ସୁନ୍ଦରଗଡ଼

ଭଷ୍ମା ପୋଲିସ ହାତରେ ଧରାପଡ଼ିଲେ ୨ ଗଞ୍ଜେଇ ଚୋରା ଚାଲାଣକାରୀ

ସୁନ୍ଦରଗଡ,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଭଷ୍ମା ଥାନା ପୋଲିସ ୨ଜଣ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨କେଜି ଗଞ୍ଜେଇ ଏବଂ ଗୋଟିଏ ବାଇକକୁ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ଛତିଶଗଡ଼ ରାଜ୍ୟ ଯଶପୁର ଜିଲା ଫରସାବାହାଲ ଥାନା ପଣ୍ଡରିପାନି ଗ୍ରାମର…

ବିପଦସଙ୍କୁଳ ପରିବହନ, ଦୁର୍ଘଟଣାକୁ ଆମନ୍ତ୍ରଣ

ରାଉରକେଲା ଅଫିସ୍‌,୧୨।୧: ବ୍ୟସ୍ତବହୁଳ ସ୍ମାର୍ଟସିଟି ରାଉରକେଲା। ଏଠାରେ ବିପଦସଙ୍କୁଳ ଭାବେ ପରିବହନ ଦେଖିବାକୁ ମିଳିଛି। ଯାହା ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ବୋଲି କୁହାଯାଉଛି। ଯାତାୟତ ସମୟରେ ଅସାବଧାନତା ହେଲେ ଜୀବନ ଯିବାର ଆଶଙ୍କା ରହିଛି। ଏହାର ପ୍ରମୁଖ କାରଣ ହେଉଛି ସହରରେ…

ସେଲ୍‌ଫି ନେଲାବେଳେ ନଦୀରେ ଯୁବତୀ ଖସିପଡ଼ିବା ଭିଡିଓ ଭାଇରାଲ

ବାଲିଶଙ୍କରା୧୧।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ନଦୀର ଘୋଘର କନାକୁଣ୍ଡ ଘାଟରେ ଗତ ୩ ତାରିଖରେ ପିକ୍‌ନିକ୍‌ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍‌ଫି ନେବାବେଳେ ନଦୀ ଭିତରେ ଖସିପଡ଼ିଥିଲେ। ସେହି ସମୟର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ…

ବାର୍ଥଡେ ପାର୍ଟିରେ ଲୁହା ରଡ଼ରେ ପିଟି ଯୁବକଙ୍କୁ ହତ୍ୟା

ନୂଆଗାଁ, ୧୦।୧: ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ପୁରୁଣାପାଣି କଦମଟୋଲା ବସ୍ତିରେ ଶନିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ଜନୈକ ବ୍ୟକ୍ତିଙ୍କ ଘରେ ଜନ୍ମଦିନ ପାଳନ ଅବସରରେ ଗଣ୍ଡଗୋଳ ଘଟି ଜୁଏଲ ସୁରିନ(୪୦) ନାମକ ଜଣେ ଯୁବକଙ୍କୁ…

ପିକ୍‌ନିକ୍‌ ହେଲା କାଳ: ନଦୀରେ ବୁଡି ଜଣେ ମୃତ

ରାଉରକେଲା ଅଫିସ/ନୂଆଗାଁ,୧୦।୧: ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ନୂଆଗାଁ ବ୍ଲକ ଅନ୍ତର୍ଗତ କୋଏଲ ନଦୀର ତେତେରକେଲା ଘାଟରେ ରବିବାର ଅପରାହ୍ନରେ ଘଟିଛି ଅଘଟଣ। ପିକ୍‌ନିକ୍‌ କରିବାକୁ ଯାଇ ଗାଧୋଇବାବେଳେ ନଦୀରେ ୨ଜଣ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ବିକି ଶର୍ମା(୧୭)ଙ୍କ ମୃତଦେହ…

ପିକ୍‌ନିକ୍‌ ଯିବା ବାଟରେ ଗଛରେ ପିଟିହେଲା ବୋଲେରୋ: ଚାଳକଙ୍କ ଜୀବନ ଗଲା, ୬ ଗୁରୁତର

ସବଡେଗା,୧୦।୧(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ୨୪ ନଂ. ଜାତୀୟ ରାଜପଥ ସବଡେଗା ଫାୟାର ଷ୍ଟେଶନ ପାଖରେ ରବିବାର ପୂର୍ବାହ୍ନରେ ଏକ ବରଗଛରେ ବୋଲେରୋ ପିଟି ହେବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ…

ବଣାଇଁ-ଟେନ୍ସା-ବରସୁଁଆ ରାସ୍ତାରେ ହାତୀ: ଶୁଣ୍ଢ ବଢାଇ ମାଗୁଛି ଖାଦ୍ୟ

ବଣାଇଁ, ୯।୧ (ସ୍ବ.ପ୍ର.): ବଣାଇଁ ବନଖଣ୍ଡର ଟେନ୍ସା-ବରସୁଁଆ ରାଜ ରାସ୍ତାରେ ଏକ ହାତୀକୁ ଗତ କିଛିଦିନ ହବ ଦେଖିବାକୁ ମିଳୁଛି। ହାତୀଟି ଗାଡିଗୁଡିକୁ ଅଟକ ରଖି ଖାଦ୍ୟ ଅନ୍ବେଷଣରେ ଚାଳକମାନଙ୍କ ନିକଟକୁ ଯାଇ ଶୁଣ୍ଢ ବଢାଇ ଖାଦ୍ୟ ମାଗୁଥିବା ଦେଖିବାକୁ ମିଳୁଛି।…

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଗ୍ୟାସ୍‌ ଲିକ୍‌: ଆଉ ଜଣେ ଅଧିକାରୀ ନିଲମ୍ବିତ

ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ଗ୍ୟାସ୍‌ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍‌ଏସ୍‌ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି କାରଖାନା ସୁରକ୍ଷା ବିଭାଗ ଅଧିକାରୀ ସ୍ମୃତିରଞ୍ଜନ ସାହୁ। ବୁଧବାର ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା…

ଟେନ୍‌ସା ଫାଣ୍ଡି ଅଧିକାରୀଙ୍କୁ ତୀର ମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତ ରାୟ ମୁଣ୍ଡା ସମେତ ୩ ଗିରଫ

ବଣାଇଁ,୬।୧(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଟେନ୍‌ସା ଫାଣ୍ଡି ଅଧିକାରୀ ଅଶୋକ ବେହେରାଙ୍କୁ ମଙ୍ଗଳବାର ତୀର ମାଡ ହୋଇଥିଲା। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ରାୟ ମୁଣ୍ଡା ମୁଖ୍ୟ ଅଭିଯୁକ୍ତଙ୍କ ସହ ଅନ୍ୟ ଦୁଇଜଣଙ୍କୁ ମଧ୍ୟ…

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌ ଘଟଣା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ରାଉରକେଲା ଅଫିସ, ୬।୧: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପ୍ଲାଣ୍ଟ କୋଲ କେମିକାଲ ବିଭାଗରେ ଗ୍ୟାସ ଲିକ୍‌ ହେବା ଯୋଗୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ମୃତକଙ୍କର ପରିଚୟ…

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌: ଆଖିବୁଜିଲେ ୨

ରାଉରକେଲା ଅଫିସ, ୬।୧: ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) କୋଲ କେମିକାଲ ବିଭାଗରେ ବୁଧବାର ସକାଳ ପ୍ରାୟ ୧୦ଟାରେ ଘଟିଛି ଅଘଟଣ। ମରାମତି କାମ ଚାଲିଥିବା ବେଳେ ଗ୍ୟାସ ଲିକ ଯୋଗୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ…

ଟେନ୍‌ସା ଫାଣ୍ଡି ଅଧିକାରୀଙ୍କୁ ତୀରମାଡ଼

ସୁନ୍ଦରଗଡ/ଟେନ୍‌ସା/ବଣାଇଁ, ୬।୧ (ଡି.ଏନ.ଏ/ସ୍ବ.ପ୍ର): ବେଆଇନ ମଦ କାରବାର ଉପରେ ଚଢାଉ ପାଇଁ ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନସା ଫାଣ୍ଡି ଅଧୀନ ଜିରୋ ପଏଣ୍ଟ ହାଟିଂ (ବସ୍ତି)କୁ ଯାଇଥିବା ବେଳେ ଫାଣ୍ଡି ଅଧିକାରୀ ଅଶୋକ କୁମାର ବେହେରାଙ୍କୁ ତୀରମାଡ଼ ହୋଇଛି। ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?