ଗାଁରେ ପଶିଲା ୪ ହାତୀ
କୁତ୍ରା/ରାଉରକେଲା ଅଫିସ୍, ୧୫।୧: ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା, ପାନପଡ଼ା ଗ୍ରାମରେ ଏକ ୪ଟିକିଆ ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ କୁନ୍ତି ନାଏକଙ୍କ ବାଡିରେ ବିଲାତି ଖାଇ ଦଳି ଚକଟି ନଷ୍ଟ କରି ଦେଇଛନ୍ତି। ପରେ ହାତୀପଲ…
ମିଳିଲା ମୃତ ଗାଁ ସାଥୀଙ୍କ କଟା ମୁଣ୍ଡ
ସୁନ୍ଦରଗଡ,୧୫।୧: ସୁନ୍ଦରଗଡ଼ ସଦର ବ୍ଲକ କିରେଇ ପଞ୍ଚାୟତର ନିଖୋଜ ଗାଁ ସାଥୀ ରମେଶ ସିଂ(୩୫)ଙ୍କୁ ଖଣ୍ଡ ଖଣ୍ଡ କରି ହତ୍ୟା କରାଯାଇଛି । ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପରକୀୟା ପ୍ରୀତିକୁ ନେଇ ଏହା ଘଟିଥିବା କୁହାଯାଉଛି ।…
ପାମ୍ପଡ଼ ବ୍ୟବସାୟୀଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ଜିଏସ୍ଟି ଠକେଇ
ରାଉରକେଲା ଅଫିସ,୧୫।୧: ଇସ୍ପାତ ସହରରେ ଜିଏସ୍ଟି ଠକେଇ ଥମିବାର ନାଁ ନେଉନି। ଶୁକ୍ରବାର ପୁଣି ବାଲୁଘାଟ ନୂଆ ବସ୍ତିର ମହିଳା ଝୁନୁ ପ୍ରଧାନଙ୍କ ନାମରେ ଏହି ଅଭିଯୋଗ ହୋଇଛି। ଝୁନୁ ପାମ୍ପଡ ବିକ୍ରି କରୁଥିବା ବେଳେ ତାଙ୍କ ନାଁ ରେ ୧୩…
ଡୁମେରଯୋର ଏସ୍ବିଆଇ ଶାଖାରୁ ସଶସ୍ତ୍ର ଡକାୟତି
କୁଆଁରମୁଣ୍ଡା,୧୩।୧: ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ବୁଧବାର ଅପରାହ୍ନରେ ଶସସ୍ତ୍ର ଡକାୟତି ହୋଇଛି। ୫ଜଣ ମୁଖାପିନ୍ଦା ଦୁର୍ବୃତ୍ତ ବ୍ୟାଙ୍କ କାର୍ଯ୍ୟାଳୟରେ ପଶି ପ୍ରଥମେ ସିସି ଟିଭି, କମ୍ପ୍ୟୁଟର…
ଦିଲ୍ଲୀକୁ ସାଇକେଲରେ ଯାତ୍ରାକଲେ ମୁକ୍ତିକାନ୍ତ
ରାଉରକେଲା ଅଫିସ,୧୨ା୧-ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଦିଲ୍ଲୀରେ କୃଷକମାନେ ଆନ୍ଦୋଳନ କରୁଛନ୍ତି। ପ୍ରାୟ ୮୦ରୁ ଊର୍ଦ୍ଧ୍ୱ କୃଷକଙ୍କ ମୃତ୍ୟୁ ଘଟିଲାଣି। କୃଷକମାନଙ୍କ ସହ ଆନ୍ଦୋଳନରେ ନିଜକୁ ସାମିଲ କରିବା ପାଇଁ ରାଉରକେଲାର ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ସାଇକେଲ ଯୋଗେ ରାଉରକେଲାରୁ…
ଗ୍ୟାସ ଲିକ୍ ଘଟଣାରେ ଆର୍ଏସ୍ପିକୁ ଏନ୍ଜିଟିର ନୋଟିସ୍
ରାଉରକେଲା ଅଫିସ,୧୨ା୧: ରାଉରକେଲା ଇସ୍ପାତ କାରଖାନା(ଆର୍ଏସ୍ପି)କୁ ନ୍ୟାସନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ନୋଟିସ୍ ଜାରି କରିଛି। ଗ୍ୟାସ ନିର୍ଗତ ହେବା ଯୋଗୁ ପରିବେଶ ପ୍ରଦୂଷଣ ପ୍ରସଙ୍ଗରେ ଏନ୍ଜିଟି ନୋଟିସ୍ ଜାରିକରି ଆସନ୍ତା ଫେବୃୟାରୀ ୧୧ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଛି।…
ଭଷ୍ମା ପୋଲିସ ହାତରେ ଧରାପଡ଼ିଲେ ୨ ଗଞ୍ଜେଇ ଚୋରା ଚାଲାଣକାରୀ
ସୁନ୍ଦରଗଡ,୧୨।୧(ଡି.ଏନ୍.ଏ.): ସୁନ୍ଦରଗଡ ଜିଲା ଭଷ୍ମା ଥାନା ପୋଲିସ ୨ଜଣ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨କେଜି ଗଞ୍ଜେଇ ଏବଂ ଗୋଟିଏ ବାଇକକୁ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ଛତିଶଗଡ଼ ରାଜ୍ୟ ଯଶପୁର ଜିଲା ଫରସାବାହାଲ ଥାନା ପଣ୍ଡରିପାନି ଗ୍ରାମର…
ବିପଦସଙ୍କୁଳ ପରିବହନ, ଦୁର୍ଘଟଣାକୁ ଆମନ୍ତ୍ରଣ
ରାଉରକେଲା ଅଫିସ୍,୧୨।୧: ବ୍ୟସ୍ତବହୁଳ ସ୍ମାର୍ଟସିଟି ରାଉରକେଲା। ଏଠାରେ ବିପଦସଙ୍କୁଳ ଭାବେ ପରିବହନ ଦେଖିବାକୁ ମିଳିଛି। ଯାହା ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ବୋଲି କୁହାଯାଉଛି। ଯାତାୟତ ସମୟରେ ଅସାବଧାନତା ହେଲେ ଜୀବନ ଯିବାର ଆଶଙ୍କା ରହିଛି। ଏହାର ପ୍ରମୁଖ କାରଣ ହେଉଛି ସହରରେ…
ସେଲ୍ଫି ନେଲାବେଳେ ନଦୀରେ ଯୁବତୀ ଖସିପଡ଼ିବା ଭିଡିଓ ଭାଇରାଲ
ବାଲିଶଙ୍କରା୧୧।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍ନଦୀର ଘୋଘର କନାକୁଣ୍ଡ ଘାଟରେ ଗତ ୩ ତାରିଖରେ ପିକ୍ନିକ୍ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍ଫି ନେବାବେଳେ ନଦୀ ଭିତରେ ଖସିପଡ଼ିଥିଲେ। ସେହି ସମୟର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ…
ବାର୍ଥଡେ ପାର୍ଟିରେ ଲୁହା ରଡ଼ରେ ପିଟି ଯୁବକଙ୍କୁ ହତ୍ୟା
ନୂଆଗାଁ, ୧୦।୧: ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ପୁରୁଣାପାଣି କଦମଟୋଲା ବସ୍ତିରେ ଶନିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ଜନୈକ ବ୍ୟକ୍ତିଙ୍କ ଘରେ ଜନ୍ମଦିନ ପାଳନ ଅବସରରେ ଗଣ୍ଡଗୋଳ ଘଟି ଜୁଏଲ ସୁରିନ(୪୦) ନାମକ ଜଣେ ଯୁବକଙ୍କୁ…
ପିକ୍ନିକ୍ ହେଲା କାଳ: ନଦୀରେ ବୁଡି ଜଣେ ମୃତ
ରାଉରକେଲା ଅଫିସ/ନୂଆଗାଁ,୧୦।୧: ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ନୂଆଗାଁ ବ୍ଲକ ଅନ୍ତର୍ଗତ କୋଏଲ ନଦୀର ତେତେରକେଲା ଘାଟରେ ରବିବାର ଅପରାହ୍ନରେ ଘଟିଛି ଅଘଟଣ। ପିକ୍ନିକ୍ କରିବାକୁ ଯାଇ ଗାଧୋଇବାବେଳେ ନଦୀରେ ୨ଜଣ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ବିକି ଶର୍ମା(୧୭)ଙ୍କ ମୃତଦେହ…
ପିକ୍ନିକ୍ ଯିବା ବାଟରେ ଗଛରେ ପିଟିହେଲା ବୋଲେରୋ: ଚାଳକଙ୍କ ଜୀବନ ଗଲା, ୬ ଗୁରୁତର
ସବଡେଗା,୧୦।୧(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ୨୪ ନଂ. ଜାତୀୟ ରାଜପଥ ସବଡେଗା ଫାୟାର ଷ୍ଟେଶନ ପାଖରେ ରବିବାର ପୂର୍ବାହ୍ନରେ ଏକ ବରଗଛରେ ବୋଲେରୋ ପିଟି ହେବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ…
Archives


