ଅଦିନିଆ ବର୍ଷା, କୁଆପଥର ମାଡ ଫସଲ ଉଜାଡିଲା
ସୁନ୍ଦରଗଡ, ୨୭ା୪ (ଡି.ଏନ୍.ଏ.) ଲକ୍ଡାଉନ ଯୋଗୁଁ ଚାଷୀଙ୍କ ପନିପରିବା ବିକ୍ରୀ ହୋଇ ନ ପାରି ନଷ୍ଟ ହେଉଛି। ଏହିସ୍ଥିତିରେ ଗତ ଦୁଇଦିନ ହେଲା ସୁନ୍ଦରଗଡ ଜିଲାରେ ଅଦିନିଆ ଝଡବର୍ଷା ଓ କୁଆପଥର ମାଡ ଚାଷୀଙ୍କୁ ହତାଶା ମଧ୍ୟକୁ ଟାଣି ନେଇଛି। ବାଲିଶଙ୍କରା…
କିରୋସିନରେ ଲୋକଙ୍କୁ ଠକେଇ
ବଡଗାଁ, ୨୭।୪ (ଡି.ଏନ.ଏ.): କରୋନା ମହାମାରି ଯୋଗୁ କାମ ହରାଇ ଶ୍ରମିକ, ଦିନ ମଜୁରିଆମାନେ ହାତବାନ୍ଧି ଘରେ ବସିଛନ୍ତି । ଏମାନଙ୍କ ପରିବାର ପ୍ରତିପୋଷଣ ପାଇଁ ସରକାର ଅଗ୍ରିମ ୩ ମାସର ଚାଉଳ ଓ ୧ ହଜାର ଟଙ୍କା ଯୋଗାଇ ଦେଇଛନ୍ତି…
ହାତୀ ଆକ୍ରମଣରେ ୨ ମୃତକ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା
ବଡ଼ଗାଁ,୨୬ା୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ହାତୀ ଉପଦ୍ରବ ପ୍ରତିବର୍ଷ ଦେଖିବାକୁ ମିଳିଥାଏ। ଏଥିଯୋଗୁ ବହୁ ଧନ, ଜୀବନ ହାନି ହୋଇଥାଏ। ଗତବର୍ଷ ହାତୀ ଆକ୍ରମଣରେ ମୃତ ଫରେଷ୍ଟ ରେଞ୍ଜ ଅଧୀନ ଶିଆଳଜୋର ଗାଁର ଗୋବିନ୍ଦ ସାଙ୍କ ସ୍ତ୍ରୀ ଅନିତା…
ସୁନ୍ଦରଗଡ଼ର ନାଲାରୋଡ୍ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା: ଅନ୍ୟାଦେଶ ପର୍ଯ୍ୟନ୍ତ କଟକଣା ବଳବତ୍ତର
ସୁନ୍ଦରଗଡ଼(ଡି.ଏନ୍.ଏ.) /ରାଉରକେଲା ଅଫିସ, ୨୬।୪: ସୁନ୍ଦରଗଡ଼ ଜିଲାରେ ପୂର୍ବ ତିନି ଆକ୍ରାନ୍ତ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ରବିବାର ଆଉ ତିନିଗୋଟି କୋଭିଡ -୧୯ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରେ…
ରାଉରକେଲାର ୩ ନୂଆ ପଜିଟିଭ୍ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ତେବେ ଏସବୁ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲା ରାଉରକେଲାର। ଏମାନଙ୍କ ମଧ୍ୟରେ ଜଣେ ୨୩ବର୍ଷୀୟ…
CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩
ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା…
ଜୀବନବିନ୍ଦୁ କାର୍ଯ୍ୟକ୍ରମ, ୩୫ୟୁନିଟ ରକ୍ତ ସଂଗ୍ରହ
ସୁନ୍ଦରଗଡ, ୨୪|୪ (ଡି.ଏନ୍.ଏ) – ସୁନ୍ଦରଗଡ ବିଜୁ ଜନତା ଦଳ ପକ୍ଷରୁ ଗୁରୁବାରଠାରୁ ତିନିଦିନିଆ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ରେଡକ୍ରସ ସ୍ବାସ୍ଥ୍ୟ ଭଣ୍ଡାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୫ୟୁନିଟ ରକ୍ତ ସଂଗୃହୀତ ହୋଇଛି । ବର୍ତ୍ତମାନ…
ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ବଜାର ସ୍ଥାପନ
ସୁୁନ୍ଦରଗଡ, ୨୩ା୪ (ଡି.ଏନ୍.ଏ.)-ଚାଷୀମାନଙ୍କ ଉତ୍ପାଦିତ ବଳକା କୃଷିଜାତ ଦ୍ରବ୍ୟକୁ ଠିକ ଭାବେ ବିକ୍ରି କରିବା ସହିତ ଚାଷୀ ଏବଂ ବ୍ୟବସାୟୀମାନଙ୍କ ହିତକୁ ଦୃଷ୍ଟିରେ ରଖି ନିୟନ୍ତ୍ରିତ ବଜାର କମିଟି ସର୍ଗିପାଲି ତରଫରୁ ସୁନ୍ଦରଗଡ଼ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜଳ ବିଭାଜିକା…
ଗୋଆରେ ଦାଦନ ଖଟିବାକୁ ଯାଇ ଜୀବନ ହରାଇଲେ ଶ୍ରମିକ
ସୁନ୍ଦରଗଡ, ୨୨ା୪(ଡି.ଏନ୍.ଏ.): ଗୋଆକୁ ଦାଦନ ଖଟିବାକୁ ଯାଇଥିବା ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକର ଜଣେ ୨୫ବର୍ଷୀୟ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ଲକ ଅଧୀନ ଗଏଲଶୁଖା ଗ୍ରାମର ରଞ୍ଜିତ ହେମ୍ରମ (୨୫)। ସେଠାରେ ସମୁଦ୍ରରେ ମାଛ ମାରିବା କାମରେ ନିୟୋଜିତ…
ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ଚାଷୀଙ୍କ ସହାୟତା
ନୂଆଗାଁ, ୨୨।୪ (ଡି.ଏନ.ଏ.)-ବୁଧବାର ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସୋରଡା ଗ୍ରାମର ଚାଷୀ ବାସୁଦେବ ସାହୁ କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୫୫ ହଜାର ୫୫୫ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ରାଉରକେଲା ଅତିରିକ୍ତ ଜିଲାପାଳ…
ଭିଡ଼ିଓ ଭାଇରାଲ ହିଁ ୬ ଅଭିଯୁକ୍ତଙ୍କୁ ଧରାଇଦେଲା
ବଡ଼ଗାଁ,୨୨।୪(ଡି.ଏନ.ଏ.) ସୁନ୍ଦରଗଡ଼ ଜ଼ିଲା ବଡ଼ଗାଁ ଥାନା ଅନ୍ତର୍ଗତ ଝରମୁଣ୍ଡା ଗ୍ରାମରେ ସପ୍ତାହେ ତଳେ କେତକ ଯୁବକ ୨ ଜଣ ମହିଳା ଓ ୨ ଜଣ ଯୁବକଙ୍କୁ ଖଟରେ ବାନ୍ଧି ନିର୍ମମ ଭାବେ ମାଡ ମାରିଛନ୍ତି। ଏହି ଘଟଣାର ଭିଡିଓ ସୋସିଆଲ ମିଡ଼ିଆରେ…
କର୍ତ୍ତବ୍ୟ ଆଗ ବିବାହ ପଛ: ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକାଇ ଉଦାହରଣ ସୃଷ୍ଟି କଲେ ସୁନ୍ଦରଗଡ଼ର ୨ ମହିଳା ପୋଲିସ କର୍ମଚାରୀ
ସୁୁନ୍ଦରଗଡ, ୨୧।୪ (ଡି.ଏନ୍.ଏ.): ମହାମାରୀ କରୋନା ସହ ଲଢେଇରେ ସବୁଠୁ ବଡ ଯୋଦ୍ଧା ପାଲଟିଛନ୍ତି ଡାକ୍ତର ଏବଂ ପୋଲିସ। ଏହି ଲଢେଇରେ କର୍ତ୍ତବ୍ୟକୁ ଆଗରେ ରଖି ଏମାନେ ଦିନ ରାତିକୁ ଏକ କରିଦେଇଛନ୍ତି। ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକେଇ ସାମୂହିକ ସ୍ବାର୍ଥକୁ…
Archives


