ସୁନ୍ଦରଗଡ଼

ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ସୁନ୍ଦରଗଡ଼, ୧୬।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ୨୦୨୨-୨୩ ବର୍ଷ ପାଇଁ ଖରିଫ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ସବ୍‌ଡେଗା ବ୍ଲକର କରମଡିହି ଲ୍ୟାମ୍ପ୍ସଠାରେ ଧାନ ମଣ୍ଡିକୁ ସୁନ୍ଦରଗଡ଼ ସଦର ଉପଜିଲାପାଳ ଦାଶରଥି ସରାବୁ ଉଦ୍‌ଘାଟନ କରିଛନ୍ତି। ପର୍ଯ୍ୟାୟକ୍ରମେ ଜିଲାର...

ବିଶ୍ୱକପ୍‌ ପରେ ହେବ ସମସ୍ୟାର ସମାଧାନ

ରାଉରକେଲା ଅଫିସ,୧୫।୧୨: ହକି ବିଶ୍ୱକପ୍‌ ପେରେ ବିସ୍ଥାପିତଙ୍କ ସମସ୍ୟା ସମାଧାନ କରାଯିବ ବୋଲି ବୁଧବାର ରାଉରକେଲା ଏଡିଏମ୍‌ ଡ. ଶୁଭଙ୍କର ମହାପାତ୍ର ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବିସ୍ଥାପିତଙ୍କୁ ପୋଲିସ...

ବସ-ବାଇକ ମୁହାଁମୁହିଁ ଧକ୍କା: ୩ ମୃତ

ହେମଗିର,୧୪।୧୨(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଅନ୍ତର୍ଗତ ହେମଗିର ଥାନା ସ୍ଥିତ ତୁମୁଲିଆ ଠାରେ ବସ ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ତୁମୁଲିଆ ଠାରୁ ବେଲପାହାଡ ଅଭିମୁଖେ ଯାଉଥିବା ଏକ...

ଓକିଲ ସଂଘର ସତ୍ୟାଗ୍ରହ

ସୁନ୍ଦରଗଡ,୧୨।୧୨(ଡି.ଏନ୍‌.ଏ.): ଜାତୀୟ ଓ ରାଜ୍ୟ ଆଇନଜୀବୀ ପରିଷଦର ମନମୁଖୀ କାର୍ଯ୍ୟର ପ୍ରତିବାଦ ଓ ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ପୁଣି ତେଜିଛି। ସୋମବାର ଏନେଇ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ କୋର୍ଟ ସମ୍ମୁଖରେ...

୯୩୬ ଲିଟର ନକଲି ମଦ ଜବତ

ରାଉରକେଲା ଅଫିସ,୧୧।୧୨: ବିଶ୍ରା ଥାନା ଅଧୀନ ଫୁଲଝର ଅଞ୍ଚଳରେ ମଦ କାରବାର ହେଉଥିବା ବେଳେ ରାଉରକେଲା ଅବକାରୀ ପୋଲିସ ରବିବାର ଚଢାଉ କରିଛି। ଚଢାଉ ବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ପବନ କୁମାର...

ମୃତ୍ତିକାରୁ ହିଁ ଖାଦ୍ୟର ସୃଷ୍ଟି

ସୁନ୍ଦରଗଡ଼,୬।୧୨(ଡି.ଏନ୍‌.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସୁନ୍ଦରଗଡ ଓ କୃଷି ବିଜ୍ଞାନ କେନ୍ଦ୍ର ସୁନ୍ଦରଗଡ-୧ କିରେଇର ମିଳିତ ଆନୁକୂଲ୍ୟରେ ସୋମବାର ଜିଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ସ୍ଥାନୀୟ ରାଣୀବଗିଚାସ୍ଥିତ ଜିଲା ମୃତ୍ତିକା ପରୀକ୍ଷାଗାର ସଭାଗୃହରେ ପାଳିତ ହୋଇଯାଇଛି। ଏହି...

ପ୍ରୋଜେକ୍ଟ ଦୃଷ୍ଟି ପାଇଁ ଡାଲମିଆ ସିମେଣ୍ଟର ବୁଝାମଣାପତ୍ର ସ୍ବାକ୍ଷରିତ

ରାଜଗାଙ୍ଗପୁର, ୨୯।୧୧(ଡି.ଏନ.ଏ.):ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରର ପାରିପାଶର୍‌ବିକ ଅଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କ ଜୀବନରେ ଉନ୍ନତି ଆଣିବା ନିମନ୍ତେ ଜାରି ରହିଥିବା ପ୍ରୟାସକୁ ଅଧିକ ତ୍ୱରାନ୍ବିତ କରି ଡାଲମିଆ ସିମେଣ୍ଟ (ଭାରତ) ଲିମିଟେଡ ପ୍ରୋଜେକ୍ଟ ଦୃଷ୍ଟି କାର୍ଯ୍ୟକାରିତା ନିମନ୍ତେ ଭୁବନେଶ୍ୱରସ୍ଥିତ ଏଲଭି...

ପ୍ରଦୂଷଣ ବଳୟରେ ସ୍ମାର୍ଟସିଟି

ରାଉରକେଲା ଅଫିସ,୨୯।୧୧:ଆଉ ମାସକ ପରେ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଆୟୋଜିତ ହେବ। ଏଥିପାଇଁ ସହରରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହା ଭିତରେ ଦିନକୁ ଦିନ ସ୍ମାର୍ଟସିଟିରେ ପ୍ରଦୂଷଣ ମାତ୍ରା ବଢିବାରେ ଲାଗିଛି। ଏଥିଯୋଗୁ ଜନସାଧାରଣ ଏବଂ...

ଟ୍ରକ୍‌ ପଛରେ ପିଟିଲା ପିକ୍‌ଅପ୍‌, ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ବଜାର ନିକଟରେ ଏକ ଟ୍ରକ୍‌ ପଛରେ ପିକ୍‌ଅପ୍‌ଟି ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଓଡି ୧୪ ଏଏ...

ବାଦାମ ଲଡୁ କାରଖାନାରେ ଚଢ଼ାଉ

ରାଉରକେଲା ଅଫିସ,୧୯।୧୧: ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଓରାମପଡା ଅଞ୍ଚଳରେ ଦୀର୍ଘଦିନ ଧରି ଅସ୍ବାସ୍ଥ୍ୟକର ପରିବେଶରେ ଚିକି ଓ ବାଦାମ ଲଡୁ ତିଆରି କରୁଥିବା ଏକ କାରଖାନାରେ ଆରଏମ୍‌ସିର ସ୍ବାସ୍ଥ୍ୟ ବିଭାଗ ଶୁକ୍ରବାର ଚଢ଼ାଉ କରିଛି। ଚଢାଉ ସମୟରେ ବିଭାଗୀୟ...

ପ୍ରଶାସନର ଔଷଧ ବିକଳରେ ତାଟିଆ କାମୁଡ଼ା

ଲେଫ୍ରିପଡ଼ା,୧୮।୧୧(ଡ଼ି.ଏନ.ଏ. ): ଲେଫ୍ରିପଡ଼ା ବ୍ଲକର ବାଢୁନଝରିଆରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଘଟଣାରେ ବ୍ଲକ ପ୍ରଶାସନ ଔଷଧ ବିକଳରେ ତାଟିଆ କାମୁଡା ନୀତି ଅଲମ୍ବନ କରୁଥିବା ଅଭିଯୋଗ ହେଉଛି। ବାଢୁନଝରିଆ ମୁଖ୍ୟ କେନାଲଠାରୁ ମାଝୀ କୁଦର ରାସ୍ତାର ଉନ୍ନତିକରଣ ସହ ଗାର୍ଡୱାଲ ଏବଂ...

ଷ୍ଟିଲ ସିଟିରେ ନକଲି ସସ୍‌ ଫ୍ୟାକ୍‌ଟ୍ରି ଠାବ

ରାଉରକେଲା ଅଫିସ,୧୮ା୧୧:ଷ୍ଟିଲସିଟି ରାଉରକେଲାରେ ବହୁ ଦିନ ଧରି ନକଲି ସସ୍‌ କାରବାର କରୁଥିବା କେତେଜଣ ବ୍ୟବସାୟୀଙ୍କ ଉପରେ ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି)ର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଏହି ଚଢାଉ ସମୟରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା...

Advertisement
Archives

Model This Week

Why Dharitri