ସୁନ୍ଦରଗଡ଼

ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ

ଲେଫ୍ରିପଡା,୨୯।୧୧(ଡି.ଏନ.ଏ) -ସୁନ୍ଦରଗଡ଼ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଲେଫ୍ରିପଡା ବ୍ଲକ୍‌ କାର୍ଯ୍ୟାଳୟଠାରେ ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିକାଶ ପରିଷଦର ଅଧ୍ୟକ୍ଷ ବିନୟ କୁମାର ଟପୋ ମୁଖ୍ୟଅତିଥି…

ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜ ଲୋକେ ମନାକଲେ: ଯୁବକମାନେ କଲେ ଶବ ସତ୍କାର

ବଡ଼ଗାଁ, ୨୯।୧୧ (ଡି.ଏନ.ଏ)- ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜର ଲୋକେ ଶବ ସତ୍କାର କରିବାକୁ ମନା କରିଦେଲେ। ଶବ ଘରେ ପଡିରହିଥିଲା। ଶେଷରେ ସ୍ବେଚ୍ଛାସେବୀ ଯୁବକମାନେ ସତ୍କାର କଲେ। ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ ଜିଲା ବଡଗାଁ…

୨ଜଣଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼,୨୯।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ସିଆଲଯୋର ଗ୍ରାମର ଚାଷୀ ଗୋବିନ୍ଦ ସା(୫୦) ଗୁରୁବାର ବିଳମ୍ବିତ ରାତିରେ ଧାନବିଲରୁ ହାତୀ ଘଉଡ଼ାଉ ଥିବାବେଳେ ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଦେଇଛି। ସେହିପରି ବିଶ୍ରା ରେଞ୍ଜ ଅନ୍ତର୍ଗତ ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଗେଟିଟାଙ୍ଗରଠାରେ…

ଜୁଆ ଆଡ୍ଡାରେ ଚଢାଉ: ୮ କୋର୍ଟଚାଲାଣ

ସୁନ୍ଦରଗଡ଼,୨୪।୧୧(ଡି.ଏନ୍‌ଏ.): ସୁନ୍ଦରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ସୁବଲିଆ ଚକ୍ରାମାଲ ଗ୍ରାମରେ ଏକ ଜୁଆ ଆଡ୍ଡା ଉପରେ ଶୁକ୍ରବାର ଚଢାଉ କରଛି। ଏଥିରେ ସମ୍ପୃକ୍ତ ୮ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହିତ ନଗଦ ୨୪ ହଜାର ୫୦୦…

ଚାଉଳ ଦୁର୍ନୀତି

ରାଉରକେଲାସ୍ଥିତ ଏଫ୍‌ସିଆଇ ଚାଉଳ ଗୋଦାମରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଯୋଗାଣ ବିଭାଗ ଓ ଏଫ୍‌ସିଆଇର କେତେଜଣ ଅସାଧୁ କର୍ମଚାରୀଙ୍କ ଭିତିରି ସମ୍ପର୍କ ଯୋଗୁ ଏହାର ଚେର ବଢ଼ିଥିଲା । ଏ କଥା ପଦାକୁ ଆସିବା ପରେ ନାନା ଚର୍ଚ୍ଚା ସାମନାକୁ…

୪୦ ଦିନ ପରେ ମା’ ଓ ଝିଅ ଉଦ୍ଧାର:  ସେବା ବାହାନାରେ ବନ୍ଧକ ରଖିଥିଲେ ଅଭିଯୁକ୍ତ

ରାଉରକେଲା ଅଫିସ, ୨୦।୧୧ ଉଦିତ ନଗର ଥାନା ଅର୍ନ୍ତଗତ ବାସନ୍ତୀ କଲୋନୀରେ ଜନୈକ ବ୍ୟକ୍ତି ସେବା କରିବାର ବାହାନା ଦେଖାଇ ୨ଜଣ ମହିଳାଙ୍କୁ ଦୀର୍ଘ ୪୦ଦିନ ଧରି ବନ୍ଧକ ରଖିବା ଘଟଣା ଇସ୍ପାତ ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଉକ୍ତ…

ଗଛରେ ପିଟିହେଲା ସ୍କର୍ପିଓ, ଜଣଙ୍କ ଜୀବନଗଲା

କୁଆଁରମୁଣ୍ଡା,୧୯।୧୧: ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲସେରିଆ ନିକଟରେ ଏକ ସ୍କର୍ପିଓ ଗଛରେ ପିଟି ହେବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକଙ୍କ ନାଁ ଦୀପ କୁମାର ଖେସ(୨୬)। ସ୍କର୍ପିଓରେ ମୋଟ ୧୦ ଜଣ ଯାତ୍ରୀ ଥିଲେ।…

୪ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ସୁନ୍ଦରଗଡ଼,୧୮।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡାରେ ଗତ ୧୭ ତାରିଖରେ ଜଣେ ସ୍କ୍ରାପ୍‌ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଦାଦାବଟି ଦାବିକରି ପରେ ୩୨ ହଜାର ଟଙ୍କା ଲୁଟି ନେିଥିଲେ। ଏହି ଘଟଣାରେ ପୋଲିସ ସୋମବାର ୪ ଜଣ…

ନାବାଳିକାଙ୍କୁ ଗଣବଳାତ୍କାର: ୨ ନାବାଳକଙ୍କ ସମେତ ୩ ଅଟକ

ବଣାଇ,୧୮।୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ଲହୁଣୀପଡା ଥାନା ଅନ୍ତର୍ଗତ ଟେନସାବସ୍ତିରେ ଶୁକ୍ରବାର ରାତିରେ ଜଣେ ନାବାଳିକା (୧୪)ଙ୍କୁ ଗଣବଳାତ୍କାର କରାଯାଇଛି। ରବିବାର ଘଟଣାରେ ସମ୍ପୃକ୍ତ ୨ନାବାଳକ ସହ ଜଣେ ଯୁବକଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଅଭିଯୁକ୍ତ ଓ…

ବେଧଡକ ଚାଲିଛି ଗଛକଟା, ଧ୍ୱଂସ ପାଉଛି ଜଙ୍ଗଲ

ଲେଫ୍ରିପଡା,୧୫।୧୧(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଗୁଣ୍ଡିଆଡିହି ସେକ୍‌ସନ ଅଞ୍ଚଳରେ ବେଧଡକ ଭାବେ ଗଛକଟା ଚାଲଛି। ଫଳରେ ଜଙ୍ଗଲ ନଷ୍ଟ ହୋଇଯାଉଛି। ବନବିଭାଗ ନିଷ୍କ୍ରିୟ ହୋଇଥିବା ଦେଖାଦେଇଛି। ଜଙ୍ଗଲ ସୁରକ୍ଷା ପାଇଁ ସରକାର କୋଟି କୋଟି ଟଙ୍କାର ଅର୍ଥ…

୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ରାଉରକେଲା ଅଫିସ,୧୪ା୧୧: ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ସୁନ୍ଦରଗଡ଼ ସୀମାନ୍ତରେ ଦୀର୍ଘଦିନ ଧରି ପିଏଲ୍‌ଏଫ୍‌ଆଇ ନଁ।ରେ ଆତଙ୍କ ସୃଷ୍ଟି କରୁଥିବା ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାଉରକେଲା ପୋଲିସ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡ ପଶ୍ଚିମ ସିଂଭୂମ ଜିଲା ବନ୍ଦଗଁ। ଅଞ୍ଚଳର ପୱାନ…

୨୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ସହ ଟ୍ରକ ଜବତ: ୩ ଗିରଫ

ସୁନ୍ଦରଗଡ଼,୧୩।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳରେ ଚୋରାରେ ଚାଲାଣ ହେଉଥିବା ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ସହ ଏକ ଟ୍ରକକୁ ଜବତ କରିଛି ପୋଲିସ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହେବ। ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri