ସୁନ୍ଦରଗଡ଼

କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଯୁବକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧୩।୭(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ ଅଣ୍ଡାଳି ପଞ୍ଚାୟତ ଜାମବାହାଲ ଅଞ୍ଚଳର ଜଣେ ୪୦ ବର୍ଷିୟ ଯୁବକଙ୍କ ରାଉରକେଲାସ୍ଥିତ ହାଇଟେକ୍‌ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ମୃତ୍ୟ ଘଟିଛି। ତାଙ୍କର ଜ୍ୱର, କାଶ, ଛିଙ୍କ ନ କମିବାରୁ…

କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନେଉନି ପ୍ରଶାସନ: ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣା

ରାଉରକେଲା ଅଫିସ,୧୨।୭-ଜଣେ କରୋନା ସଂକ୍ରମିତଙ୍କୁ ମେଡିକାଲ ନେବା ଦାବିରେ ରବିବାର କୋଏଲନଗର ଅଞ୍ଚଳର କିଛି ଲୋକ ପ୍ରଶାସନକୁ ନେହୁରା ହୋଇଛନ୍ତି। ହେଲେ ସେମାନଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାର ପ୍ରତିବାଦରେ ସେମାନେ ଝିରପାଣି ଥାନାରେ ଧାରଣା ଦେଇଛନ୍ତି। ସେମାନେ ଅଭିଯୋଗ କରିଛନ୍ତି,…

ରାଉରକେଲାକୁ ଶଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ସୁନ୍ଦରଗଡ଼,୧୦ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁନ୍ଦରଗଡ଼ ଜିଲାରେ ପୁଣି ୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ପରିଶେଷରେ ରାଉରକେଲା ସହର ଓ କଲୁଙ୍ଗା ଶିଳ୍ପାଞ୍ଚଳକୁ…

କୋଭିଡ୍‌ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ

ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ବୁଧବାର ଜିଲାପାଳ ନିଖିଲ ପୱନ କଲ୍ୟାଣ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ…

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଡାକ୍ତର ଗିରଫ

ସୁନ୍ଦରଗଡ଼,୭।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ବୀରମିତ୍ରପୁର ସାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବାଶିଷ ଘୋଷଙ୍କୁ ଗିରଫ କରିଛି। ବେଆଇନ ଭାବେ ଗର୍ଭପାତ କରାଇଥିବା ଅଭିଯୋଗରେ ତାଙ୍କୁ ପଚରାଉଚରା ପରେ କ୍ରାଇମବ୍ରାଞ୍ଚ ଗିରଫ କରି…

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଜେଲ୍‌ ଗଲେ ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝି

ସୁନ୍ଦରଗଡ଼,୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝିଙ୍କୁ ସୋମବାର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭପାତ ଘଟଣାରେ ମାଝିଙ୍କୁ ଗିରଫ ପରେ ପୋକ୍ସୋ କୋର୍ଟ ରିମାଣ୍ଡ ପ୍ରଦାନ କରିବା ସହ ବିଚାର ବିଭାଗୀୟ…

ଏହି ୧୪ ଜିଲାରୁ ଫେରିଲେ ରହିବେ କ୍ୱାରାଣ୍ଟାଇନ୍‌ରେ

ରାଉରକେଲା ଅଫିସ/ସୁନ୍ଦରଗଡ଼,୫।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ପ୍ରଶାସନ ତରଫରୁ ନିର୍ଦ୍ଦିଷ୍ଟ ୧୪ଟି ଜିଲାରୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି ଖୋର୍ଦ୍ଧା, ଭଦ୍ରକ, ବଲାଙ୍ଗୀର, ପୁରୀ, ଝାରସୁଗୁଡ଼ା, ଯାଜପୁର, ମୟୂରଭଞ୍ଜ, ଗଞ୍ଜାମ, ବାଲେଶ୍ୱର,…

ମା’ଙ୍କ ସହ ଶଙ୍ଖନଦୀରେ ଗାଧୋଉଥିଲେ ୫ ବର୍ଷର ଝିଅ: ଏ ଯାଏ ମିଳୁନି ପତ୍ତା

କୁଆଁରମୁଣ୍ଡା,୨।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଦଲକି ପଞ୍ଚାୟତ କାଦୋଡ଼ହି ଗ୍ରାମର ଜଣେ ନାବାଳିକା ବୁଧବାର ସନ୍ଧ୍ୟାରେ ଶଙ୍ଖନଦୀରେ ଭାସିଯାଇଛନ୍ତି ମା’ଙ୍କ ସହ ଶଙ୍ଖନଦୀରେ ଗାଧୋଉଥିଲେ ୫ ବର୍ଷର ଝିଅ: ଏ ଯାଏ ମିଳୁନି ପତ୍ତା ସେ ହେଲେ ଖ୍ରୀଷ୍ଟଫର…

ବୀରମିତ୍ରପୁରରେ ପୁଣି ନାବାଳିକାଙ୍କୁ ଅସଦାଚରଣ: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାକୁ କେଇଟାଦିନ ପୁରି ନ ଥିବା ବେଳେ ପୁଣି ସେହି ଥାନା ଅନ୍ତର୍ଗତ ଡି.ଦାସ ଦଫେଇରେ ଆଉ ଏକ ନାବାଳିକାଙ୍କୁ ଅସଦାଚରଣ…

ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼, ୨୬।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…

ବୃଦ୍ଧାଙ୍କୁ ଦଳିଦେଲା ହାତୀ

ସୁନ୍ଦରଗଡ଼,୨୬ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ହେମଗିରି ରେଞ୍ଜ ପୋବାହାଲ ଗାଁରେ ଶୁକ୍ରବାର ଜଣେ ବୃଦ୍ଧାଙ୍କୁ ହାତୀ ଦଳି ମାରି ଦେଇଛି। କେନ୍ଦୁ ପଞ୍ଚାୟତ ଅନ୍ତର୍ଗତ ପୋବାହାଲ ଗାଁର ମିନି ଉରମାଲ(୭୭) ଆଜି ସକାଳୁ ଶୌଚ ପାଇଁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ।…

ସୁନ୍ଦରଗଡ଼ରେ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଲା

ସୁନ୍ଦରଗଡ଼,୨୧।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ସୋମବାର ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ୧୨ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଛି। ଏ ନେଇ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ୧୨ ଆକ୍ରାନ୍ତଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri