ସୁନ୍ଦରଗଡ ଜିଲାରେ କରୋନା ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଲା: ବିଶ୍ରା ଅଞ୍ଚଳରେ ଆହୁରି ୪୮ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଅବଧି ବଢିଲା
ସୁନ୍ଦରଗଡ,୨୦।୪(ଡି.ଏନ୍.ଏ.) ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ୬ଟି ଜିଲାକୁ ହାଇରିସ୍କ ଜିଲା ଭାବେ ଘୋଷଣା କରାଯାଇଛି। ଏଥି ମଧ୍ୟରେ ସୁନ୍ଦରଗଡ ଜିଲା ରହିଛି। ଗତ ୧୧ ତାରିଖରେ ଏହି ଜିଲାର ୨ଜଣଙ୍କ ଠାରେ କରୋନା ଭୂତାଣୁ ପ୍ରଥମେ ଚିହ୍ନଟ ହେବା ପରେ…
ସୁନ୍ଦରଗଡ଼ରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ହସ୍ପିଟାଲ
ସୁୁନ୍ଦରଗଡ଼,୧୯ା୪(ଡି.ଏନ୍.ଏ.) ସୁନ୍ଦରଗଡ଼ରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ଓ୍ବାର୍ଡର କାମ ସରିଛି ା ଏହି ହସ୍ପିଟାଲକୁ ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ଏଥିରେ ଥିବା ୧୪ଟି ଓ୍ବାର୍ଡରେ ୧୮ଟି କୋଠରି ରହିଛି।…
ଲକ୍ଡାଉନ୍ ଯୋଗୁ ମାସ୍କ ପିନ୍ଧି ବେଦୀରେ ବସିଲେ ବରକନ୍ୟା, ସାମାଜିକ ଦୂରତ୍ୱ ରକ୍ଷା କରି ବିବାହ ସମ୍ପନ୍ନ
ସୁନ୍ଦରଗଡ଼, ୧୮।୪(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ରୋକିବା ନିମନ୍ତେ ଲକ୍ଡାଉନ୍ ଅବଧି ମେ ୩ କୁ ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ସୁନ୍ଦରଗଡ଼ ଜିଲାରେ ପୂର୍ବରୁ ଲଗ୍ନ ସ୍ଥିର ହୋଇଥିବା ବର କନ୍ୟା ମୁହଁରେ ମାସ୍କ ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷା କରି…
୨ ବଙ୍ଗୀୟ ଯୁବକଙ୍କୁ ଧରିନେଲା ପୋଲିସ
ନୂଆଗାଁ, ୧୮।୪ (ଡି.ଏନ.ଏ.)- ଦେଶ ଓ ରାଜ୍ୟ କରୋନା ପାଇଁ ଲକ୍ ଡାଉନ ରହିଛି। ହେଲେ ଗୁରୁବାର ସନ୍ଧ୍ୟାରେ ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଟାଙ୍ଗରପାଲି ଗାଁକୁ ଏକ ପିକଅପ୍ ଭ୍ୟାନ (ଡବ୍ଲୁବି ୧୯ ଜେ- ୯୯୨୬)ରେ…
ରକ୍ତଦାନ କରି ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି
ସୁନ୍ଦରଗଡ଼, ୧୭।୪(ଡି.ଏନ.ଏ.): ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବିଜୁ ଜନତା ଦଳ ପକ୍ଷରୁ ନିରାଡମ୍ବର ଭାବେ ପାଳିତ ହୋଇଛି। ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂ ଅନ୍ୟମାନେ ବିଜୁ ବାବୁଙ୍କ ଫଟୋ…
ସବ୍ଡେଗାରେ ସାନିଟାଇଜ କଲା ଅଗ୍ନିଶମ ବିଭାଗ
ସବଡେଗା, ୧୭।୪(ଡି.ଏନ.ଏ.): ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସୁନ୍ଦରଗଡ଼ ଜିଲା ସବଡେଗା ବସଷ୍ଟାଣ୍ଡ ଅଞ୍ଚଳଞ୍କୁ ଶୁକ୍ରବାର ବିଶୋଧନ କରାଯାଇଛି। ଏହି ବ୍ଲକରୁ ବାହାର ରାଜ୍ୟକୁ ଅନେକ ଶ୍ରମିକ ଯାଇଥାନ୍ତି। ଏଥି ସହିତ ବାଲିଶଙ୍କରା ବ୍ଲକ ଓ ପଡୋଶୀ ଝାଡ଼ଖଣ୍ଡ ରାଜାର ବହୁ ଶ୍ରମିକ ମଧ୍ୟ…
ଦୁର୍ଗାମାଧବ ନାଏକ ଫାଓ ମୁଖ୍ୟ ରେଫରି
ସୁନ୍ଦରଗଡ, ୧୭।୪ (ଡି.ଏନ୍.ଏ.) ଫୁଟବଲ ଆସୋସିଏସନ ଅଫ୍ ଓଡିଶା (ଫାଓ) ତରଫରୁ ଜାତୀୟ ରେଫରୀ ଦୁର୍ଗାମାଧବ ନାଏକଙ୍କୁ ଓଡିଶାର ରେଫର ମୁଖ୍ୟ (ହେଡ ଅଫ୍ ରେଫରୀ) ଭାବେ ନିଯୁକ୍ତ କରାଯାଇଛି। ୧୯୯୮ରେ ସେ ରାଜ୍ୟସ୍ତରୀୟ ରେଫରି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୨୦୦୮ରେ…
ଛାତ୍ରୀଛାତ୍ରଙ୍କ ଘରେ ବହି ପହଞ୍ଚିଲା
ସୁନ୍ଦରଗଡ଼,୧୭ା୪(ଡି.ଏନ୍.ଏ.)-ଲକ୍ଡାଉନ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପିଲାଙ୍କ ଭବିଷ୍ୟତ ନେଇ ଉଭୟ ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ଚିନ୍ତିତ ଥିବା ବେଳେ ଘରୋଇ ବିଦ୍ୟାଳୟଗୁଡିକ ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ…
ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢ଼ିଲା କଣ୍ଟେନ୍ମେଣ୍ଟ ଅବଧି
ସୁନ୍ଦରଗଡ଼,୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ରାଜ୍ୟରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି ପଦକ୍ଷେପ ନେଇଛନ୍ତି। ପ୍ରକାଶ ଯେ, ବିଶ୍ରାରେ…
ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢିଲା କଣ୍ଟେନମେଣ୍ଟ
ସୁନ୍ଦରଗଡ଼, ୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି ପଦକ୍ଷେପ ନେଇଛନ୍ତି। ବିଶ୍ରାରେ ୨ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ…
ଝାଡଖଣ୍ଡ କରୋନା ପଜିଟିଭ ରୋଗୀଙ୍କୁ ନେଇ ବାଲିଶଙ୍କରା ଅଞ୍ଚଳରେ ଭୟର ବାତାବରଣ
ସୁନ୍ଦରଗଡ, ୧୫ା୪(ଡି.ଏନ୍.ଏ.) : ସୁନ୍ଦରଗଡ ଜିଲା ବିଶ୍ରାରେ ୨ କରୋନ ପଜିଟିଭ ରୋଗୀ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ଗତ ୧୨ତାରିଖରୁ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍ ସେଠାରେ ଅବସ୍ଥାନ…
କରୋନା ସମ୍ପର୍କରେ ମିଥ୍ୟା ତଥ୍ୟ, ୩ ଜଣଙ୍କ ନାମରେ ମାମଲା
ସୁନ୍ଦରଗଡ଼, ୧୫ା୪(ଡି.ଏନ.ଏ.) ସୋସିଆଲ ମିଡିଆରେ କରୋନା ସଂକ୍ରମଣ ସମ୍ପର୍କିତ ମିଥ୍ୟା ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ସୁନ୍ଦରଗଡ଼ ପୋଲିସ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ମଙ୍ଗଳବାର ସୁନ୍ଦରଗଡ଼ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଅନ୍ୟ ଜଣଙ୍କ ବିରୋଧରେ ସୋସିଆଲ…
Archives


