ସୁନ୍ଦରଗଡ଼

ସୁନ୍ଦରଗଡରେ କରୋନା ଆକ୍ରାନ୍ତ ସଂଖ୍ୟା ୮୧ ଛୁଇଁଲା

ସୁନ୍ଦଋଗଡ, ୫।୬ (ଡି.ଏନ୍‌.ଏ.)-ସୁନ୍ଦରଗଡ ଜିଲାରେ ପୁଣି ୭ଜଣ (୪ ପୁରୁଷ ଓ ୩ ମହିଳା) କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୭ଜଣଙ୍କ ମଧ୍ୟରେ ୫ଜଣ ମହାରାଷ୍ଟ୍ର ଫେରନ୍ତା ରହିଛନ୍ତି। ଏମାନେ ବାଲିଶଙ୍କରା ଟିଏମସି କ୍ୱାରାଣ୍ଟାଇନରେ ରହିଥିଲେ। ଅନ୍ୟ ୨ଜଣ ଦିଲ୍ଲୀ…

ଠେଙ୍ଗାରେ ପିଟିପିଟି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

କୁଆଁରମୁଣ୍ଡା,୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗ୍ରାମର ପ୍ରହ୍ଲାଦ ଲାଖୁଆ(୪୩)ଙ୍କୁ ସେହି ଗ୍ରାମର ରଞ୍ଜିତ୍‌ ପ୍ରଧାନ(୪୦) ବୁଧବାର ରାତିରେ ପିଟିପିଟି ହତ୍ୟା କରିଥିବା ନେଇ ଗୁରୁବାର ସକାଳୁ ଥାନାରେ ଅଭିଯୋଗ ହୋଇଛି। ମୃତ ପ୍ରହ୍ଲାଦଙ୍କ ପୁଅ ସନ୍ତୋଷ ଲାଖୁଆ…

ସୁନ୍ଦରଗଡ଼ ଜିଲାରେ ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ

ସୁନ୍ଦରଗଡ଼,୨।୬(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୭ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଲେଖାଏଁ ସଦର ଓ ବଡ଼ଗାଁ ବ୍ଲକର ହେଇଥିବା ବେଳେ ୪…

ମଙ୍ଗସପୁରକୁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା କରିଥିବା…

ହଟିଲା କଟକଣା: ରାଉରକେଲାରେ ଖୋଲିଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ରାଉରକେଲା ଅଫିସ,୩୦।୫: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ମାସ ୨୬ ତାରିଖରେ ସହରର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରାଯାଇ ବିଭିନ୍ନ କଟକଣା ଲଗାଯାଇଥିଲା। ପୂର୍ବରୁ କିଛି…

ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଛି। ତେବେ ଚିହ୍ନଟ…

କଣ୍ଟେନମେଣ୍ଟ ଜୋନ ଉଠାଇବା ଦାବିରେ ପୋଲିସ-ଜନତା ମୁହାଁମୁହିଁ

ରାଉରକେଲା ଅଫିସ,୨୬।୫: ରାଉରକେଲା କଣ୍ଟେନମେଣ୍ଟ ଜୋନରେ ମଙ୍ଗଳବାର ସକାଳୁ ଉତ୍ତେଜନା ଲାଗି ରହିଛି। ସକାଳ ସାଢେ ୮ଟାରେ କିଛି ଲୋକ ବ୍ୟାରିକେଡ ଭାଙ୍ଗି ରିଂ ରୋଡ଼କୁ ଚାଲି ଆସିଥିଲେ। ସେଠାରେ ମୁତୟନ ଥିବା ପୋଲିସ ବାରଣ କରିବାରୁ ସେମାନେ ତାଙ୍କ ଉପରକୁ…

ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍‌ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ ଦୁଇଜଣ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ ଜଣେ ଚେନ୍ନାଇ ଫେରନ୍ତା ଅଛନ୍ତି। ସେମାନେ ବିଶ୍ରା…

ପାଳିତା କନ୍ୟାଙ୍କୁ ବଳାତ୍କାରକରି ଗିରଫ

କୁଆଁରମୁଣ୍ଡା,୨୨।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ଝୁନମୁର ପଞ୍ଚାୟତ ଏକ ବସ୍ତିରେ ପାଳିତା ନାବାଳିକା କନ୍ୟାକୁ ବାପା ବଳାତ୍କାର କରିଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ଥାନାଧିକାରୀ ବିଜୟ କୁମାର ସିଂ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ପୀଡିତା…

ବଫର ଜୋନ୍‌କୁ ପଠାଯାଇଥିବା ରୋଗୀ ନିଖୋଜ

ବେଦବ୍ୟାସ,୨୨ା୫(ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା ରାଉରକେଲାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ଜିଲା ପ୍ରଶାସନର ହେପାଜତରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଜଣେ ରୋଗୀଙ୍କୁ ବିଭାଗୀୟ ଅଧିକାରୀମାନେ ବଫର ଜୋନ୍‌କୁ ଏକ ୧୦୮ ଆମ୍ବୁଲାନ୍ସରେ ପଠାଇଥିଲେ ା ହେଲେ ଯାଞ୍ଚ ବେଳେ…

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଉଠିଲେ ଶ୍ରମିକ

ବେଦବ୍ୟାସ, ୧୬।୫ (ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ୍‌ ଅନ୍ତର୍ଗତ କଲୁଙ୍ଗା ଶିଳ୍ପାଞ୍ଚଳସ୍ଥିତ ଆଇଏଫଜିଏଲ କାରଖାନାର ଠିକା ଶ୍ରମିକମାନେ ୨ ଦିନ ହେଲା ଚଳାଇଥିବା ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ଶନିବାର ରାଉରକେଲା ଶ୍ରମ ଅଧିକାରୀ ପ୍ରଣବ କୁମାର ପାତ୍ର, ଶ୍ରମିକ ନେତା…

ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁ

ରାଉରକେଲା ଅଫିସ,୧୨ା୫-ପ୍ରବାସୀ ଓଡ଼ିଆଙ୍କୁ ରାଜ୍ୟକୁ ଫେରାଇ ଆଣିବା ନିମନ୍ତେ ରେଳ ମନ୍ତ୍ରଣାଳୟ ପଦକ୍ଷେପକୁ ସ୍ବାଗତ କରିଛନ୍ତି ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ। ସେ ଏକ ପତ୍ର ଲେଖି ରେଳମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ପଶ୍ଚିମ ଓଡିଶାବାସୀଙ୍କ ସମସ୍ୟା ଜଣାଇଛନ୍ତି। ଏଥିରେ ଓରାମ ଦର୍ଶାଇଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?