ସୁନ୍ଦରଗଡ଼

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଗିରଫ

ବାଲିଶଙ୍କରା,୬।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ କରୁଆାହାଲ ଗ୍ରାମରେ ବୁଧବାର ରାତିରେ ଜଣେ ନାବାଳିକାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତ ଯୁବକ ଶିବଶଙ୍କର…

ସକାଳେ ଫେରାର, ସନ୍ଧ୍ୟାରେ ଫେରିଲେ

ରାଜଗାଙ୍ଗପୁର,୩।୫: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌର ପରିଷଦ ପକ୍ଷରୁ ସହରର କମ୍ୟୁନିଟି ସେଣ୍ଟରରେ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। ସୋମବାର ସକାଳେ ଏହି କ୍ୱାରେନଣ୍ଟାଇନ ସେଣ୍ଟରରୁ ୧୧ଜଣ ପ୍ରବାସୀ ଫେରାର ହୋଇ ଯାଇଥିଲେ। ପୁଣି ସନ୍ଧ୍ୟାରେ ସେମାନେ ଫେରି ଆସିଥିବା ଜଣାପଡିଛି। ମିଳିଥିବା…

କରୋନାରେ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧।୫(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକ ତଥା କୁଆଁରମୁଣ୍ଡା ବ୍ଲକ ସରପଞ୍ଚ ସଂଘର ସଭାପତି ସ୍ଥାନୀୟ ଦଲକି ପଞ୍ଚାୟତ ସରପଞ୍ଚ ଓସ୍କାର କୁମାର କିଣ୍ଡୋ (୪୫)ଙ୍କର ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଗତ ୨…

ଲେଫ୍ରିପଡ଼ା ବ୍ଲକ, ତହସିଲ, ଥାନା, ବିଭିନ୍ନ ବିଭାଗର କାର୍ଯ୍ୟାଳୟ କରାଗଲା ବିଶୋଧନ

ସୁନ୍ଦରଗଡ,୧।୫(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲାରେ କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଜିଲାର ପ୍ରତ୍ୟେକ ଗ୍ରାମରେ ସଂକ୍ରମଣ ମଧ୍ୟ ବଢୁଛି। ଜିଲାର ତଲସରା ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କୁ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଶନିବାର ଭାଜପା ଜିଲା ସଭାପତି…

ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କଲେ ମହିଳା

ସୁନ୍ଦରଗଡ଼,୧।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଧରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ ମିଟୁଡୁଙ୍ଗୁରୀ ବନଦୁର୍ଗା ମନ୍ଦିର ପଛ ପାଖରେ ଶନିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ କେନ୍ଦ୍ର କରି ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ…

କରୋନାରେ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧।୫(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକ ତଥା କୁଆଁରମୁଣ୍ଡା ବ୍ଲକ ସରପଞ୍ଚ ସଂଘର ସଭାପତି ସ୍ଥାନୀୟ ଦଲକି ପଞ୍ଚାୟତ ସରପଞ୍ଚ ଓସ୍କାର କୁମାର କିଣ୍ଡୋ (୪୫)ଙ୍କର ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଗତ ୨…

ସୁନ୍ଦରଗଡ଼ ଜିଲାରୁ ଦିନକରେ ସର୍ବାଧିକ ୧୧୦୦ କରୋନା ପଜିଟିଭ ଚିହ୍ନଟ: ଚିନ୍ତା ବଢ଼ାଉଛି ସୀମା

ସୁନ୍ଦରଗଡ଼,୧।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୧୧୦୦ କରୋନା ପଜିଟିଭ ଚିହ୍ନଟ ହୋଇଛି। ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାରେ ଥିବା ଏହି ଜିଲାରେ କରୋନା ସଂକ୍ରମଣକୁ ରୋକିବା ସକାଶେ ସପ୍ତାହନ୍ତ ସଟ୍‌ ଡାଉନ ଓ ରାତ୍ରିକାଳୀନ କର୍ଫ୍ୟୁ ଚାଲିଥିଲେ ମଧ୍ୟ…

ପରିବାରକୁ ନ ଜଣାଇ କରୋନା ରୋଗୀଙ୍କ ମୃତଦେହ ପୋଡ଼ିଦେଲେ ହସ୍ପିଟାଲ କର୍ତ୍ତୃପକ୍ଷ

ସୁନ୍ଦରଗଡ଼,୩୦।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥାର ଆଉ ଏକ ସଙ୍ଗୀନ ଚିତ୍ର ପଦାକୁ ଆସିଛି। ଏଠାରେ ଗତ ୧୯ ତାରିଖରେ କରୋନାରେ ଆକ୍ରାନ୍ତ ଜଣେ ବ୍ୟକ୍ତିଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ଗତ ୨୫ ତାରିଖରେ ସେହି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ମାତ୍ର…

ଝିଅକୁ ହତ୍ୟା ପରେ ମା’ର ଆତ୍ମହତ୍ୟା: ଜଙ୍ଗଲରୁ ମିଳିଲା ସ୍ବାମୀଙ୍କ ମୃତଦେହ

ବଣାଇ/ବଡ଼ବିଲ/ଟେନ୍‌ସା,୨୯।୪: ରାସ୍ତାକଡ଼ ଶାଳ ଜଙ୍ଗଲରୁ ସ୍ବାମୀ ଏବଂ ଭଡ଼ାଘରୁ ମିଳିଲା ସ୍ତ୍ରୀ ଓ ଝିଅଙ୍କ ମୃତଦେହ। ଗୋଟିଏ ଦିନରେ ପରିବାରର ୩ ସଦସ୍ୟଙ୍କ ଏଭଳି ସନ୍ଦେହଜନକ ମୃତ୍ୟୁ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ନିୟୁ ଗାର୍ଡେନ…

ଭଡ଼ାଘରୁ ମା-ଝିଅଙ୍କ ମୃତଦେହ ଜବତ

ବଣାଇଁ,୨୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ନିୟୁ ଗାର୍ଡେନ କଲୋନୀ ମସଜିଦ ସମ୍ମୁଖ ଭଡ଼ାଘରୁ ଗୁରୁବାର ମା- ଝିଅଙ୍କ ମୃତଦେହ ଜବତ କରିଛି ପୋଲିସ। ମା’ଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ବେଳେ ୩ ବର୍ଷ ଶିଶୁକନ୍ୟାର ମୃତଦେହ ଖଟ…

ଟ୍ରେନ୍‌ ଲାଇନ୍‌ ଉଡ଼ାଇଲେ ମାଓବାଦୀ

ରାଉରକେଲା ଅଫିସ,୨୬।୪: ବିସ୍ଫୋରଣ କରି ଟ୍ରେନ୍‌ ଲାଇନ ଉଡ଼ାଇ ଦେଇଛନ୍ତି ମାଓବାଦୀ। ରବିବାର ବିଳମ୍ବିତ ରାତିରେ ମାଓବାଦୀମାନେ ଝାଡ଼ଖଣ୍ଡ ସୀମା ଚକ୍ରଧରପୁର ଲୋଟା ପାହାଡ଼ ନିକଟରେ ବିସ୍ଫୋରଣ ଘଟାଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୨ ମିଟର ପର୍ଯ୍ୟନ୍ତ ଟ୍ରେନ ଲାଇନ ନଷ୍ଟ…

ଟ୍ରକ୍‌କୁ ଧକ୍କା ଦେଲା ରଙ୍ଗ ରୁଟରେ ଯାଉଥିବା ଆମ୍ବୁଲାନ୍ସ: ଡ୍ରାଇଭର ମୃତ

ବଡ଼ଗାଁ, ୨୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଫିସ ସମ୍ମୁଖ ୧୦ନମ୍ବର ରାଜ୍ୟ ରାଜପଥରେ ରବିବାର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭର ଝାରସୁଗୁଡ଼ା ବେଲପାହାଡ଼ର ରାଜା ଗରଡିଆ (୩୫)ଙ୍କ ମୃତ୍ୟୁ ଘଟିଛି। ଆମ୍ବୁଲାନ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?