କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ: ରକ୍ତ ନମୁନା ସଂଗ୍ରହ
ବଣାଇଁ,୧୦।୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି l ଗତ ୨୪ ଘଣ୍ଟା ମଧ୍ୟରେ କୋଇଡ଼ାର ଧୋବଲାବେଡା ଓ କୋଇଡ଼ାଠାରେ କିଛି କାଉ ଓ କୁକୁଡ଼ା ମରି ପଡିବା ଏବଂ ଆଉ କିଛି ଛଟପଟ…
ଜେସିବି ଚାଳକଙ୍କୁ ପିଟିପିଟି ହତ୍ୟା: ଅଭିଯୋଗ ଆଣିଲେ ଘର ମାଲିକ
ବେଦବ୍ୟାସ,୯।୨(ଡି.ଏନ୍.ଏ.): ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ବେଦବ୍ୟାସ ଦୁର୍ଗାମଣ୍ଡପ ଗଳିରେ ରହୁଥିବା ଜଣେ ଜେସିବି ଚାଳକଙ୍କୁ ଶନିବାର ବିଳମ୍ବିତ ରାତିରେ ପିଟିପିଟି ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ଗୋମେତ ଦଣ୍ଡ(୩୫)। ପୋଲିସ ସୂଚନାନୁଯାୟୀ, ଉକ୍ତ ଭଡ଼ା ଘରେ…
ତିନିଦିନ ହେଲା ଟେନ୍ସା କଲେଇପୋଷ ରାସ୍ତା ଜାମ : ଦୁର୍ଦ୍ଦଶାରେ ୫୦ହଜାର ଜନସାଧାରଣ
ଟେନ୍ସା, ୯।୨ (ଡି.ଏନ.ଏ)- ତିନି ଦିନ ହେଲା ଲଗାଣ ବର୍ଷା ଯୋଗୁ ପୂର୍ତ୍ତବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା ସୁନ୍ଦରଗଡ଼ ଜିଲା କୋଇଡ଼ାର ବରସୁଆଁ ନୂଆପୋଲର ଉଭୟ ପାର୍ଶ୍ୱ ଶୋଚନୀୟ ହୋଇଛି। ଫଳରେ ଗାଡ଼ିମୋଟର ଦୁଇଦିନ ଧରି ଜାମ ରହିଛି। ଅଞ୍ଚଳର ୫୦…
ହରିନାମ ସଂକୀର୍ତ୍ତନର ଲୋକାଦୃତ ଲାଗି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀର ପ୍ରୟାସ
ହେମଗିର, ୮।୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ଗୋପାଳପୁର ପଞ୍ଚାୟତ ଝୁପୁରୁଙ୍ଗାର ଶ୍ରୀଶ୍ରୀ ତ୍ରିଶକ୍ତି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀ ସଂକୀର୍ତ୍ତନ ପରିବେଷଣ କରି ଶ୍ରୋତାମଣ୍ଡଳୀର ମନମୋହିଥିଲେ। ଗତ ୨୫ରୁ ୨ ତାରିଖ ପର୍ଯ୍ୟନ୍ତ ଶନିପୂଜା ନବରାତ୍ରିରେ ଝୁପୁରୁଙ୍ଗା ଗ୍ରାମରେ କୀର୍ତ୍ତନ ପରିବେଷଣ କରିଥିଲେ।…
ପାହାଡ଼ ଉପରକୁ ନେଇ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର
ସୁନ୍ଦରଗଡ଼, ୮।୨ (ଡି.ଏନ୍.ଏ.)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୀଡିତା ଏସମ୍ପର୍କରେ କୁତ୍ରା ଥାନାରେ ଅଭିଯୋଗ କରିବା ପରେ ସମ୍ପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି ା ମିଳିଥିବା ସୂଚନା ଅନୁଯାୟୀ,…
ବୋମା ମାଡ଼ରେ ପୂର୍ବତନ କାଉନସିଲର ଗୁରୁତର ଘଟଣା: ୩ ଅଟକ, ଅଫୁଟା ବୋମା ନିଷ୍କ୍ରିୟ
ରାଉରକେଲା,୭।୨(ଡି.ଏନ୍.ଏ.): ରାଉରକେଲା ଉଦିତନଗର ଥାନା ଅଧୀନ ବାସନ୍ତୀ କଲୋନୀର ବାସିନ୍ଦା ତଥା ପୂର୍ବତନ କାଉନ୍ସିଲର ଆଶିଷ ମହାନ୍ତି (ବୁଲୁ)ଙ୍କୁ ବୋମାମାଡ଼ ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି ଯାଞ୍ଚ…
ରାଉରକେଲାରେ ଏସିଡ୍ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ
ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସନ୍ତୋଷ ସୋନି(୩୯)। ପୂର୍ବ ଶତ୍ରୁତାକୁ ନେଇ…
ଏମ୍ପି ଜୁଏଲ ଓରାମଙ୍କ ଝିଅ ବାହାଘରରେ ଯୋଗଦେଲେ ଦୁଇ ରାଜ୍ୟପାଳ
ଲହୁଣୀପଡ଼ା,୪।୨(ଡି.ଏନ.ଏ.): ସୁନ୍ଦରଗଡ଼ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଜ୍ୟେଷ୍ଠା କନ୍ୟା ଇନ୍ଦୁମତୀଙ୍କ ସହ ବନ୍ଧମୁଣ୍ଡା ନିବାସୀ ସନ୍ତୋଷ ବାରୁୱାଙ୍କ ସୋମବାର ପାରମ୍ପାରିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଯାଇଛି। ଏନେଇ ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡିହି ଚଳଚଞ୍ଚଳ ହୋଇଉଠିଥିଲା। ଏହି…
ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ
କୁଆଁରମୁଣ୍ଡା,୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରୁ ଏକ ଘରୋଇ କମ୍ପାନୀ…
ମଦଭାଟି ସ୍ଥାନାନ୍ତର ନେଇ କୃଷକ ନେତାଙ୍କ ଅନଶନ: ପାଣି ପିଆଇ ଅନଶନ ଭାଙ୍ଗିଲେ ଉପଜିଲାପାଳ
ବଡ଼ଗାଁ,୧।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଫିସ ସମ୍ମୁଖରେ ମଦଭାଟି ସ୍ଥାନାନ୍ତର ନେଇ ଗତ ୨୫ ତାରିଖରୁ କୃଷକ ନେତା ରବୀନ୍ଦ୍ର ପଟେଲ ଆମରଣ ଅନଶନରେ ବସିଥିଲେ। ଶନିବାର ପୂର୍ବାହ୍ନରେ ପଟେଲ ଅନଶନରୁ ଓହରିଛନ୍ତି। ମାର୍ଚ୍ଚ ମାସ ପରେ ମଦ ଭାଟି…
ଯତରାର ଦ୍ୱିତୀୟ ସନ୍ଧ୍ୟା :ରାଜସ୍ଥାନର ଭବାଇ ନୃତ୍ୟ, ପିପିଲିର ପଲ୍ଲୀନୃତ୍ୟ ମନମୋହିଲା
ସୁନ୍ଦରଗଡ଼,୨୯।୧ (ଡି.ଏନ୍.ଏ) -ସ୍ଥାନୀୟ ଭବାନୀ ଭବନ ପଡିଆରେ ଚାଲିଥିବା ଜିଲା ସାଂସ୍କୃତିକ ମହୋତ୍ସବ ଯତରା -୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର କଳାକାର ଓ ସାଂସ୍କୃତିକ ଦଳ ଦ୍ୱାରା ପାରମ୍ପରିକ ବିଭିନ୍ନ ଲୋକନୃତ୍ୟ ଓ ଲୋକସଙ୍ଗୀତରେ…
ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ
ବାଲିଶଙ୍କରା, ୨୫।୧ (ଡି.ଏନ୍.ଏ.)- ସୁନ୍ଦରଗଡ଼ ଜିଲା ଉଜ୍ଜଳପୁର ରେଞ୍ଜ କିଞ୍ଜିରକେଲା ସେକ୍ସନ ଅଞ୍ଚଳରେ ଦନ୍ତାହାତୀ ଆକ୍ରମଣରେ ଶନିବାର ସକାଳ ୬ଟାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ସ୍ତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ଆନନ୍ଦ ପ୍ରକାଶ…
Archives


