ସୁନ୍ଦରଗଡ଼

୨୨ ଦିନ ହେବ ନିଖୋଜ ଥିଲେ ଇଞ୍ଜିନିୟରିଂ ଛାତ୍ର: ପଥର ସନ୍ଧିରୁ ମିଳିଲା…

ବଣାଇଁ,୨୯ା୭(ପ୍ରଦୀପ ତ୍ରିପାଠୀ):ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ପର୍ଯ୍ୟଟନ ସ୍ଥଳୀ ବାଦଲଗିରିକୁ ଗତ ୬ ତାରିଖରେ ସାଙ୍ଗମାନଙ୍କ ସହ ଭୋଜି କରିବାକୁ ଆସି ଗାଧୋଇବା ବେଳେ ପାଣିରେ ବୁଡି ନିଖୋଜ ଥିବା ଇଞ୍ଜିନିୟରିଂ ଛାତ୍ର ଗୌରବ ବିପ୍ର(୨୨)ଙ୍କ ଗଳିତ ମୃତଦେହ ୨୨ ଦିନ ପରେ…

ସୁନ୍ଦରଗଡ଼ରେ ନାବାଳିକାଙ୍କୁ ଗଣବଳାତ୍କାର: ୩ ଗିରଫ

ଭୁବନେଶ୍ୱର,୨୯ା୭: ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ମୁଖ୍ୟ ଅଭିଯୁକ୍ତ ଶିତେଶ ବରାଳ (୧୯)ଙ୍କୁ ସ୍ଥାନୀୟ ଅଦାଲତରେ ହାଜର କରିଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତ, ଯେଉଁମାନେ ନାବାଳକ,…

ଅଫିସରେ ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ: ହସ୍ପିଟାଲରେ ଭର୍ତ୍ତି

ରାଉରକେଲା,୨୮।୭: ରାଉରକେଲା ମହାନଗର ନିଗମ ଅଫିସରେ ସୋମବାର ଏକ ଅଘଟଣ ଘଟିଛି। ମହାନଗର ନିଗମ ଅଫିସରେ କାର୍ଯ୍ୟରତ ଜଣେ ଠିକା କର୍ମଚାରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। କର୍ମଚାରୀ ଜଣକ ଇସ୍ୟୁ ଡିପାର୍ଟମେଣ୍ଟରେ କାର୍ଯ୍ୟ କରୁଥିବା ଜଣାପଡିଛି। ବିଭିନ୍ନ ସମସ୍ୟା ନେଇ ମହିଳା…

ମାଟିତଳେ ୩୫ ଲକ୍ଷ ଟଙ୍କା ପୋତିଥିଲେ ମାଓବାଦୀ

ରାଞ୍ଚି/ବଣାଇଁ ୨୭ା୭(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ସୀମାନ୍ତ ଚାଇଁବସାର ସରଣ୍ଡା ଜଙ୍ଗଲରୁ ମିଳିଲା ପୁଳାପୁଳା ଟଙ୍କା ବିଡ଼ା। ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଟଙ୍କା ଲୁଚାଇ ରଖିଥିବା ନେଇ ଗୋଇନ୍ଦା ବିଭାଗ ସୂଚନାକୁ ଭିତ୍ତି କରି ଗତକାଲି ସରଣ୍ଡାରେ କମ୍ବିଂ ଅପରେଶନ ସହିତ…

ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଜମି ବ୍ୟବସାୟୀଙ୍କୁ ଗୁଳିମାଡ଼, ୨ ରାଉଣ୍ଡ ଗୁଳି ଚଳାଇ… 

କୁଆଁରମୁଣ୍ଡା,୨୩।୭(ମହେନ୍ଦ୍ର କୁମାର ସାହୁ)- ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଫୁଟିଲା ଗୁଳି। ବୁଧବାର ଏକ ବାଇକରେ ୨ଜଣ ଯୁବକ ଆସି ଜମି ବ୍ୟବସାୟୀ ଉତ୍ତମ କୁମାର ଘୋଷଙ୍କୁ ଗୁଳି ମାରିଥିଲେ। ପରେ ସେମାନେ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଅଭିଯୁକ୍ତଦ୍ୱୟ…

ସୁନ୍ଦରଗଡ଼ରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ଜେଲ ଗଲେ ମ୍ୟୁନସିପାଲଟି ସାନିଟାରୀ ଅଧିକାରୀ

କୁଆଁରମୁଣ୍ଡା,୨୦।୭(ମହେନ୍ଦ୍ର କୁମାର ସାହୁ): ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରି ମୋବାଇଲରେ ଭିଡିଓ କରି ଭାଇରାଲ କରିବା ଧମକ ଦେଇ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଠକି ନେବା ଘଟଣାରେ ଗିରଫ ଅଭିଯୁକ୍ତ ଇନ୍ଦ୍ରମଣି ସାମଲ(୫୬)ଙ୍କୁ ବୀରମିତ୍ରପୁର ପୋଲିସ ରବିବାର…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ଭାଇରାଲ ଭୟ ଦେଖାଇ ୫ ଲକ୍ଷ, ସୁନାଗହଣା ନେଇଗଲେ…

କୁଆଁରମୁଣ୍ଡା,୨୦।୭(ମହେନ୍ଦ୍ର କୁମାର ସାହୁ): ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିବା ଏବଂ ବଳାତ୍କାର ସମୟର ଭିଡିଓ ଭାଇରାଲ କରିବା ଧମକ ଦେଇ ୫ ଲକ୍ଷ ଟଙ୍କା ଓ ସୁନାଗହଣା ଠକି ନେବା ଭଳି ସଙ୍ଗିନ ଅଭିଯୋଗ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର…

ପରକୀୟା ପ୍ରୀତିର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା କରି ନଦୀକୁ ଫିଙ୍ଗିଦେଲେ, ଥାନାରେ ଆତ୍ମସମର୍ପଣ କରି କହିଲେ ପୂରା ଘଟଣା…

ବଣାଇଁ,୨୦ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆଥାନା ଅନ୍ତର୍ଗତ ପଙ୍କଡ଼ିହି ଅଙ୍ଗନଓ୍ବାଡ଼ିରେ କର୍ମୀ ଥିବା ଜୟନ୍ତୀ କୁଜୁର୍‌ଙ୍କୁ ପରକିୟା ପ୍ରୀତି ସନ୍ଦେହରେ ସ୍ବାମୀ ଲକ୍ଷ୍ମଣ ଓରାମ ହତ୍ୟା କରି ଏକ ଅଖାରେ ପୂରାଇ ନଦୀରେ ଫୋପାଡ଼ି ଥିବା ବିଷୟ ରବିବାର…

ହୃଦୟବିଦାରକ ଘଟଣା: ସ୍ବାମୀ ସହ ଝଗଡା ପରେ ୨ ଝିଅଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମାଆ

ବଣାଇ,୧୭।୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲାର ଲହୁଣୀପଡ଼ା ଥାନା ଅନ୍ତର୍ଗତ ବନ୍ଧବେର୍ଣ୍ଣା ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀର ମଦ ପିଇବା ଅଭ୍ୟାସ ଓ ନୀତି ଦିନିଆ ଝଗଡ଼ାରୁ ବିରକ୍ତ ହୋଇ ତାରିଣୀ ମୁଣ୍ଡା ନାମକ ଜଣେ ମହିଳା ନିଜର…

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ ୱେବରେ ପ୍ରକାଶ ପାଇବା ପରେ କୁଆଁରମୁଣ୍ଡା ବ୍ଲକ ଓ ରାଜସ୍ବ ବିଭାଗ ତତ୍ପର ହୋଇଛି।…

ଫୁଲୁଛି ପୁଟ୍ରିଖମଣ ଜଳଭଣ୍ଡାର: ଗେଟ୍‌ ନିିର୍ମାଣ ଦାବି

କୁଆଁରମୁଣ୍ଡା,୧୪।୭(ମହେନ୍ଦ୍ର କୁମାର ସାହୁ)- ଚଳିତ ଲଗାଣ ବର୍ଷାରେ ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟ୍ରିଖମଣ ଜଳଭଣ୍ଡାର ଫୁଲି ଉଠିଛି। ଉକ୍ତ ଜଳଭଣ୍ଡାରରେ ଶାଗାବେଡା, କୁଦାବେଡା,ଦୁମାଙ୍ଗଦିରି ପାହାଡ ଇତ୍ୟାଦିରୁ ବର୍ଷା ଜଳ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାର ଫୁଲି ଉଠିଛି। ମାତ୍ର…

ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା: ଜାତୀୟ ରାଜପଥରେ ଆଣ୍ଠୁଏ ପାଣି

କୁଆଁରମୁଣ୍ଡା,୧୪।୭(ମହେନ୍ଦ୍ର କୁମାର ସାହୁ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପପ୍ରଭାବରେ ସୁନ୍ଦରଗଡ ଜିଲାରେ ବାଦଲ ଫଟା ବର୍ଷା ହୋଇଛି। ଏଥିରେ ବଣ, ପାହାଡ଼ ଘେରା କୁଆଁରମୁଣ୍ଡା ବ୍ଲକ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଅନେକ ଗ୍ରାମ ଜଳବନ୍ଦୀ ହୋଇ ରହିଛି । ପାହାଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri