ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ
ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି । ବୈଠକରେ ଉପସ୍ଥିତ ହରେକୃଷ୍ଣ ବାରିକ, ସନ୍ତୋଷ ବାରିକ, ବୁଲୁ ବାରିକ, ଗୋବର୍ଦ୍ଧନ ପଶାଏତ, ଅମିତ…
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି। କୋଭିଡ୍…
ଗଛରେ ପିଟିହେଲା ପୋଲିସ ଭ୍ୟାନ୍
ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା ଡ୍ରାଇଭରଙ୍କ…
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ ବସିଥିବା ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି।…
ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…
ସୁନ୍ଦରଗଡ଼,୧୩।୬(ଡି.ଏନ୍.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ରବିବାର ଏକ ଗଳିତ ମୃତଦେହ ଜବତ ହୋଇଛି। ଗତ କିଛି ଦିନ ହେବ…
ସେଲ୍ଫି ନିଶା ନେଲା ୨ ଯୁବକଙ୍କ ଜୀବନ
ରାଜଗାଙ୍ଗପୁର,୬।୬: ସେଲ୍ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଡିଏଭି ଗଳିର ସୁମନ୍ତ ଦେ(୨୫) ଏବଂ ବାସନ୍ତୀ କଲୋନୀର ପ୍ରମୋଦ ପରିଡ଼ା…
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ ପରିବାର ଚଳାଇବା କଷ୍ଟକର ହୋଇପଡିଛି। ରାଉରକେଲାରେ ୧୧ ଶହରୁ ଊର୍ଦ୍ଧ୍ୱ ସେଲୁନ ଦୋକାନ ରହିଛି।…
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ ଟଙ୍କା ଜବତ କରିଛନ୍ତି। ସେ ସକାଳୁ ନିଜ ଘରକୁ ଯିବା ପାଇଁ ସୁନ୍ଦରଗଡରୁ ଏକ…
କରୋନାରେ ଆଖି ବୁଜିଲେ ଗୋଷ୍ଠୀ ଶିକ୍ଷା ଅଧିକାରୀ
ସୁନ୍ଦରଗଡ଼,୨୦।୫: କରୋନା ମହାମାରୀ ଯୋଗୁ ସୁନ୍ଦରଗଡ଼ ଜିଲାରେ ଗଲାଣି ଅନେକ ଜୀବନ। ଗୁରୁବାର ସନ୍ଧ୍ୟାରେ ସବ୍ଡ଼େଗା ବ୍ଲକ ଶିକ୍ଷା ଅଧିକାରୀ ଅଜୟ କୁମାର ଏକ୍କାଙ୍କ ସ୍ଥାନୀୟ ଏନ୍ଟିପିସି କୋଭିଡ୍ ହସ୍ପିିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୩୯ ବର୍ଷ…
୮ ମାସ ହେଲା ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ, ଗ୍ରାମବାସୀ ହନ୍ତସନ୍ତ
ବାଲିଶଙ୍କରା,୧୫।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ତିଲଡେଗା ଗ୍ରାମରେ ଆଜକୁ ପ୍ରାୟ ୮ ମାସ ହେବ ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହୋଇଛି। ଫଳରେ ଗ୍ରାମବାସୀ ହନ୍ତସନ୍ତ ହେଉଛନ୍ତି। ଏପଟେ ଗ୍ରାମରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ଦୀର୍ଘ ୮ ମାସ…
କରୋନାରେ ଚାଲିଗଲେ ସୁନ୍ଦରଗଡ଼ ଜିଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ ରସାଇ ଲାଗୁରୀ
ସୁନ୍ଦରଗଡ଼,୧୩।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ତଥା ସୁନ୍ଦରଗଡ଼ ଜିଲା ଖଣିଜ ପ୍ରତିଷ୍ଠାନର ସିଇଓ ରସାଇ ଲାଗୁରୀଙ୍କର ଗୁରୁବାର ପରଲୋକ ଘଟିଛି। କିଛିଦିନ ହେଲା ସେ କରୋନାରେ ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେଶନରେ ରହି ଚିକିତ୍ସାଧୀନ…
ଜୁଆଆଡ୍ଡାରେ ଚଢ଼ାଉ: ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ୧୦ ବାଇକ୍; ୪ ବୋଲେରୋ ଜବତ
ସୁନ୍ଦରଗଡ଼,୧୨।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରି ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା,୧୦ ବାଇକ୍, ୪ଟି ବୋଲେରୋ, ଗୋଟିଏ କାର୍ ସହ ୧୧ଟି ମୋବାଇଲ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ…
Archives


