍ଥତ୍ପତ୍ର ଦାଖଲର ଅନ୍ତିମ ଦିନରେ ପ୍ରମୁଖ ରାଜନୈତିକ ଦଳ ସମେତ ସ୍ବାଧୀନ ପ୍ରାର୍ଥୀ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏପରି…

2 years ago

ପୁଣି ମୁଣ୍ଡ ନେଲା କନାକୁଣ୍ଡ: ଇବ୍‌ ନଦୀରେ ବୁଡ଼ି ଚାଲିଗଲା ଜୀବନ

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ଗାଁ ନିକଟ ଇବ୍‌ ନଦୀର କନାକୁଣ୍ଡ ଘାଟରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଜଣେ ଯୁବକ…

2 years ago

ଛାତ୍ରୀକୁ ଧରି ଫେରାର ହୋଇଗଲେ ଶିକ୍ଷକ

କୁତ୍ରା,୭।୩ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ଜଣେ ଶିକ୍ଷକ ଛାତ୍ରୀଙ୍କୁ ଧରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଶିକ୍ଷକଙ୍କ ନାଁରେ କୁତ୍ରା ଥାନାରେ…

2 years ago

ବାର୍‌ହା ଭାବି ଯୁବତୀଙ୍କୁ ଗୁଳି

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ବନ୍ୟଜନ୍ତୁ ଶିକାର ପାଇଁ ଛକିଥିବା ଶିକାରୀ ବାର୍‌ହା ଭାବି ଚଳାଇଦେଲେ ଗୁଳି। ଏଥିରେ ଜଣେ ଯୁବତୀ ଆହତ…

2 years ago

କାଠ ସଂଗ୍ରହ କରିବାକୁ ଯାଇ ଯୁବତୀ ଖାଇଲେ ଗୁଳି ମାଡ଼

ସୁନ୍ଦରଗଡ଼, ୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସଦର ବ୍ଲକ ଧରୁଆଡିହି ଥାନା ଅନ୍ତର୍ଗତ ଲମଟି ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ରବିବାର ଅଭାବନୀୟ ଘଟଣା ଘଟିଛି। ମହିଳାମାନଙ୍କ ସହ ଜଙ୍ଗଲକୁ…

2 years ago