ସୁନ୍ଦରଗଡ଼

ବର୍ଷାରେ ଭାସିଗଲା ବାଉଁଶ ପୋଲ: ୨ ବ୍ଲକକୁ ଯୋଗାଯାଗ ବିଚ୍ଛିନ୍ନ

ରାଉରକେଲା ଅଫିସ,୧୮ା୬-ସୁନ୍ଦରଗଡ଼ ଜିଲା କୁଅଁାରମୁଣ୍ଡା ଓ ନୂଆଗଁା ବ୍ଲକ ସହ ରାଉରକେଲା ସହରକୁ ଯୋଡୁଥିବା ଅନ୍ୟତମ ଯୋଗାଯୋଗ ମାଧ୍ୟମ ବାଉଁଶ ପୋଲ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗୁରୁବାର ସକାଳେ ଭାସିଯାଇଛି। ପୋଲ ମଝି ଅଂଶରୁ ଏକ ବଡ଼ ଖଣ୍ଡ ଭାସି…

ବଣାଇ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍‌ରୁ ନିଜକୁ କଲେ ଗୁଳି

ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରାଥମିକ ତଦନ୍ତରୁ ମୃତ୍ୟୁର କାରଣ ସ୍ପଷ୍ଟ…

ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବଣାଇ ବିଧାୟକଙ୍କ ପିଏସ୍‌ଓ

ସୁନ୍ଦରଗଡ଼,୧୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବିଧାୟକ ଲକ୍ଷଣ ମୁଣ୍ଡାଙ୍କ ପିଏସ୍‌ଓ ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର କାରଣ ଏଯାଏଁ ଜଣାପଡ଼ିନାହିଁ। ବୁଧବାର ରାତିରେ ସେ ନିଜ ଗ୍ରାମରେ ଆତ୍ମହତ୍ୟା କରିଥିଲେ। ପୋଲିସ ମୃତଦେହ…

ରାଉରକେଲା ଏସ୍‌ପିଙ୍କ ନାମରେ ଫେସବୁକ୍‌ରେ ଫେକ୍‌ ଆଇଡି ଖୋଲି ବନ୍ଧା ହେଲେ ନାବାଳକ

ରାଉରକେଲା ଅଫିସ,୧୬।୬: ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ନାମରେ ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଲୋକଙ୍କୁ ବ୍ଲାକମେଲିଂ କରିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ମଙ୍ଗଳବାର ଉଦିତନଗର ପୁଲିସ ଗିରଫ କରିଛି। ଗିରଫ ନାବାଳକଙ୍କ ଘର…

ନାଳରେ ଭାସିଗଲେ ନାବାଳକ, ସାହସିକତା ଦେଖାଇଲେ ଅଗ୍ନିଶମ ବିଭାଗ କର୍ମଚାରୀ; ମିଳିଲା ନୂଆ ଜୀବନ

ବଣାଇ,୧୫ା୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କେ.ବଳଙ୍ଗା ଥାନା ଅନ୍ତର୍ଗତ କମାରପୋଷ ଗ୍ରାମର ଜଣେ ନାବାଳକ ନାଳରେ ଗାଧୋଉଥିବା ବେଳେ ହଠାତ୍‌ ପାଣି ଚାଲିଆସିବାରୁ ସେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ଉଦ୍ୟମରେ ତାଙ୍କୁ ଉଦ୍ଧାର କରାଯାଇଥିବାରୁ ସେ ନୂଆ ଜୀବନ…

ସୁନ୍ଦରଗଡ଼ରେ ପହଞ୍ଚିଲା ମୌସୁମୀ: ଜାରିରହିଛି ବର୍ଷା

ସୁନ୍ଦରଗଡ଼,୧୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ମୌସୁମୀ ପହଞ୍ଚିଛି। ଫଳରେ ଶନିବାର ରାତିରୁ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଜିଲାରେ ହାରାହାରି ୬୨.୫୯ ମିମି ବର୍ଷା ହୋଇଥିବା ଜିଲା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁସାରେ ୧୭ଟି ବ୍ଲକରେ ୧୦୬୪.୧ମିମି ବର୍ଷା ହୋଇଛି।…

ସୁନ୍ଦରଗଡ଼ରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ

ସୁନ୍ଦରଗଡ଼,୧୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ରବିବାର ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଦୁଇଜଣ ମହିଳା ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ମୁମ୍ବାଇ ଏବଂ ଅନ୍ୟ ଜଣେ କୋଲକାତାରୁ ଫେରିଥିଲେ। ତୃତୀୟ ଆକ୍ରାନ୍ତ ଜଣକ ମହାରାଷ୍ଟ୍ରରୁ ଫେରିଥିଲେ। ସମସ୍ତେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

ନଳକୂପରୁ ପାଣି ଆଣୁଥିବା ବେଳେ ବଜ୍ରପାତ: ଚାଲିଗଲା ୨ ଶ୍ରମିକଙ୍କ ଜୀବନ

କୁଆଁରମୁଣ୍ଡା,୧୪ା୬(ଡି.ଏନ୍‌.ଏ.) : ରବିବାର ସକାଳେ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଖୁଖୁୁଣ୍ଡୁବାହାଲ ପଞ୍ଚାୟତର ଲୋଡୋସେରା ନାଳା ପୋଲ ନିକଟରେ ବଜ୍ରପାତରେ ୨ ଜଣ ଯୁବ ଶ୍ରମିକଙ୍କର ପ୍ରାଣହାନୀ ଘଟିଛି। ମୃତକ ଦ୍ୱୟ ହେଲେ ବିନୀତ ଡୁଙ୍ଗଡୁଙ୍ଗ(୨୨) ଓ ବୋଧ କେର୍କେଟା(୨୫)।…

ପୋଖରୀରେ ବୁଡ଼ି ହାତୀ ଛୁଆ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ: ବଲଣ୍ଡା ଫରେଷ୍ଟ ଗାର୍ଡ ନିଲମ୍ବିତ, କୁଆଁରମୁଣ୍ଡା ରେଞ୍ଜର-ଫରେଷ୍ଟରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ସୁନ୍ଦରଗଡ଼/କୁଆଁରମୁଣ୍ଡା,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳ ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଛୁଆ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ବଲଣ୍ଡା ଫରେଷ୍ଟ ଗାର୍ଡ ସଂଘମିତ୍ରା ମହାନ୍ତଙ୍କୁ କାର୍ଯ୍ୟରୁ ନିଲମ୍ବିତ…

କଲଭର୍ଟ ତଳକୁ ଖସିଲା ବାଇକ୍‌: ୨ କଲେଜ ଛାତ୍ର ମୃତ, ଜଣେ ଆହତ

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ଅଲେଇକେରା ନିକଟରେ ଶନିବାର ଭାରସାମ୍ୟ ହରାଇ ଏକ ବାଇକ୍‌ କଲଭର୍ଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାରେ ୨ଜଣ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକମାନେ ହେଲେ କିଞ୍ଜିରକେଲା ଥାନା…

ପୋଖରୀରେ ବୁଡ଼ି ୪ ମାସର ହାତୀ ଛୁଆର ଜୀବନଗଲା

କୁଆଁରମୁଣ୍ଡା,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଶୁକ୍ରବାର ଅପରାହ୍ନରେ ଏକ ୪ ମାସର ମାଈ ହାତୀ ଛୁଆର ମୃତ୍ୟୁ ଘଟିଛି। ଛୁଆ ହାତୀଟିକୁ କୁଆଁରମୁଣ୍ଡା ବନ ରେଞ୍ଜ…

ରାଉରକେଲାରେ ମୃତଦେହ ଶୋଭାଯାତ୍ରାରେ ସାମିଲ ହେବା ଘଟଣା: ୫ଶହ ଲୋକଙ୍କ ନାମରେ ମାମଲା ରୁଜୁ କଲା ପୋଲିସ

ରାଉରକେଲା ଅଫିସ,୧୧।୬: ଗତ ୮ ତାରିଖରେ ରାଉରକେଲା ରେଲଓ୍ବେ କଲୋନିରେ ଏକ ହତ୍ୟାକାଣ୍ଡ ଘଟିଥିଲା। ମୃତକଙ୍କ ମୃତଦେହ ଶୋଭାଯାତ୍ରାରେ ୫ଶହରୁ ଅଧିକ ଲୋକ ସାମିଲ ହୋଇଥିଲେ। ମାସ୍କ ନ ପିନ୍ଧି, ସାମାଜିକ ଦୂରତ୍ୱ ନ ମାନି ଶୋଭାଯାତ୍ରାରେ ଲୋକମାନେ ଯାଇଥିଲେ। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri