ସୁନ୍ଦରଗଡ଼

ଗୁରୁଦିବସ ପାଳନ ପଡ଼ିଲା ମହଙ୍ଗା: ଫେସ୍‌ବୁକ୍‌ରେ ଫଟୋ ଭାଇରାଲ ପରେ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୁଆଁରମୁଣ୍ଡା,୭।୯(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି। ଏହି ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦକରାଯାଇଛି। ଛାତ୍ରୀ, ଛାତ୍ରଙ୍କ ମଧ୍ୟାହ୍ନଭୋଜନ ଚାଉଳ,ବହି ଇତ୍ୟାଦି ଶିକ୍ଷୟିତ୍ରୀ/ଶିକ୍ଷକମାନେ ସେମାନଙ୍କ ଘରେ ପହଞ୍ଚାଉଛନ୍ତି । ତେବେ ଶନିବାର…

ଛଟେନପାଲିଠାରେ ଡିଏଭି ପକ୍ଷରୁ ବିଦ୍ୟାଳୟ ଖୋଲାଯିବା ନେଇ ଚୁକ୍ତି

ସୁନ୍ଦରଗଡ, ୪ା୯ (ଡି.ଏନ୍‌.ଏ.) ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସୁନ୍ଦରଗଡ ବିଧାନସଭା କ୍ଷେତ୍ରରେ ଏକ ଉନ୍ନତମାନର ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସକାଶେ ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ପକ୍ଷରୁ ହୋଇଥିବା ଦାବିକୁ ଏମସିଏଲ ପୂରଣ କରିବାକୁ ଯାଉଛି।…

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ ହେଲେ ଶର୍ମିଷ୍ଠା ବେହେରା। ବୁଧବାର ପୋଲିସ ତାଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ…

ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କରୋନା: ୨ ଦିନ ପାଇଁ ହେଲା ବନ୍ଦ

ରାଉରକେଲା ଅଫିସ,୩ା୮: ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ । ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉପଜିଲାପାଳ ବିଶ୍ୱଜିତ ମହାପାତ୍ରଙ୍କ…

ସୁନ୍ଦରଗଡ଼, ରାଜଗାଙ୍ଗପୁର ପୌରାଞ୍ଚଳରେ କଟକଣା ଜାରି

ସୁନ୍ଦରଗଡ଼,୧ା୮(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣକୁ ଆଖି ଆଗରେ ରଖି ରାଉରକେଲା ମହାନଗର ନିଗମ ଅଞ୍ଚଳକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଏଥିସହିତ ଜିଲାର ସୁନ୍ଦରଗଡ଼ ଏବଂ ରାଜଗାଙ୍ଗପୁର ପୌରାଞ୍ଚଳରେ ଅଗଷ୍ଟ ୧ରୁ…

ପୂର୍ବତନ ବିଧାୟକ ନେଲସନ ସୋରେଙ୍ଗଙ୍କ ପରଲୋକ

ସୁନ୍ଦରଗଡ଼, ୨୩ା୭(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରଘୁନାଥପାଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ଓକିଲ ନେଲସନ ସୋରେଙ୍ଗଙ୍କ ବୁଧବାର ଅପରାହ୍ନରେ ତାଙ୍କ ସୁନ୍ଦରଗଡ଼ ମହେଶଡ଼ିହିସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ବହୁଦିନ ଧରି ଅସୁସ୍ଥ…

ରାଉରକେଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୨।୭(ବ୍ୟୁରୋ)-କୋଭିଡ୍‌-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍‌ ପରିଚାଳନା ବ୍ୟବସ୍ଥା…

କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଯୁବକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧୩।୭(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ ଅଣ୍ଡାଳି ପଞ୍ଚାୟତ ଜାମବାହାଲ ଅଞ୍ଚଳର ଜଣେ ୪୦ ବର୍ଷିୟ ଯୁବକଙ୍କ ରାଉରକେଲାସ୍ଥିତ ହାଇଟେକ୍‌ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ମୃତ୍ୟ ଘଟିଛି। ତାଙ୍କର ଜ୍ୱର, କାଶ, ଛିଙ୍କ ନ କମିବାରୁ…

କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନେଉନି ପ୍ରଶାସନ: ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣା

ରାଉରକେଲା ଅଫିସ,୧୨।୭-ଜଣେ କରୋନା ସଂକ୍ରମିତଙ୍କୁ ମେଡିକାଲ ନେବା ଦାବିରେ ରବିବାର କୋଏଲନଗର ଅଞ୍ଚଳର କିଛି ଲୋକ ପ୍ରଶାସନକୁ ନେହୁରା ହୋଇଛନ୍ତି। ହେଲେ ସେମାନଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାର ପ୍ରତିବାଦରେ ସେମାନେ ଝିରପାଣି ଥାନାରେ ଧାରଣା ଦେଇଛନ୍ତି। ସେମାନେ ଅଭିଯୋଗ କରିଛନ୍ତି,…

ରାଉରକେଲାକୁ ଶଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ସୁନ୍ଦରଗଡ଼,୧୦ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁନ୍ଦରଗଡ଼ ଜିଲାରେ ପୁଣି ୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ପରିଶେଷରେ ରାଉରକେଲା ସହର ଓ କଲୁଙ୍ଗା ଶିଳ୍ପାଞ୍ଚଳକୁ…

କୋଭିଡ୍‌ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ

ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ବୁଧବାର ଜିଲାପାଳ ନିଖିଲ ପୱନ କଲ୍ୟାଣ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ…

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଡାକ୍ତର ଗିରଫ

ସୁନ୍ଦରଗଡ଼,୭।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ବୀରମିତ୍ରପୁର ସାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବାଶିଷ ଘୋଷଙ୍କୁ ଗିରଫ କରିଛି। ବେଆଇନ ଭାବେ ଗର୍ଭପାତ କରାଇଥିବା ଅଭିଯୋଗରେ ତାଙ୍କୁ ପଚରାଉଚରା ପରେ କ୍ରାଇମବ୍ରାଞ୍ଚ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?