ଜୀବନ ଦେବୁ ପଛେ ଜମି ଦେବୁନି
କୁତ୍ରା,୨୬ା୮(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କଣ୍ଡେଇମୁଣ୍ଡା ପଞ୍ଚାୟତରେ ଏକ ସିମେଣ୍ଟ ଅଧିକୃତ ଜେଏସ୍ଡବ୍ଲ୍ୟୁ କାରଖାନା ବାର୍ଷିକ ୦.୧୬୫ ନିୟୁତ ମେଟ୍ରିକ ଟନରୁ ୩.୦୦ନିୟୁତ ମେଟ୍ରିକ ଟନ୍କୁ ବୃଦ୍ଧି କରି ସିମେଣ୍ଟ ଉତ୍ପାଦନ କରିବ। ତେବେ ବାର୍ଷିକ ୦.୨୫୨ ନିୟୁତ…
ମୁଖ୍ୟମନ୍ତ୍ରୀଙ୍କ ଭଉଣୀଙ୍କୁ ଅଟକାଇଲା ରାଉରକେଲା ପୋଲିସ
ରାଉରକେଲା ଅଫିସ୍, ୨୩।୮: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜଳି ସୋରେନଙ୍କୁ ରାଉରକେଲା ପ୍ଲାଣ୍ଟସାଇଟ ପୋଲିସ ସୋମବାର ଅଟକାଇଛି। ଫଳରେ ଅଞ୍ଜଳି ରାଜଗାଙ୍ଗପୁରରେ ଏକ ଜନଶୁଣାଣି କାର୍ଯ୍ୟକ୍ରମକୁ ଯାଇ ପାରିନାହାନ୍ତି। ସୂଚନା ଅନୁସାରେ, ଡାଲମିଆ ସିମେଣ୍ଟ ଖାଦାନ ସମ୍ପ୍ରସାରଣ ପାଇଁ…
୭୫ତମ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ସୁନ୍ଦରଗଡ଼ ଅଫିସ,୧୫।୮: ସୁନ୍ଦରଗଡ଼ରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଶଙ୍କରାସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେ ଆୟୋଜିତ…
ପୁରୀ ଓ ରାଉରକେଲା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍
ରାଉରକେଲା ଏବଂ ପୁରୀ ମଧ୍ୟରେ ଏକ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବା ପାଇଁ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଉରକେଲାଠାରୁ ଏହି ଟ୍ରେନ୍ ଅଗଷ୍ଟ ୨୪ରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ସେହିଭଳି ପୁରୀରୁ ଅଗଷ୍ଟ ୨୫ରେ ଛାଡି ରାଉରକେଲା…
ସ୍କୁଲ ଯିବା ବାଟରେ ମୁଣ୍ଡକୁ ଆସିଲା ଏମିତି କଥା, ଫୋନ ବିକି ଅକ୍ଷୟ କୁମାରଙ୍କୁ ଭେଟିବାକୁ ଚାଲିଗଲେ ସୁନ୍ଦରଗଡ଼ର ଛାତ୍ର
ସୁନ୍ଦରଗଡ,୧୩।୮(ଡି.ଏନ୍.ଏ.): ବଲିଉଡ୍ ଅଭିନେତା ଅକ୍ଷୟ କୁମାରଙ୍କୁ ଦେଖିବା ନିଶା ଏମିତି ଯେ ଫୋନ୍ ବିକି ମୁମ୍ବାଇ ଚାଲିଯାଇଥିଲେ ଜଣେ ଛାତ୍ର। ପରେ ତାଙ୍କୁ ମୁମ୍ବାଇସ୍ଥିତ ବଲିଉଡ ହିରୋ ଅକ୍ଷୟ କୁମାରଙ୍କ ବାସଭବନ ସମ୍ମୁଖରୁ ଉଦ୍ଧାର କରାଯାଇଛି। ଉକ୍ତ ଛାତ୍ର ଜଣକ ହେଉଛନ୍ତି…
ନୂଆ ରୂପ ପାଇବ ୫୦ ସରକାରୀ ହାଇସ୍କୁଲ
ସୁନ୍ଦରଗଡ଼, ୮।୮(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସଚିବସ୍ତରୀୟ ପ୍ରତିନିଧିଦଳ ଶନିବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ପ୍ରତିନିଧି ଦଳ କୁଣ୍ଡକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ୍ ଗ୍ରୀଡ୍ ସବ୍ଷ୍ଟେଶନ, ଭେଡାବାହାଲ କୋଲ୍ କରିଡର,…
ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବିରେ କଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ
ସୁନ୍ଦରଗଡ଼,୭।୮(ଡି.ଏନ୍.ଏ.): ସୁନ୍ଦରଗଡ଼ରେ ରାଜ୍ୟରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଜିଲା କଗ୍ରେସ ପକ୍ଷରୁ ଶନିବାର ସକାଳୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସକାଳୁ ସକାଳୁ ଜିଲାରେ ବନ୍ଦର ପ୍ରଭାବ ଦେଖିବାକୁ ମଳିଛି। ବନ୍ଦକୁ ସମର୍ଥନ ଜଣାଇ ଏଠାରେ ଦୋକାନ ବଜାର ବନ୍ଦ…
ହକି ଗଡ଼ରେ ଉତ୍ସବ
ସୁନ୍ଦରଗଡ଼,୫।୮(ଡି.ଏନ୍.ଏ.): ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ୫-୪ ଗୋଲରେ ହରାଇ ଭାରତ ପୁରୁଷ ହକି ଦଳ ବ୍ରୋଞ୍ଜପଦକ ହାସଲ କରିଛି ଭାରତୀୟ ଦଳ। ଏହାପରେ ଓଡ଼ିଶା ହକିର ଅନ୍ତୁଡିଶାଳ କୁହାଯାଉଥିବା ସୁନ୍ଦରଗଡ଼ରେ ଖୁସିର ଲହରି ଖେଳିଯାଇଛି। ଭାରତୀୟ ମହିଳା ଓ ପୁରୁଷ ହକିଦଳରେ…
ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ
ସୁୁନ୍ଦରଗଡ଼,୩୦।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଜେ ପାର୍ଥସାରଥି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ରାଜକୁମାର ଲୋହାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୋକ୍ସୋ ଆକ୍ଟ ସେକ୍ସନ-୬ରେ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ହଜାର ଟଙ୍କା ଜରିମାନା…
୪୮ଘଣ୍ଟା ପରେ ଧରାପଡ଼ିଲେ ବ୍ୟାଙ୍କ ଲୁଟେରା
ସୁନ୍ଦରଗଡ଼,୩୦।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ ସୁନ୍ଦରଗଡ଼ ପୋଲିସକୁ ମିଳିଛି ସଫଳତା। ବ୍ୟାଙ୍କରୁ ଟଙ୍କା ଲୁଟ୍ ହେବାର ୪୮ଘଣ୍ଟା ମଧ୍ୟରେ ବିହାର…
ଆମ୍ବଗଛ ତଳୁ ମିଳିଲା ନବଜାତ ଶିଶୁପୁତ୍ର
ରାଉରକେଲା ଅଫିସ୍, ୩୦।୭: ରାଉରକେଲା ସେକ୍ଟର ୨୦ରେ ମିଶ୍ର ଖଟାଲ ମନ୍ଦିର ନିକଟ ଆମ୍ବଗଛ ମୂଳରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର ହୋଇଛି। ସ୍ଥାନୀୟ ପୋଲିସ ଓ ଚାଇଲ୍ଡ ଲାଇନ ଟିମ୍ ପହଞ୍ଚି ଉକ୍ତ ଶିଶୁଟିକୁ ଉଦ୍ଧାର କରି ରାଉରକେଲା…
ସୁକ୍ରୁ ହତ୍ୟା ଘଟଣାର ପର୍ଦ୍ଦାଫାଶ: ଜଣେ ଗିରଫ
ସୁନ୍ଦରଗଡ଼,୨୯ା୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମରେ ହୋଇଥିବା ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ୬ ଦିନ ପରେ ଗୁରୁବାର କୁତ୍ରା ପୋଲିସ ଗିରଫ କରିବାରେ ସଫଳ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ସୁକ୍ରୁ ସୋରେନଙ୍କୁ ତାଙ୍କ ଜ୍ୱାଇଁ…

