ସୁନ୍ଦରଗଡ଼ରେ ବଢ଼ୁଛି କରୋନା ମୃତ୍ୟୁ
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ଏବେ ଚିନ୍ତାଜନକ ହେଲାଣି। ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାରୁ ଯେତିକି ଆଶ୍ୱସ୍ତି ମିଳିଛି ମୃତ୍ୟୁ ସଂଖ୍ୟା ବୃଦ୍ଧି ସେତିକି ଚିନ୍ତା ବଢ଼ାଉଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧ରେ ପହଞ୍ଚତ୍ଛି। ଏବେ ସବୁ…
ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ
ରାଉରକେଲା ଅଫିସ,୧୯ା୧୧-ରାଉରକେଲା ଉଦିତନଗର ପରେଡ ପଡିଆରେ ଗୁରୁବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ ଜଳିପୋଡି ପାଉଁଶ ହୋଇଯାଇଛି। ଓଡ଼ିଶା ଅଗ୍ନିଶମ ଓ ଆର୍ଏସ୍ପିର ୪ଟି ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ସୂଚନାନୁସାରେ, ଉଦିତନଗର…
ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ
ରାଉରକେଲା ଅଫିସ,୧୯ା୧୧-ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ ଅଞ୍ଚଳରେ ଗୁରୁବାର ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାନ୍ଧରୁ ଓରାମ(୭୫) ଓ କାର୍ତ୍ତିକ ଭୂମିଜ(୬୫)। ସକାଳୁ ମଲଙ୍ଗା ଗ୍ରାମର ଗାନ୍ଧରୁ ଓରାମ ନିଜ ଘର ପାଖ ବଗିଚା କାମ କରୁଥିଲେ।…
ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ, ବୀରମିତ୍ରପୁର ଅଞ୍ଚଳରେ ଚାପା ଉତ୍ତେଜନା
କୁଆଁରମୁଣ୍ଡା,୧୯।୧୧(ଡି.ଏନ୍.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ହେପାଜତରେ ଥିବା ଜଣେ ଯୁବକଙ୍କର ଗୁରୁବାର ମୃତ୍ୟୁୁ ହୋଇଯାଇଛି। ସେ ହେଉଛନ୍ତି ବୀରମିତ୍ରପୁର କରବୋଲା ରୋଡ୍ର ତାରିକ ସଲିମ୍(୨୪) । ଏହି ଖବର ପ୍ରଚାରିତ ହେବାପରେ ଗୁରୁବାର ସକାଳୁ ବୀରମିତ୍ରପୁର ଅଞ୍ଚଳବାସୀଙ୍କ ପକ୍ଷରୁ ଥାନାରେ…
କୁରାଢ଼ି ବେଣ୍ଟରେ ବଡ଼ଭାଇଙ୍କ ଜୀବନ ନେଲେ ସାନଭାଇ, ଫାଣ୍ଡିରେ କଲେ ଆତ୍ମସମର୍ପଣ
କୁଆଁରମୁଣ୍ଡା,୧୬ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପୁଟୁରୀଖମଣ ପଞ୍ଚାୟତ ହରପାଲି ଗ୍ରାମର ସୁଖୁ ଲାକ୍ରା(୪୦)ଙ୍କୁ ତାଙ୍କ ସାନଭାଇ ବାନ୍ଧନା ଲାକ୍ରା(୩୦) ରବିବାର କୁରାଢ଼ି ବେଣ୍ଟ ପାଇଁ ଥିବା କାଠବାଡ଼ିରେ ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ସୁଖୁ ଘଟଣାସ୍ଥଳରେ ଅଚେତ୍ ହୋଯାଇଥିଲେ।…
ପୂର୍ବ ଶତ୍ରୁତାକୁ ନେଇ ପୋଡିଦେଲେ ପାନ ଦୋକାନ
କୁଆଁରମୁଣ୍ଡା,୧୪।୧୧(ଡି.ଏନ.ଏ.)- ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ତହସିଲ ବଜାରରେ ପାନ ଦୋକାନ କରିଥିବା ବାବୁନି ପଣ୍ଡାଙ୍କ ପାନ ଦୋକାନକୁ ଶୁକ୍ରବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ ପୋଡି ଦେଇଛନ୍ତି। ଫଳରେ ପାନ ଦୋକାନରେ ଥିବା ସମସ୍ତ ସାମଗ୍ରୀ…
ପାଇପ ମିସ୍ତ୍ରିଙ୍କ ନାଁରେ ୭୦ କୋଟି ଟଙ୍କାର ଜିଏସ୍ଟି ଠକେଇ
ରାଉରକେଲା ଅଫିସ,୬ା ୧୧-ଷ୍ଟିଲ ସିଟିର ଜଣେ ପାଇପ ମିସ୍ତ୍ରିଙ୍କ ନାମରେ ୭୦ କୋଟି ଟଙ୍କା ଜିଏସଟି ଠକେଇ ହୋଇଥିବା ଘଟଣା ସାମନାକୁ ଆସିଛି। ଏହାପୂର୍ବରୁ ଏଭଳି ଏକାଧିକ ମାମଲା ଲୋକ ଲୋଚନକୁ ଆସିଥିବା ବେଳେ ଏଥିରେ ବହୁ ନିରୀହ ଲୋକ ଶିକାର…
ମହିଳାଙ୍କୁ ଦଳି ମାରିଦେଲା ହାତୀ
ଲହୁଣୀପଡା, ୫।୧୧ (ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ବାଙ୍କୀ ରେଞ୍ଜ କୁଚେଇତା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଦନ୍ତାହାତୀ ଦଳି ମାରି ଦେଇଛି। ମୃତ ମହିଳା ହେଲେ କୁଚେଇତା ଗ୍ରାମର ପାଣ୍ଡରା ମୁଣ୍ଡାଙ୍କ ସ୍ତ୍ରୀ ମନିକା (୪୨)। ବୁଧବାର…
ଶିଳ୍ପ ବନ୍ଦ କଥା ସରକାରଙ୍କୁ ଅଜଣା
ଯାଜପୁର ଅଫିସ/ବାଲେଶ୍ୱର ଅଫିସ୍/ଅନୁଗୋଳ ଅଫିସ୍/ବଲାଙ୍ଗୀର ଅଫିସ୍/କେନ୍ଦୁଝର ସ୍ବ.ପ୍ର./ ସୁନ୍ଦରଗଡ଼/ଓଡ଼ାପଡ଼ା, ୫।୧୧(ଡି.ଏନ.ଏ.): ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର କହୁଛନ୍ତି। ଏହି କ୍ରମରେ ରାଜ୍ୟ ଏକକ ବାତାୟନ (ସିଙ୍ଗିଲ୍…
୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ
ସୁନ୍ଦରଗଡ,୨।୧୧(ଡି.ଏନ୍.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା ପରେ ଏବେ ନିଜ ଦେଶ ଭାରତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାକିସ୍ତାନ ସରକାର ତାଙ୍କୁ ଅନ୍ୟ…
ନାବାଳିକାଙ୍କୁ ୬ ମାସ ଧରି ବଳାତ୍କାର
କୁଆଁରମୁଣ୍ଡା,୨୮ା୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ଥିବା ଏକ ଆବଦ୍ଧ କୋଠରୀରେ ଜଣେ ନାବାଳିକାଙ୍କୁ ରଖି ୬ମାସ ଧରି ବଳାକତ୍ାର କରାଯାଉଥିଲା। କୌଶଳକ୍ରମେ ନାବାଳିକା ଜଣକ ଯୁବକଙ୍କ କବଳରୁ ଖସି ଆସି ସୋମବାର କୁଆଁରମୁଣ୍ଡା ଫାଣ୍ଡିରେ ଅଭିଯୋଗ କରିବା ପରେ…
ବୀରମିତ୍ରପୁର ଥାନା ନାବାଳିକା ବଳାତ୍କାର, ଗର୍ଭପାତ ଘଟଣା: ପାଚେରି ଡେଇଁ ପୀଡ଼ିତା ନାବାଳିକା ଫେରାର
ସୁନ୍ଦରଗଡ଼,୨୪ା୧୦(ଡି.ଏନ.ଏ.)-ଗତ ଜୁନ୍ ମାସରେ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଘଟିଥିବା ନାବାଳିକା ବଳାତ୍କାର ଓ ଗର୍ଭପାତ ଘଟଣା ନୂଆ ମୋଡ଼ ନେଇଛି ା ଏହି ଘଟଣା ପରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ସୁରକ୍ଷା ଦୃଷ୍ଟିରୁ ଗତ ଜୁଲାଇ ୧୧ରେ ରାଉରକେଲା…
Archives


