ସୁନ୍ଦରଗଡ଼

କୃଷି ବିଜ୍ଞାନ କେନ୍ଦ୍ରରେ ମହୁଚାଷ ପ୍ରଶିକ୍ଷଣ ଶିବିର

ସୁନ୍ଦରଗଡ଼, ୧୨।୧୨ (ଡି.ଏନ୍‌.ଏ) -ଜିଲାରେ ମହୁଚାଷର ଅଭିବୃଦ୍ଧି ନିମନ୍ତେ ଚାଷୀଙ୍କ ପାଇଁ ୩ ଦିନିଆ ଦକ୍ଷତାମୂଳକ ତାଲିମ ଶିବିର ସ୍ଥାନୀୟ କୃଷିବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଗତ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି ଶିବିରରେ ଜିଲାର ୯ଟି ବ୍ଲକ…

ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ନିମନ୍ତେ ବୁଧବାର ଏକ ଜନ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଜନସଚେତନତା କାର୍ଯ୍ୟକ୍ରମରେ ନେତୃତ୍ୱ ନେଇଥିଲେ ଲହୁଣୀପଡା ଥାନାର ଆଇପିଏସ ଅଧିକାରିଣୀ ଏସ ସ୍ବାତୀ…

ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ କ୍ରୀଡ଼ା ସାମଗ୍ରୀ ବଣ୍ଟନ

କୁଆଁରମୁଣ୍ଡା, ୧୧।୧୨(ଡି.ଏନ.ଏ.)-ବୁଧବାର କୁଆଁରମୁଣ୍ଡା ବ୍ଲକ ଭାଟିଟୋଲି ପଡିଆରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ପାନପୋଷ ଉପଖଣ୍ଡର କୁଆଁରମୁଣ୍ଡା ଓ ନୂଆଗାଁ ବ୍ଲକର ୧୮ଟି ଲେଖାଏଁ ସାଂସ୍କୃତିକ ଓ କ୍ରୀଡା ଅନୁଷ୍ଠାନକୁ ସାଂସ୍କୃତିକ ଓ କ୍ରୀଡା ସାମଗ୍ରୀ ପ୍ରଦାନ କରାଯାଇଛି। ଏହି…

ପୁରାତନ ଛାତ୍ରସଂଘ ବୈଠକରେ ନିଷ୍ପତ୍ତି:ସରକାରୀ କଲେଜ ଜମିରେ ପାଚେରୀ ନିର୍ମାଣ ସ୍ଥଗିତ ରଖାଯାଉ

ସୁନ୍ଦରଗଡ଼, ୮।୧୨ (ଡି.ଏନ୍‌.ଏ)-ସୁନ୍ଦରଗଡ ସରକାରୀ କଲେଜର ମୂଲ୍ୟବାନ ଜମିକୁ ଜବରଦଖଲକାରୀଙ୍କ କବ୍‌ଜାରୁ ମୁକ୍ତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପୁରାତନ ଛାତ୍ର ସଂଘ ପକ୍ଷରୁ କଲେଜରେ ଥିବା ୧୫୪. ୦୨୬ ଏକର ପରିମିତ ଜମିକୁ ଚିହ୍ନଟ…

ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ

ସୁନ୍ଦରଗଡ଼/ ରାଉରକେଲା ଅଫିସ୍‌, ୫।୧୨: ‘ସ୍ବଚ୍ଛତା ବିଷୟ ଉଠିଲେ ପ୍ରଥମେ ଗାନ୍ଧିଜୀଙ୍କ କଥା ମନକୁ ଆସିଥାଏ। ଗାନ୍ଧିଜୀ ସବୁବେଳେ ପରିମଳକୁ ଗୁରୁତ୍ୱ ଦେଉଥିଲେ। ବାସ୍ତବରେ ସୁସ୍ଥ ପରିବେଶ ହିଁ ଉନ୍ନତି ଏବଂ ଉନ୍ନତ ଜୀବନର ଆଧାର। ଶୁକ୍ରବାର ସୁନ୍ଦରଗଡ଼ ଜିଲା ପାଇଁ…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ଗଲା

ବଣାଇ,୪ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କୋଇଡ଼ା ଥାନା ଅନ୍ତର୍ଗତ ପୋଡାଡିହି ବସ୍ତିରେ ଘରୋଇ କଳିକୁ କେନ୍ଦ୍ର କରି ସ୍ବାମୀଙ୍କ ଅମାନୁଷିକ କାଣ୍ଡ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି l ସାମାନ୍ୟ ବଚସାକୁ କେନ୍ଦ୍ରକରି ସ୍ବାମୀ ଟାଙ୍ଗିଆ ଚୋଟରେ ୭…

ରାଉରକେଲାର ୬ ୟୁପିଏଚ୍‌ସିକୁ ଆଇଏସ୍‌ଓ ପ୍ରମାଣପତ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଚଳିତ ବର୍ଷ ସୁନ୍ଦରଗଡ଼ ଜିଲାର ରାଉରକେଲା ମହାନଗର ନିଗମର ୬ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ୟୁପିଏଚ୍‌ସି)କୁ ଆଇଏସ୍‌ଓ ପ୍ରମାଣପତ୍ର ମିଳିଛି। ସେହି ୟୁପିଏଚ୍‌ସିଗୁଡ଼ିକ ହେଲା କୋଏଲ ନଗର, ସେକ୍ଟର-୬, ତିଲକ ନଗର, ଛେଣ୍ଡ କଲୋନୀ, ବାଲୁଘାଟର ୟୁଏଫ୍‌ଡବ୍ଲ୍ୟୁସି ଓ…

ସୁନ୍ଦରଗଡ଼ରେ ବଢ଼ୁଛି କରୋନା ମୃତ୍ୟୁ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ଏବେ ଚିନ୍ତାଜନକ ହେଲାଣି। ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାରୁ ଯେତିକି ଆଶ୍ୱସ୍ତି ମିଳିଛି ମୃତ୍ୟୁ ସଂଖ୍ୟା ବୃଦ୍ଧି ସେତିକି ଚିନ୍ତା ବଢ଼ାଉଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧ରେ ପହଞ୍ଚତ୍ଛି। ଏବେ ସବୁ…

ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ

ରାଉରକେଲା ଅଫିସ,୧୯ା୧୧-ରାଉରକେଲା ଉଦିତନଗର ପରେଡ ପଡିଆରେ ଗୁରୁବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ ଜଳିପୋଡି ପାଉଁଶ ହୋଇଯାଇଛି। ଓଡ଼ିଶା ଅଗ୍ନିଶମ ଓ ଆର୍‌ଏସ୍‌ପିର ୪ଟି ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ସୂଚନାନୁସାରେ, ଉଦିତନଗର…

ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ

ରାଉରକେଲା ଅଫିସ,୧୯ା୧୧-ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ ଅଞ୍ଚଳରେ ଗୁରୁବାର ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାନ୍ଧରୁ ଓରାମ(୭୫) ଓ କାର୍ତ୍ତିକ ଭୂମିଜ(୬୫)। ସକାଳୁ ମଲଙ୍ଗା ଗ୍ରାମର ଗାନ୍ଧରୁ ଓରାମ ନିଜ ଘର ପାଖ ବଗିଚା କାମ କରୁଥିଲେ।…

ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ, ବୀରମିତ୍ରପୁର ଅଞ୍ଚଳରେ ଚାପା ଉତ୍ତେଜନା

କୁଆଁରମୁଣ୍ଡା,୧୯।୧୧(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ହେପାଜତରେ ଥିବା ଜଣେ ଯୁବକଙ୍କର ଗୁରୁବାର ମୃତ୍ୟୁୁ ହୋଇଯାଇଛି। ସେ ହେଉଛନ୍ତି ବୀରମିତ୍ରପୁର କରବୋଲା ରୋଡ୍‌ର ତାରିକ ସଲିମ୍‌(୨୪) । ଏହି ଖବର ପ୍ରଚାରିତ ହେବାପରେ ଗୁରୁବାର ସକାଳୁ ବୀରମିତ୍ରପୁର ଅଞ୍ଚଳବାସୀଙ୍କ ପକ୍ଷରୁ ଥାନାରେ…

କୁରାଢ଼ି ବେଣ୍ଟରେ ବଡ଼ଭାଇଙ୍କ ଜୀବନ ନେଲେ ସାନଭାଇ, ଫାଣ୍ଡିରେ କଲେ ଆତ୍ମସମର୍ପଣ

କୁଆଁରମୁଣ୍ଡା,୧୬ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପୁଟୁରୀଖମଣ ପଞ୍ଚାୟତ ହରପାଲି ଗ୍ରାମର ସୁଖୁ ଲାକ୍ରା(୪୦)ଙ୍କୁ ତାଙ୍କ ସାନଭାଇ ବାନ୍ଧନା ଲାକ୍ରା(୩୦) ରବିବାର କୁରାଢ଼ି ବେଣ୍ଟ ପାଇଁ ଥିବା କାଠବାଡ଼ିରେ ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ସୁଖୁ ଘଟଣାସ୍ଥଳରେ ଅଚେତ୍‌ ହୋଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?