ନାବାଳିକା ବଳାତ୍କାରୀଙ୍କୁ ୬ ବର୍ଷ ଜେଲ୍
ସୁନ୍ଦରଗଡ଼,୨୭।୧୧(ଡି.ଏନ୍.ଏ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଜଜ୍ ତଥା ସ୍ବତନ୍ତ୍ର ପକ୍ସୋ କୋର୍ଟର ପ୍ରିଜାଇଡିଂ ଅଫିସର ପାର୍ଥସାରଥୀ ପଟ୍ଟନାୟକ ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣ…
ଟ୍ରେନ୍ରେ କଟି ଯୁବକଙ୍କ ପ୍ରାଣଗଲା
ଟେନ୍ସା,୨୨ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଟେନ୍ସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ଷ୍ଟାଣ୍ଡ ନିକଟରେ ଯାଇଥିବା ରେଲ୍ଓ୍ବେ ଟ୍ରାକ୍ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ନାମ ଅଭିରାମ ମୁଣ୍ଡା (୨୭)। ତାଙ୍କ ଘର ଉପର ଖଣ୍ଡାଧାର ନିକଟ ଶାଗପାଳ ଗ୍ରାମରେ। ସେ ଡ୍ରାଇଭର…
ଶୌଚ ପାଇଁ ଯାଇ ଆଉ ଘରକୁ ଫେରିଲେନି ଯୁବକ
ସୁନ୍ଦରଗଡ଼,୨୧।୧୧(ଡି.ଏନ୍.ଏ.): ସୁନ୍ଦରଗଡ ଜିଲା ଉଜ୍ବଳପୁର ରେଞ୍ଜ ଅନ୍ତର୍ଗତ ବାଲିଶଙ୍କରା ବ୍ଲକ ରଷ୍ଟି ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ରଷ୍ଚି ଗ୍ରାମର ଜଣେ ଯୁବକ ଶୌଚ ପାଇଁ ଯାଉଥିବା ସମୟରେ ଜଙ୍ଗଲୀ ହାତୀ କଚାଡି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ…
ହାତୀ ମୃତ୍ୟୁକୁ ମାନିଲା ବନବିଭାଗ, ୩ ଅଟକ
ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତଥା ବଣାଇ ବନାଞ୍ଚଳ ଅନ୍ତର୍ଗତ ତେଣ୍ଡରା ଖସଡ଼ା ଜଙ୍ଗଲରେ ଗୁରୁବାର ଘଟିଥିବା ଏକ ଦନ୍ତାହାତୀର ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ବନବିଭାଗ, ପରିଶେଷରେ ଏହି ଦନ୍ତାର ମୃତ୍ୟୁ ବିଦ୍ୟୁତ୍ତାର ସଂସ୍ପର୍ଶରେ ଆସି…
ଚାକିରି ଫେରି ପାଇବାକୁ ଅଧିଆ
ସୁନ୍ଦରଗଡ,୧୯ା୧୧(ଡି.ଏନ୍.ଏ.): ଚାକିରି ଫେରି ପାଇବା ପାଇଁ ଗୁରୁବାର ଜଣେ ଆଦିବାସୀ ମହିଳା ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖ ବାରଣ୍ଡାରେ ମୁହଁମାଡି ଶୋଇ ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି ା ପରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଆସି ତାଙ୍କୁ ତଳୁ ଉଠାଇ…
ସୁନ୍ଦରଗଡ଼ରେ ମମିତା ତାତି
ସୁନ୍ଦରଗଡ,୧୨।୧୧(ଡି.ଏନ୍.ଏ.): ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ପାଳନ ସୁନ୍ଦରଗଡ଼ରେ ଶାନ୍ତିପୂର୍ଣ୍ଣ ଭାବେ ଦେଖିବାକୁୁ ମିଳିଛି। ହାଇକୋର୍ଟଙ୍କ ଆଦେଶ ମୁତାବକ କଂଗ୍ରେସ କର୍ମୀମାନେ ପିକେଟିଂ ନ କରି ଡିଆରଡିଏ ଛକରେ…
ଭୁଲ୍ ରକ୍ତ ନେଲା ଜୀବନ, ଡାକ୍ତରଖାନା ପରିସରରେ ଉତ୍ତେଜନା
ରାଉରକେଲା,୧୨ା୧୧(ଡି.ଏନ୍.ଏ.): ରାଉରକେଲା ସରକାରୀ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୁଲ ରକ୍ତ ପ୍ରଦାନ ଯୋଗୁ ରାରକେଲା ସରକାରୀ ଡାକ୍ତରଖାନା ମହିଳା ମେଡିଶିନ୍ ଓ୍ବାର୍ଡରେ ବେଡ୍ ନମ୍ବର ୧୫୮ରେ ଚିକିତ୍ସିତ ସରୋଜିନୀ କାଖ୍(୨୫) ଚିକିତ୍ସିତ ହେଉଥିଲେ। ଗତ ୧୦ ତାରିଖରେ ସିକ୍ଲିନ୍…
ଠାକୁରଙ୍କୁ ବି ଛାଡିଲେନି: ନେଇ ଗଲେ ରୁପା ନାଗ
ସୁନ୍ଦରଗଡ଼,୧୦।୧୧(ଡି.ଏନ୍.ଏ.): ଦେବ ଦେବ ମହାଦେବଙ୍କୁ ବି ଛାଡିଲେନି ଦୁର୍ବୃତ୍ତ। ଶେଷରେ ବୁଲାଇଦେଲେ କଳାକନା । ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାଦେବ ପଡ଼ା ଇବ୍ ନଦୀ କୂଳରେ ଥିବା ବାବା ଚନ୍ଦ୍ରଶେଖର ମହାଦେବଙ୍କ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି ।…
ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍ କରି ଫସିଲେ
ସୁନ୍ଦରଗଡ଼,୯।୧୧(ଡି.ଏନ୍.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍ କରି ଚମ୍ପଟ…
ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା
ସୁନ୍ଦରଗଡ଼,୭ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ ବାର୍ଲା (୬୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ…
ବାଲିଶଙ୍କରା ସେକ୍ସନରେ ହାତୀ ଉପଦ୍ରବ: ଭାଙ୍ଗିଲା ଘର
ବାଲିଶଙ୍କରା,୨।୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ସେକ୍ସନ କଛାରଯୋର ଗ୍ରାମରେ ସୋମବାର ରାତିରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଗାଁର ଶ୍ରୀଧର ଦଣ୍ଡସେନାଙ୍କ ଘର ଭାଙ୍ଗିଥିବା ବେଳେ ଅନେକ ଫସଲ ନଷ୍ଟ କରିଛି। ରାତିରେ ଶ୍ରୀଧର ଶୋଇଥିବା ବେଳେ ବଣୁଆ ହାତୀପଲ…
ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଛାତ୍ର
ରାଉରକେଲା,୩୧ା୧୦(ଡି.ଏନ): ନଦୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ପାଣିରେ ବୁଡ଼ି ନିଖୋଜ ହୋଇଛନ୍ତି। ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ନିଖୋଜ ଥିବା ଛାତ୍ର ବିବେକ ସିଂହ ରାଉରକେଲାର…
Archives


