ସୁନ୍ଦରଗଡ଼

୯୬ ବସ୍ତା ପିଡିଏସ୍‌ ଚାଉଳ ଜବତ, ତଦନ୍ତ ଜାରି

ଲହୁଣୀପଡା, ୧୨।୫ (ଡି.ଏନ.ଏ): ଲହୁଣୀପଡା ବ୍ଲକ ଭୁତୁଡା ପଞ୍ଚାୟତ ଅଞ୍ଚଳରେ ଏକ ଗୋଦାମ ଘରୁ ୯୬ ବସ୍ତା ଚାଉଳ ଜବତ କରାଯାଇଛି । ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଫେରାର ଅଛନ୍ତି । ପୋଲିସ ଏ ନେଇ ଏକ ମାମଲା ରୁଜୁ…

ସୁନ୍ଦରଗଡ଼ରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ସୁନ୍ଦରଗଡ଼, ୯।୫(ଡି.ଏନ୍‌.ଏ.): ରାଜ୍ୟରେ ଶନିବାର ସକାଳେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲା…

ସୁନ୍ଦରଗଡ ଜିଲାରେ ଅଭାବୀ ଧାନ ବିକ୍ରି: ଚାଷୀ ଓ ପ୍ରଶାସନ ମଧ୍ୟରେ ଆଲୋଚନା

ସୁନ୍ଦରଗଡ,୭।୫(ଡି.ଏନ୍‌.ଏ)-ସୁନ୍ଦରଗଡ ଜିଲାରେ ପ୍ରଥମେ ଟୋକନର ଅବ୍ୟବସ୍ଥା ଓ ପରେ କରୋନା ଲକଡାଉନ ଯୋଗୁ ଚାଷୀମାନେ ଅଭାବୀ ଧାନ ବିକ୍ରିର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗୁରୁବାର ଭାଜପା ଯୁବନେତା ଅଜୟ ପଟେଲଙ୍କ ନେତୃତ୍ୱରେ…

ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ

ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା କରିଛନ୍ତି। ଖବର ପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହିତ ତଦନ୍ତ ଆରମ୍ଭ…

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କୁ ଅଟକ ରଖିଲା ସୁନ୍ଦରଗଡ଼ ଜିଲା ପ୍ରଶାସନ

ରାଉରକେଲା ଅଫିସ,୬ା୫: ରାଜସ୍ଥାନ କୋଟାରୁ ଛାତ୍ରୀଛାତ୍ରଙ୍କୁ ନେଇ ଆସିଥିବା ଏକ ବସ୍‌କୁ ଜିଲା ପ୍ରଶାସନ ଓ ରାଉରକେଲା ମହାନଗର ନିଗମ ପକ୍ଷରୁ ଅଟକ ରଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କୋଟାରୁ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏହି ବସ୍‌ ରାଉରକେଲା ଅଭିମୁଖେ…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ; ୧୭୪ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ରାଉରକେଲାର ୪୯ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି। ତେବେ ବ୍ୟକ୍ତିଜଣଙ୍କ ପଶ୍ଚିମବଙ୍ଗରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ପଜିଟିଭ୍‌…

କଣ୍ଟେନମେଣ୍ଟ ଜୋନ୍‌ରେ ପୋଲିସକୁ ପଥର ମାଡ଼

ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ କରିବା ସହ ବ୍ୟାରିକେଡ୍‌ ଭାଙ୍ଗି ଦେଇଥିଲେ। ଶତାଧିକ ମହିଳା ଓ ପୁରୁଷ ମହତାବ…

ଲକ୍‌ଡାଉନ୍‌: ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ର ୧୦୦ ଯୁବତୀ: ଫେରାଇ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ

ସୁନ୍ଦରଗଡ଼,୪ା୫(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ ଜିଲାର ୧୦୦ଜଣ ଯୁବତୀ। ଏହି ଯୁବତୀମାନେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କ ଘରକୁ ଫେରାଇ ନେବାର ବ୍ୟବସ୍ଥା କରିବାକୁ ଅନୁରୋଧ କରିଛନ୍ତି। ଆନ୍ଧ୍ରପ୍ରଦେଶର ନେଲୋର ଜିଲାସ୍ଥିତ ରାଇଜିଂ ଇଣ୍ଡିଆନ…

CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍‌ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍‌ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କ୍ୱାରାଣ୍ଟାଇନ ସେଣ୍ଟରରୁ ଖସି ପଳାଇଲେ ୬ ଶ୍ରମିକ

ବଡ଼ଗାଁ,୧।୫(ଡି.ଏନ.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତିତ। ଏହାର ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ନେବା ସହ କେତେକ କଟକଣା ଜାରି କରିଛନ୍ତି। ଭାରତକୁ ଏବେ ସମ୍ପୂର୍ଣ୍ଣ ଭାବେ ଲକ୍‌ ଡାଉନ୍‌ କରାଯାଇଛି। ଲୋକେ ଘରୁ ନ ବାହାରିବାକୁ କୁହାଯାଉଛି।…

ବିସ୍ଫୋରଣରେ ଯୁବତୀଙ୍କ ଜୀବନଗଲା: ଭାଇକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ

ସୁନ୍ଦରଗଡ଼, ୧।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ରାଣୀ ବଗିଚାରେ ଗୁରୁବାର ରାତିରେ ବିସ୍ଫୋରଣ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରେଣୁକା ନାଗ (୨୩)। ରେଣୁକାଙ୍କ ବାପା କହ୍ନାଇ ନାଗଙ୍କ କହିବା ଅନୁସାରେ, ଗୁରୁବାର ରାତିରେ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?