କଣ୍ଟେନମେଣ୍ଟ ଜୋନ୍ରେ ପୋଲିସକୁ ପଥର ମାଡ଼
ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ କରିବା ସହ ବ୍ୟାରିକେଡ୍ ଭାଙ୍ଗି ଦେଇଥିଲେ। ଶତାଧିକ ମହିଳା ଓ ପୁରୁଷ ମହତାବ…
ଲକ୍ଡାଉନ୍: ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ର ୧୦୦ ଯୁବତୀ: ଫେରାଇ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ
ସୁନ୍ଦରଗଡ଼,୪ା୫(ଡି.ଏନ୍.ଏ.): ଲକ୍ଡାଉନ ଯୋଗୁ ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ ଜିଲାର ୧୦୦ଜଣ ଯୁବତୀ। ଏହି ଯୁବତୀମାନେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କ ଘରକୁ ଫେରାଇ ନେବାର ବ୍ୟବସ୍ଥା କରିବାକୁ ଅନୁରୋଧ କରିଛନ୍ତି। ଆନ୍ଧ୍ରପ୍ରଦେଶର ନେଲୋର ଜିଲାସ୍ଥିତ ରାଇଜିଂ ଇଣ୍ଡିଆନ…
CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା
ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ…
CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
କ୍ୱାରାଣ୍ଟାଇନ ସେଣ୍ଟରରୁ ଖସି ପଳାଇଲେ ୬ ଶ୍ରମିକ
ବଡ଼ଗାଁ,୧।୫(ଡି.ଏନ.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତିତ। ଏହାର ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ନେବା ସହ କେତେକ କଟକଣା ଜାରି କରିଛନ୍ତି। ଭାରତକୁ ଏବେ ସମ୍ପୂର୍ଣ୍ଣ ଭାବେ ଲକ୍ ଡାଉନ୍ କରାଯାଇଛି। ଲୋକେ ଘରୁ ନ ବାହାରିବାକୁ କୁହାଯାଉଛି।…
ବିସ୍ଫୋରଣରେ ଯୁବତୀଙ୍କ ଜୀବନଗଲା: ଭାଇକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ
ସୁନ୍ଦରଗଡ଼, ୧।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ରାଣୀ ବଗିଚାରେ ଗୁରୁବାର ରାତିରେ ବିସ୍ଫୋରଣ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରେଣୁକା ନାଗ (୨୩)। ରେଣୁକାଙ୍କ ବାପା କହ୍ନାଇ ନାଗଙ୍କ କହିବା ଅନୁସାରେ, ଗୁରୁବାର ରାତିରେ ପରିବାର…
ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠି ପାଇଁ ଘର ଘର ବୁଲି ଟଙ୍କା ସଂଗ୍ରହ କରୁଛନ୍ତି ସୁନ୍ଦରଗଡ଼ ବିଧାୟିକା
ସୁନ୍ଦରଗଡ ,୧।୫ (ଡି.ଏନ୍.ଏ.): ବିଶ୍ୱ ମହାମାରୀ କରୋନାକୁ ପରାସ୍ତ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଯୋଡି ହୋଇଛନ୍ତି ସବୁ ବର୍ଗର ଲୋକ। ଏହି କ୍ରମରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଗାଁ ଗାଁ ବୁଲି କୋଭିଡ-୧୯…
ସପ୍ତାହରେ ଥରେ ଖୋଲିବ ପରିବା ମାର୍କେଟ, ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ନିର୍ଦ୍ଦେଶନାମା ଜାରି
ସୁନ୍ଦରଗଡ଼,୩୦ା୪(ଡି.ଏନ୍.ଏ.) : ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଲକ୍ଡାଉନ୍ କଟକଣାକୁ କଡ଼ାକଡ଼ି ପାଳନ ପାଇଁ ଜିଲାପାଳ ନିଖିଲ ପବନ କଲ୍ୟାଣ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । କଣ୍ଟେନ୍ମେଣ୍ଟ ଘୋଷିତ ରାଉରକେଲା ମହାନଗର ନିଗମ ଓ ବିଶ୍ରା ଅଞ୍ଚଳ…
ରକ୍ତଦାନ କରି ମଧୁବାବୁଙ୍କୁ ସମ୍ମାନ ଜଣାଇଲେ ଓକିଲ
ସୁନ୍ଦରଗଡ, ୨୯।୪ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଓକିଲସଂଘ ତରଫରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୨ତମ ଜୟନ୍ତୀ ଓ ଆଇନଜୀବୀ ଦିବସ ସାମାଜିକ ଦୂରତ୍ୱ ବଜାୟ ରଖି ନିରାଡମ୍ବର ଭାବେ ପାଳିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର…
ସ୍ବାମୀଙ୍କ ସହ ମିଶି ମାକ୍ସ ତିଆରି କରି ବାଣ୍ଟୁଛନ୍ତି ଶାନ୍ତିଲତା
ସୁନ୍ଦରଗଡ଼,୨୮ା୪(ଡି.ଏନ୍.ଏ.)-କରୋନା ସଂକ୍ରମଣକୁ ରୋକିବା ପାଇଁ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରି ପରିସ୍ଥିତିରେ ସମସ୍ତଙ୍କ ପାଖରେ ମାକ୍ସ ପହଞ୍ଚାଇବା ପାଇଁ ଅଣ୍ଟା ଭିଡିଛନ୍ତି ସ୍ଥାନୀୟ ଅଞ୍ଚଳର ସାମାଜିକ କର୍ମୀ ଓ ଭାଜପା ନେତ୍ରୀ ଶାନ୍ତିଲତା ସରାଫ । ନିଜ ଖର୍ଚ୍ଚରେ ମାକ୍ସ…
ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ
ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ…
CORONAVIRUS UPDATE: ସୁନ୍ଦରଗଡ଼ ଜିଲାରେ ଆଉ ୪କରୋନା ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼,୨୮।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ପୁଣି ଆଉ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୪କରୋନା ଆକ୍ରାନ୍ତ ରାଉରକେଲା ନାଲା ରୋଡ ଅଞ୍ଚଳର ବୋଲି…
Archives


