ସୁନ୍ଦରଗଡ଼

ସରକାରୀ ବସ୍‌କୁ ଧକ୍କା ଦେଲା ସ୍କର୍ପିଓ, ୩ ଗୁରୁତର

ସୁନ୍ଦରଗଡ,୧।୧(ଡି.ଏନ୍‌.ଏ)- ସୁନ୍ଦରଗଡ଼ ସହର ଉପକଣ୍ଠ ରାଣୀବଗିଚା ବାଇପାସ ଛକଠାରେ ଶୁକ୍ରବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ରାଉରକେଲାରୁ ଆସିକା ଯାଉଥିବା ସରକାରୀ ଯାତ୍ରୀବାହୀ ବସ୍‌କୁ ଝାରସୁଗୁଡା ପଟୁ ସହର ମଧ୍ୟକୁ ପ୍ରବେଶ କରୁଥିବା ଏକ ସ୍କର୍ପିଓ ନିୟନ୍ତ୍ରଣ ହରାଇ ଧକ୍କା ଦେଇଥିଲା ଫଳରେ…

ପୁଅକୁ ଟାଙ୍ଗିଆରେ ହାଣିଲା ବାପା

ବଡଗାଁ,୧।୧(ଡି.ଏନ୍‌.ଏ.): ନୂତନ ବର୍ଷ ନେଇ ସବୁଠି ଉତ୍ସାହ ଭରି ରହିଥିବା ବେଳେ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅନ୍ତର୍ଗତ ରନଗାଁ ଗ୍ରାମରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା । ଶୋଇଥିବା ବେଳେ ପୁଅଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ବାପା।…

ରାସ୍ତା ମରାମତି ଦାବିରେ ଗ୍ରାମବାସୀଙ୍କ ଅଭିନବ ପ୍ରତିବାଦ: ରାସ୍ତାରେ ପାଣି ସିଞ୍ଚନ କଲେ ମହିଳା, ପୁରୁଷ

ଲହୁଣୀପଡା, ୧।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କୋଇଡା ଓ ଲହୁଣୀପଡା ବ୍ଳକ ଅଧିନରେ ଥିବା ଲୁହାପଥର ଖଣି ଗୁଡିକରୁ ବାର୍ଷିକ କୋଟି କୋଟି ଟଙ୍କା ରାଜସ୍ବ ସରକାରୀ ତହବିଲକୁ ଯାଉଥିବା ବେଳେ ଉକ୍ତ ଅଞ୍ଚଳରେ ମୌଳିକ ଅଧିକାର ଯୋଗାଇଦେବା ପାଇଁ ପ୍ରଶାସନ…

ଚୋରା ଲୁହାପଥର ଟ୍ରକ ସହିତ କାର ଜବତ: ୫ ଗିରଫ

ଲହୁଣୀପଡା, ୧।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ରାଜାମୁଣ୍ଡା ଛକରୁ ଗୁରୁବାର ଭୋର ଏକ ଚୋରା ଲୁହାପଥର ବୋଝେଇ ଚଉଦ ଚକିଆ ଟ୍ରକ ଓ କାରକୁ ଜବତ କରିବା ସହିତ ୫ଜଣଙ୍କୁ ଲହୁଣୀପଡା ପୋଲିସ ଗିରଫ କରିଛି। କେନ୍ଦୁଝର…

ଶୋଇଥିବାବେଳେ ଜଳିଗଲା କାର୍‌, ଦୁଇଟି ବାଇକ, ସ୍କୁଟି

ରାଉରକେଲା ଅଫିସ, ୩୦।୧୨: ମଙ୍ଗଳବାର ବିଳମ୍ବିତ ରାତିରେ ରାଉରକେଲାର ବାସନ୍ତୀ କଲୋନି ଏଲ-୫୭(ଫେଜ -୧) ଘରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାର, ଦୁଇଟି ମୋଟର ବାଇକ, ସ୍କୁଟି, ସାଇକେଲ ସମେତ ଅନ୍ୟାନ୍ୟ ଆସବାବପତ୍ର ଜଳି ଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ…

ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ଜୀବନ ଗଲା: ୩ ଦିନ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ସବଡେଗା,୨୯।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଲସରା ଥାନା ଅଧୀନ ସବଡ଼େଗା ରୁନିପଡ଼ାରେ ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିିଛି। ଘଟଣାର ୩ ଦିନ ପରେ ପୋଲିସ ମଙ୍ଗଳବାର ଘର ପଛପଟ କଦଳି ବୁଦା ତଳୁ ଉଦ୍ଧାର କରିଛି ମହିଳାଙ୍କ ମୃତଦେହ। ମୃତକ ହେଲେ…

ଅଙ୍କିତ ମିଷ୍ଟର ସାଇନିଂ ଷ୍ଟାର ଟାଇଟଲ ବିଜୟୀ

ସୁନ୍ଦରଗଡ, ୨୯।୧୨ (ଡି.ଏନ.ଏ.): କଲିକତାଠାରେ ଅନୁଷ୍ଠିତ ମିଶନ ଡ୍ରିମ୍‌ସ ମିଷ୍ଟର ଇଣ୍ଡିଆ-୨୦୨୦ ଫାଇନାଲରେ ସୁନ୍ଦରଗଡର ଅଙ୍କିତ ପଟେଲ ଅଂଶଗ୍ରହଣ କରି ଓଡିଶା ତଥା ସୁନ୍ଦରଗଡ ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ସେ ମିଷ୍ଟର ସାଇନିଂ ଷ୍ଟାର-୨୦୨୦ର ଟାଇଟଲ ବିଜୟୀ ହୋଇଛନ୍ତି।…

ମିନି ବସ ଦୁର୍ଘଟଣା: ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

ରାଉରକେଲା ଅଫିସ,୨୭।୧୨: ୧୪୩ ନଂ. ଜାତୀୟ ରାଜପଥ ରାଉରକେଲା ବାଲୁଘାଟ ଡାକବଙ୍ଗଳା ନିକଟରେ ରବିବାର ହୋଇଥିବା ମିନି ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନା ନେବା ରାସ୍ତାରେ ଆର ଜଣଙ୍କର…

ବାଇକ୍‌ ଚାଳକଙ୍କୁ ୨୨ ହଜାର ଫାଇନ୍‌

ସୁନ୍ଦରଗଡ,୨୭।୧୨(ଡି.ଏନ୍‌.ଏ.): ମଦ ପିଇ ଗାଡ଼ି ଚଲାଇବା ବାଇକ୍‌ ଚାଳକଙ୍କୁ ପଡିଲା ମହଙ୍ଗା। ଏ ନେଇ ୨୨ ହଜାର ୫ ଶହ ଫାଇନ୍‌ ଗଣିଛନ୍ତି। ସୁନ୍ଦରଗଡ଼ ପରିବହନ ବିଭାଗ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ରାଜଗାଙ୍ଗପୁର ବିଜୁ ଏକ୍ସପ୍ରେସ ୱେରେ ଚେକିଂ ଚାଲିଥିବା…

ଡିଭାଇଡରରେ ପିଟି ହୋଇ ଓଲଟିଲା ମିନିବସ, ଜଣେ ଯାତ୍ରୀଙ୍କ ଜୀବନ ଗଲା; ୬ ଗୁରୁତର

ରାଉରକେଲା ଅଫିସ,୨୭ା୧୨: ୧୪୩ ନଂ ଜାତୀୟ ରାଜପଥର ବାଲୁଘାଟ ଏନ୍‌ଏଚ୍‌ ଡାକ ବଙ୍ଗଳା ନିକଟରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ବସ୍‌ରେ ଥିବା ଅନ୍ୟ ୬ ଯାତ୍ରୀ ଗୁରୁତର ହୋଇଛନ୍ତି।…

ମା’, ବାପାଙ୍କୁ ହାଣିଲା ପୁଅ

ନୂଆଗାଁ, ୨୬।୧୨ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ସାନପୁଅର ବିବାହ ଲାଗି ଜମି ବିକ୍ରି କଥା କହିବାରୁ ବଡ଼ପୁଅ ପନିକିରେ ମା’ବାପାଙ୍କୁ ହାଣିଛି। ପନିକି…

ଯୁବତୀ ଚାଲାଣକାରୀ ଗିରଫ

ଲହୁଣୀପଡା, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲାରୁ ଯୁବତୀ ଚାଲାଣ କରୁଥିବା ଦଲାଲଙ୍କୁ ପୋଲିସ କରିଛି। ଯୁବତୀ ଚୋରା ଚାଲାଣର ଦଲାଲଙ୍କୁ ଦୀର୍ଘ ୮ମାସ ପରେ ଚାନ୍ଦିପୋଷ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁସୁମ ଟୋଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri