ସୁନ୍ଦରଗଡ଼

ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍‌ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ…

ଭାରସାମ୍ୟ ହରାଇ ମହିଳା ଶ୍ରମିକଙ୍କ ଉପରେ ମାଡ଼ିଗଲା କାର୍‌, ୫ ମୃତ

ସୁନ୍ଦରଗଡ଼,୨୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରମାବାହାଲ ବସଷ୍ଟାଣ୍ଡ ନିକଟ ବିଜୁ ଏକ୍ସପ୍ରେସ୍‌ ଓ୍ବେରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାଜଗାଙ୍ଗପୁରରୁ ରାଉରକେଲା ପଟକୁ ଯାଉଥିବା ଏକ କାର କୌଣସି କାରଣରୁ ଭାରସାମ୍ୟ ହରାଇ ଡିଭାଇଡର ଟପି ରାସ୍ତାର ଅପରପାର୍ଶ୍ୱରେ ଥିବା…

ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର

ଝରିଗାଁ, ୨୧।୧(ସ୍ବ.ପ୍ର.) –  ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି କେଉଁଠି ପିଲାଙ୍କ ତୁଳନାରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ସେହିଭଳି ଶ୍ରେଣୀଗୃହ ଅଭାବରୁ ଗୋଟିଏ…

ଡାହାଣୀ ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ସୁନ୍ଦରଗଡ଼, ୧୭।୧ (ଡି.ଏନ୍‌.ଏ. )-ଆଦିବାସୀ ବହୁଳ ସୁନ୍ଦରଗଡ ଜିଲାରେ ଏବେ ମଧ୍ୟ ଗୁଣିଗାରେଡି ସନ୍ଦେହ ଲୋକଙ୍କ ମନରେ ବସାବାନ୍ଧିଛି। ଏହି କାରଣରୁ ଅନେକ ନିରୀହ ଜୀବନ ବଳି ପଡୁଛି। ବଣାଇ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ଗୁରୁବାର ଡାହାଣୀ ସନ୍ଦେହରେ ଜଣେ…

ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶିଶୁ ଗୁରୁତର

ବଣାଇଁ,୧୬।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ନୃଶଂସ ଭାବେ ହତ୍ୟା କରାଯାଇଛି। ମୃତ ମହିଳା ହେଲେ ଟିକାୟତପାଲି ଥାନା ଅନ୍ତର୍ଗତ ଚିକଟନାଲି ଗ୍ରାମର ବାନ୍ଦନି ଓରାମ (୫୨)। ସେହିଭଳି…

ଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ,୧୫।୧: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ରେଳ ଷ୍ଟେଶନରେ ଜଣେ ରେଳ କର୍ମଚାରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଟ୍ରେନ୍‌ରେ ତାଙ୍କର ଗୋଟିଏ ଗୋଡ଼ କଟିଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଇସ୍ପାତ…

ସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତ

ସୁନ୍ଦରଗଡ଼,୧୫-୧(ଡି.ଏନ୍‌.ଏ.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସୁନ୍ଦରଗଡ଼ରେ ସୋମବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ମଙ୍ଗଳବାର ଏହା ହିଂସାର ରୂପ ନେଇଛି। ସ୍ଥାନୀୟ ରିଜେଣ୍ଟ ମାର୍କେଟ ଅଞ୍ଚଳରେ ମଙ୍ଗଳବାର ୨ ଗୋଷ୍ଠୀ ମୁହଁାମୁହିଁ ହେବା ସହ ପଥର ମାଡ଼ କରିଥିଲେ। ଏଥିରେ ଆଇଆଇସିଙ୍କ…

ସୁନ୍ଦରଗଡ଼ରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକ : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁରହିବ

ସୁନ୍ଦରଗଡ଼, ୧୫।୧ (ଡି.ଏନ୍‌.ଏ.)- ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ ନ ହେବା ପର୍ଯ୍ୟନ୍ତ ଓକିଲଙ୍କ ଆନ୍ଦୋଳନ ଚାଲୁ ରହିବ। ମଙ୍ଗଳବାର ସୁନ୍ଦରଗଡ଼ଠାରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ସାଧାରଣ ବୈଠକରେ ଏହି…

ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ

ସୁନ୍ଦରଗଡ଼,୧୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପଥର ଫିଙ୍ଗା ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାସ୍ଥଳରେ ଏସ୍‌ପି ସୋମ୍ୟ ମିଶ୍ରା ଏବଂ ଏସ୍‌ଡିପିଓ ମଧୁସିକ୍ତା ମିଶ୍ର ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି…

ପୂର୍ବତନ ଏମ୍‌ପି ମୋରିସ କୁଜୁରଙ୍କ ପରଲୋକ

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍‌ପି ମୋରିସ କୁଜୁରଙ୍କ ରବିବାର ସକାଳେ ପରଲୋକ ଘଟିଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ…

ରାସ୍ତା ଜାମ ନେଲା ଗର୍ଭବତୀଙ୍କ ଜୀବନ

ଲହୁଣୀପଡା, ୧୨।୧ (ଡି.ଏନ.ଏ)- କଲେଇପୋଷ- ବରସୁଆଁ ରାସ୍ତା ନିର୍ମାଣ ଚାଲିଥିବା ବେଳେ ସକାଳ ୭ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ନୋ ଏଣ୍ଟ୍ରି ଚାଲିଛି। ଯାହାକି ଭାରିଯାନ ରାସ୍ତାରେ ରହି ଜାମ ଥାଏ। ବଉରକେଲା ଗ୍ରାମର ବୁଧୁଆ ମୁଣ୍ଡାଙ୍କ ସ୍ତ୍ରୀ ପାର୍ବତୀ (୨୫)…

କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉ

ରାଉରକେଲା ଅଫିସ,୧୨। ୧-କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନର ଆସିକ ଜମାଲଙ୍କ ଘରେ ଶନିବାର ସିବିଆଇ ଚଢାଉ କରିଥିବା ସୂଚନା ମିଳିଛି। ରାଉରକେଲା ସେକ୍ଟର ୬ ସି/ ୮୧ କ୍ୱାର୍ଟର୍ସରେ ଝାଡ଼ଖଣ୍ଡରୁ ଆସିଥିବା ସିବିଆଇ (କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ) ଟିମ୍‌ ଚଢାଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri