ସୁନ୍ଦରଗଡ଼

ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠି ପାଇଁ ଘର ଘର ବୁଲି ଟଙ୍କା ସଂଗ୍ରହ କରୁଛନ୍ତି ସୁନ୍ଦରଗଡ଼ ବିଧାୟିକା

ସୁନ୍ଦରଗଡ ,୧।୫ (ଡି.ଏନ୍‌.ଏ.): ବିଶ୍ୱ ମହାମାରୀ କରୋନାକୁ ପରାସ୍ତ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଯୋଡି ହୋଇଛନ୍ତି ସବୁ ବର୍ଗର ଲୋକ। ଏହି କ୍ରମରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଗାଁ ଗାଁ ବୁଲି କୋଭିଡ-୧୯…

ସପ୍ତାହରେ ଥରେ ଖୋଲିବ ପରିବା ମାର୍କେଟ, ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ନିର୍ଦ୍ଦେଶନାମା ଜାରି

ସୁନ୍ଦରଗଡ଼,୩୦ା୪(ଡି.ଏନ୍‌.ଏ.) : ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି ପାଳନ ପାଇଁ ଜିଲାପାଳ ନିଖିଲ ପବନ କଲ୍ୟାଣ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । କଣ୍ଟେନ୍‌ମେଣ୍ଟ ଘୋଷିତ ରାଉରକେଲା ମହାନଗର ନିଗମ ଓ ବିଶ୍ରା ଅଞ୍ଚଳ…

ରକ୍ତଦାନ କରି ମଧୁବାବୁଙ୍କୁ ସମ୍ମାନ ଜଣାଇଲେ ଓକିଲ

ସୁନ୍ଦରଗଡ, ୨୯।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଓକିଲସଂଘ ତରଫରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୨ତମ ଜୟନ୍ତୀ ଓ ଆଇନଜୀବୀ ଦିବସ ସାମାଜିକ ଦୂରତ୍ୱ ବଜାୟ ରଖି ନିରାଡମ୍ବର ଭାବେ ପାଳିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର…

ସ୍ବାମୀଙ୍କ ସହ ମିଶି ମାକ୍ସ ତିଆରି କରି ବାଣ୍ଟୁଛନ୍ତି ଶାନ୍ତିଲତା

ସୁନ୍ଦରଗଡ଼,୨୮ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣକୁ ରୋକିବା ପାଇଁ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରି ପରିସ୍ଥିତିରେ ସମସ୍ତଙ୍କ ପାଖରେ ମାକ୍ସ ପହଞ୍ଚାଇବା ପାଇଁ ଅଣ୍ଟା ଭିଡିଛନ୍ତି ସ୍ଥାନୀୟ ଅଞ୍ଚଳର ସାମାଜିକ କର୍ମୀ ଓ ଭାଜପା ନେତ୍ରୀ ଶାନ୍ତିଲତା ସରାଫ । ନିଜ ଖର୍ଚ୍ଚରେ ମାକ୍ସ…

ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍‌: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ

ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ…

CORONAVIRUS UPDATE: ସୁନ୍ଦରଗଡ଼ ଜିଲାରେ ଆଉ ୪କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼,୨୮।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ପୁଣି ଆଉ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୪କରୋନା ଆକ୍ରାନ୍ତ ରାଉରକେଲା ନାଲା ରୋଡ ଅଞ୍ଚଳର ବୋଲି…

ଅଦିନିଆ ବର୍ଷା, କୁଆପଥର ମାଡ ଫସଲ ଉଜାଡିଲା

ସୁନ୍ଦରଗଡ, ୨୭ା୪ (ଡି.ଏନ୍‌.ଏ.) ଲକ୍‌ଡାଉନ ଯୋଗୁଁ ଚାଷୀଙ୍କ ପନିପରିବା ବିକ୍ରୀ ହୋଇ ନ ପାରି ନଷ୍ଟ ହେଉଛି। ଏହିସ୍ଥିତିରେ ଗତ ଦୁଇଦିନ ହେଲା ସୁନ୍ଦରଗଡ ଜିଲାରେ ଅଦିନିଆ ଝଡବର୍ଷା ଓ କୁଆପଥର ମାଡ ଚାଷୀଙ୍କୁ ହତାଶା ମଧ୍ୟକୁ ଟାଣି ନେଇଛି। ବାଲିଶଙ୍କରା…

କିରୋସିନରେ ଲୋକଙ୍କୁ ଠକେଇ

ବଡଗାଁ, ୨୭।୪ (ଡି.ଏନ.ଏ.): କରୋନା ମହାମାରି ଯୋଗୁ କାମ ହରାଇ ଶ୍ରମିକ, ଦିନ ମଜୁରିଆମାନେ ହାତବାନ୍ଧି ଘରେ ବସିଛନ୍ତି । ଏମାନଙ୍କ ପରିବାର ପ୍ରତିପୋଷଣ ପାଇଁ ସରକାର ଅଗ୍ରିମ ୩ ମାସର ଚାଉଳ ଓ ୧ ହଜାର ଟଙ୍କା ଯୋଗାଇ ଦେଇଛନ୍ତି…

ହାତୀ ଆକ୍ରମଣରେ ୨ ମୃତକ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା

ବଡ଼ଗାଁ,୨୬ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ହାତୀ ଉପଦ୍ରବ ପ୍ରତିବର୍ଷ ଦେଖିବାକୁ ମିଳିଥାଏ। ଏଥିଯୋଗୁ ବହୁ ଧନ, ଜୀବନ ହାନି ହୋଇଥାଏ। ଗତବର୍ଷ ହାତୀ ଆକ୍ରମଣରେ ମୃତ ଫରେଷ୍ଟ ରେଞ୍ଜ ଅଧୀନ ଶିଆଳଜୋର ଗାଁର ଗୋବିନ୍ଦ ସାଙ୍କ ସ୍ତ୍ରୀ ଅନିତା…

ସୁନ୍ଦରଗଡ଼ର ନାଲାରୋଡ୍‌ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ଅନ୍ୟାଦେଶ ପର୍ଯ୍ୟନ୍ତ କଟକଣା ବଳବତ୍ତର

ସୁନ୍ଦରଗଡ଼(ଡି.ଏନ୍‌.ଏ.) /ରାଉରକେଲା ଅଫିସ, ୨୬।୪: ସୁନ୍ଦରଗଡ଼ ଜିଲାରେ ପୂର୍ବ ତିନି ଆକ୍ରାନ୍ତ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ରବିବାର ଆଉ ତିନିଗୋଟି କୋଭିଡ -୧୯ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରେ…

ରାଉରକେଲାର ୩ ନୂଆ ପଜିଟିଭ୍‌ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ତେବେ ଏସବୁ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲା ରାଉରକେଲାର। ଏମାନଙ୍କ ମଧ୍ୟରେ ଜଣେ ୨୩ବର୍ଷୀୟ…

CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩

ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?