ସୁନ୍ଦରଗଡ଼

ସୁନ୍ଦରଗଡ଼ ମେଡିକାଲ କଲେଜରେ ୧୦୦ ସିଟ୍‌ ଲାଗି ଅନୁମୋଦନ

ସୁନ୍ଦରଗଡ଼, ୨୦।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠପଢା ଲାଗି ନ୍ୟାଶନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି। ୧୦୦…

3 years ago

୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ,୧୯।୮(ଡି.ଏନ.ଏ.): ସୁନ୍ଦରଗଡ଼ଠାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ସକାଳ ୬ଟାରୁ ଆରମ୍ଭ…

3 years ago

ଦୋକାନୀଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ

ବଡ଼ଗାଁ,୧୮ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଗଙ୍ଗାଜଳ ନିକଟ ସ୍କାନଷ୍ଟିଲ କାରଖାନା ସମ୍ମୁଖ ୧୦ନଂ. ରାଜ୍ୟ ରାଜପଥ ପାର୍ଶରେ ଥିବା ଏକ ଟାୟାର ମରାମତି ଦୋକାନୀଙ୍କୁ ବନ୍ଧୁକ…

3 years ago

ପୁଣି ଏକ ମାଈହାତୀର ମୃତ୍ୟୁ

ବଣାଇ,୧୭ା୮(ସ୍ବ.ପ୍ର.): ସାରା ରାଜ୍ୟରେ ହାତୀ ମୃତ୍ୟୁ ନେଇ ଚିନ୍ତା ପ୍ରକଟ କରାଯାଉଥିବା ବେଳେ ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡ଼ା ରେଞ୍ଜର କୁସୁମଡିହି ସେକ୍ସନର କେନ୍ଦୁଡିହି ନିକଟରେ…

3 years ago

ବିକାଶ ଧାରାରେ ଯୋଡ଼ି ହୋଇଛି ସୁନ୍ଦରଗଡ଼: ମନ୍ତ୍ରୀ

ସୁନ୍ଦରଗଡ଼,୧୬।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ୭୬ତମ ଜିଲାସ୍ତରୀୟ ସ୍ବଧୀନତା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଶିଳ୍ପ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ…

3 years ago

ଚାଉରିହମୁଲ ବ୍ରିଜରେ ୩ଫୁଟ ପାଣି: ସୁନ୍ଦରଗଡ଼-ଝାରସୁଗୁଡ଼ା ବିଛିନ୍ନ

ହେମଗିରି,୧୫।୮(ଡି.ଏନ୍‌.ଏ): ଲଗାଣ ବର୍ଷା ଯୋଗୁ ସୁନ୍ଦରଗଡ଼-ଝାରସୁଗୁଡ଼ା ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି। ତୁହାକୁ ତୁହା ଲଗାଣ ବର୍ଷା ଲୋକଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବା ବେଳେ ସୁନ୍ଦରଗଡ଼ ଜିଲା ଓ…

3 years ago

ବର୍ଷା ବିତ୍ପାତ: ଭାଙ୍ଗିଲା ଘର, ଲୋକେ ହନ୍ତସନ୍ତ

ଲେଫ୍ରିପଡ଼ା/କୁତ୍ରା,୧୫।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଓ କୁତ୍ରା ବ୍ଲକ ଅଞ୍ଚଳରେ ରବିବାର ବର୍ଷା ବିତ୍ପାତ ଦେଖିବାକୁ ମିଳିଛି। ଉଭୟ…

3 years ago

ସୁନ୍ଦରଗଡ଼-ଝାରସୁଗୁଡ଼ା ଯୋଗାଯୋଗ ବିଚ୍ଛିନ୍ନ

ହେମଗିରି,୧୪ା୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ତୁହାକୁ ତୁହା ଲଗାଣବର୍ଷା ଜନଜୀବନ ଅସ୍ତବ୍ୟସ୍ତ କରିଥିବା ବେଳେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା…

3 years ago

‘ଜନକଲ୍ୟାଣରେ ଭାଗୀଦାର ହେଉ ଏନ୍‌ଆଇଟି’

ରାଉରକେଲା ଅଫିସ,୧୪ ।୮: ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ଉତ୍ସବ ଶନିବାର ଭୁବନେଶ୍ୱର ବେହେରା ପ୍ରେକ୍ଷାଳୟରେ ଉଦ୍‌ଘାଟିତ ହୋଇଛି। ସମାରୋହରେ କେନ୍ଦ୍ର ଶିକ୍ଷା,…

3 years ago

ହାତରେ ତ୍ରିରଙ୍ଗା ଧରି ରାସ୍ତାରେ ଚାଲିଲେ ମହିଳା

ହେମଗିରି,୧୩ା୮(ଡି.ଏନ୍‌.ଏ.): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ଶନିବାର ସୁନ୍ଦରଗଡ଼ ଜିଲା ହେମଗିରିଠାରେ ମହିଳାମାନେ ହାତରେ ତ୍ରିରଙ୍ଗା ଧରି…

3 years ago