ସୁନ୍ଦରଗଡ଼

ସରକାରୀ ନିର୍ଦ୍ଦେଶ ପାଳନ ନେଇ ଆଶଙ୍କା

ରାଉରକେଲା ଅଫିସ,୧୫ା୪: ଛାତ୍ରୀଛାତ୍ରୀଙ୍କ ଘରେ ବହି ପହଞ୍ଚାଇବାକୁ ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏ ନେଇ ଗତ ୧୪ରେ ସୁନ୍ଦରଗଡ ଜିଲା ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ ବ୍ଲକ ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଥିରେ କୁହାଯାଇଛି…

ସରକାରୀ କଟକଣାର ଖୋଲା ଉଲ୍ଲଂଘନ: ବଜାରରେ ଅସମ୍ଭବ ଭିଡ଼

ସୁନ୍ଦରଗଡ଼/ସବ୍‌ଡେଗା,୧୫ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଥିବା ସରକାରୀ କଟକଣାର କଡ଼ାକଡ଼ି ଭାବେ ପାଳନ ପାଇଁ ନିର୍ଦ୍ଦେଶ ରହିଛି। ହେଲେ ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବଜାରରେ ଏଥିରେ ବ୍ୟତିକ୍ରମ ନେଇ ସାଧାରଣରେ ଉଦ୍‌ବେଗ…

ବିଶ୍ରାରେ ୪୮ ଘଣ୍ଟା ବଢ଼ିଲା କଣ୍ଟେନମେଣ୍ଟ ଅବଧି

ସୁନ୍ଦରଗଡ଼, ୧୪।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରାରେ ଦୁଇ ଜଣଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବାପରେ ଜିଲାପ୍ରଶାସନ ପକ୍ଷରୁ ଗତ ୧୨ ତାରିଖରେ ସମ୍ପୃକ୍ତ ଅଞ୍ଚଳକୁ ୪୮ଘଣ୍ଟ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଅଞ୍ଚଳଭାବେ ଘୋଷଣା କରାଯାଇଥିଲା। ମାତ୍ର ମଙ୍ଗଲବାର ଜିଲା ପ୍ରଶାସନ ପକ୍ଷରୁ…

କୋଇଡା ସାନିଟାଇଜ ହେଲା

ଟେନସା, ୧୩।୪ (ଡି.ଏନ.ଏ.): ସୁନ୍ଦରଗଡ ଜିଲା କୋଇଡାରେ ଅଗ୍ନିଶମ ବିଭାଗର କର୍ମଚାରୀ ମେଡିକାଲ, ତହସିଲ, ବ୍ଲକ, ଗଳିକନ୍ଦି, ଅସ୍ଥାୟୀ କ୍ବାରାଣ୍ଟାଇନ ସେଣ୍ଟରରେ ରସାୟନିକ ବିଷୋଧକ ସ୍ପ୍ରେ କରି ସାନିଟାଇଜ କରିଛନ୍ତି। ପୋଲିସ ଓ କୋଇଡା ପ୍ରଶାସନ ପକ୍ଷରୁ ଲୋକଙ୍କୁ ଘରୁ ବାହାରକୁ…

ସ୍କୁଲ୍‌ ହଷ୍ଟେଲକୁ ଆସିଥିବା ଡାଲି ବସ୍ତା ଦୋକାନରେ ବିକ୍ରି ହେବା ନେଇ ଉତ୍ତେଜନା

ନୂଆଗାଁ, ୧୩।୪ (ଡି.ଏନ.ଏ.): ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ହାତୀବାରି ହାଇସ୍କୁଲ ହଷ୍ଟେଲ ଛାତ୍ରୀଛାତ୍ରଙ୍କ ପାଇଁ ଆସିଥିବା ୩୦ କେଜି ହରଡ ଡାଲି ବସ୍ତାକୁ ବାହାର ଦୋକାନରେ ବିକ୍ରି କରାଯିବା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏହି ଘଟଣା ପ୍ରଘଟ…

ସୁନ୍ଦରଗଡ଼ ଜିଲାରେ ପ୍ରଥମ ୨ କରୋନା ଆକ୍ରାନ୍ତ ଚିହ୍ନଟ: ବିଶ୍ରାରେ ପହଞ୍ଚିଲେ ସ୍ବାସ୍ଥ୍ୟ ଅଧିକାରୀ

ସୁନ୍ଦରଗଡ଼,୧୨।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପ୍ରଥମ ଥର ପାଇଁ ଦୁଇଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ନମୂନା ପରୀକ୍ଷଣ ରିପୋର୍ଟରେ ୪ଜଣ ପଜିଟିଭ୍‌ ରହିଥିଲେ। ତେବେ ସେଥିରୁ ୨ଜଣ ସୁନ୍ଦରଗଡ଼ ଜିଲା ବିଶ୍ରା…

ବୁଲା କୁକୁରଙ୍କ ପାଇଁ ଦରଦ

ରାଉରକେଲା ଅଫିସ,୧୧ା୪: ପେଶାରେ ସେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ। ହେଲେ ମନରେ ତାଙ୍କର ଜୀବେ ଦୟା ନୀତି ଭରି ରହିଛି। କରୋନା ପାଇଁ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ରାଉରକେଲା ସହରର ବୁଲା ପଶୁପକ୍ଷୀଙ୍କ ଅବସ୍ଥା ସଂଗୀନ ହୋଇ ପଡିଛି।…

ରାଉରକେଲାରେ ନିୟମ ମାନୁ ନାହାନ୍ତି ବାଇକ୍‌ ଚାଳକ

ରାଉରକେଲା ଅଫିସ,୧୧ା ୪-ରାଉରକେଲାରେ ଅମାନିଆ ବାଇକ ଚାଳକ ବାଟକୁ ଆସୁ ନାହାନ୍ତି। ଘର ପାଖରେ ସମସ୍ତ ସୁବିଧା ସତ୍ତ୍ୱେ ରାସ୍ତାରେ ମାଳ ମାଳ ବାଇକ୍‌ ବୁଲୁଛି। ଇସ୍ପାତ ସହରର ଶିକ୍ଷିତ ଯୁବ ବର୍ଗଙ୍କ ମତି ଗତିରେ ଆଜି ପର୍ଯ୍ୟନ୍ତ ପରିବର୍ତ୍ତନ ଆସି…

ସଙ୍ଗରୋଧ କେନ୍ଦ୍ରରେ ସନ୍ଦିଗ୍ଧ ଯୁବକଙ୍କ ଆତ୍ମହତ୍ୟା

ସୁନ୍ଦରଗଡ, ୮ା୪(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ବ୍ଲକର ଏକ ସଙ୍ଗରୋଧ କେନ୍ଦ୍ର ପରିସରରେ ଜଣେ କରୋନା ସନ୍ଦିଗ୍ଧ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ଗୁରୁଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ବଡଗାଁ ମାତାଲଗଡା ବସ୍ତିର ଆନନ୍ଦ କୁମାର ଲାକ୍ରା(୩୦)। ସମ୍ପୃକ୍ତ ଯୁବକ…

ସଙ୍ଗରୋଧ ଗୃହକୁ ଗଲେ ୧୦ ଟ୍ରକ୍‌ ଚାଳକ

କୁଆଁରମୁଣ୍ଡା,୮।୪ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ଯମୁନାନାକି ଛକରେ ୨ ଦିନ ଧରି ଅଟକି ରହିଥିବା ଟ୍ରକ୍‌ ଚାଳକମାନଙ୍କୁ ସଙ୍ଗରୋଧ ଗୃହକୁ ପଠା ଯାଇଛି। ସ୍ଥାନୀୟ ପଦ୍ମପୁର ପଞ୍ଚାୟତ ସରପଞ୍ଚ ବିଜୟଲକ୍ଷ୍ମୀ କାଲୋ ଏମାନଙ୍କୁ…

ଲୋକଙ୍କୁ ମାସ୍କ ବାଣ୍ଟିଲା ବଡ଼ଗାଁ ଆଇଟିଆଇ

ବଡ଼ଗାଁ,୮।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଆଇଟିଆଇ ପକ୍ଷରୁ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ ଲୋକଙ୍କୁ ରନ୍ଧା ଖାଦ୍ୟ ଓ ମାସ୍କ ବଣ୍ଟନ କରିଯାଇଛି। ସେହିଭଳି ବଡ଼ଗାଁ ଡାକ୍ତରଖାନାରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ରନ୍ଧା ଖାଦ୍ୟ ଦେଉଛନ୍ତି। ଅନ୍ୟପକ୍ଷେ କର୍ମଚାରୀମାନେ ମଧ୍ୟ…

ନିଜକୁ ଖବରଦାତା କହି ଠକୁଥିବା ବ୍ୟକ୍ତି ଗିରଫ

ବଡ଼ଗାଁ,୮।୪ (ଡି.ଏନ.ଏ.): ସୁନ୍ଦରଗଡ଼ ଜ଼ିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ବରଙ୍ଗକଛାର ଗାଁରେ ନିଜକୁ ଖବରଦାତା ବୋଲି ପରିଚୟ ଦେଇ ଲୋକଙ୍କୁ ଠକୁଥିବାବେଳେ ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ସେ ହେଲେ ସୁନ୍ଦରଗଡ଼ର ସୀତାରାମ ବେହେରା। ସେ ଚାକିରି କରାଇ ଦେବାକୁ କହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri