ସୁନ୍ଦରଗଡ଼

କୁଦାହୁଡ଼ାଙ୍ଗ ଜଙ୍ଗଲରେ ମାଈହାତୀ ମୃତ

ନୂଆଗାଁ, ୯ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ବିଶ୍ରା ବନାଞ୍ଚଳ ନୂଆଗାଁ ବ୍ଲକ ଚିତାପେଡି ପଞ୍ଚାୟତ ଅନ୍ତର୍ଗତ କୁଦାହୁଡାଙ୍ଗ ଜଙ୍ଗଲରେ ବୁଧବାର ଏକ ମାଈ ହାତୀର ମୃତଦେହ ମିଳିଛି। ହାତୀକୁ କେହି ମାରି ଦେଇଛନ୍ତି ନା ଅନ୍ୟ କୌଣସି କାରଣରୁ ମୃତ୍ୟୁ ଘଟିଛି…

ଭୟରେ ଓଲଟିଲା ମାଛ ଗାଡ଼ି

ରାଉରକେଲା ଅଫିସ,୯ା୧: ବୁଧବାର ବନ୍ଦ ପାଳନ ସମୟରେ ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଷ୍ଟିଲ ସିଟିର ବିର୍ସା ଛକରେ ଓଲଟି ପଡ଼ିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଜିଅନ୍ତା ମାଛ ଭର୍ତ୍ତି ଥିଲା। ମାଛସବୁ ରାସ୍ତାରେ ପଡ଼ି ଛଟପଟ…

କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ ଏଆଇଟିୟୁସି ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଗଠନ ଏହି ବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।…

ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନର ପ୍ରଭାବ ରାଉରକେଲାରେ ପଡିଛି। ରେଳ, ବସ୍‌ ଏବଂ ଅଟୋ ସହ ଜାତୀୟ ରାଜପଥରେ…

ସୋସିଆଲ ମିଡ଼ିଆରେ ବନ୍ଧୁତ୍ୱ: ବନ୍ଧୁଙ୍କୁ ଭେଟିବା ଲାଗି କୋରିଆରୁ ସୁନ୍ଦରଗଡ଼

ସୁନ୍ଦରଗଡ଼, ୫।୧(ଡି.ଏନ୍‌.ଏ.) -ସବୁ ସମ୍ପର୍କ ମଧ୍ୟରେ ବନ୍ଧୁତ୍ୱ ଭାବ ନିଆରା । କେତେବେଳେ କାହା ସହିତ ଅନ୍ତରଙ୍ଗ ବନ୍ଧୁତ୍ୱ ସୃଷ୍ଟି ହୁଏ ତାହାର କୌଣସି ନିର୍ଦ୍ଦିଷ୍ଟ ସୀମା ନ ଥାଏ। ସେହିପରି ଏକ ନିଆରା ବନ୍ଧୁତ୍ୱ ସୋସିଆଲ ମିଡିଆ ଫେସ୍‌ବୁକର ଚାଟିଂ…

କୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତର

ଲହୁଣୀପଡା, ୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଚୋରଧରା ପଞ୍ଚାୟତ କଲ୍ୟାଣ ମଣ୍ଡପ ପାଖରେ ଏକ ଟିପ୍ପର ଗୁରୁବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଓଲଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ହୋଇଥିବାବେଳେ ୬ ଅଳ୍ପକେ…

ସୁନ୍ଦରଗଡ଼ରେ ତୁଷାରପାତ

ସୁନ୍ଦରଗଡ଼,୨୯।୧୨(ଡି.ଏନ୍‌.ଏ.) – ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା ଓ ସୁନ୍ଦରଗଡଠାରୁ ୫କି.ମି ଦୂର ସବ୍‌ଡେଗା ବ୍ଲକର କରମଡିହିଠାରେ ତୁଷାରପାତ ହୋଇଥିବାର ଦେଖିବାକୁ ମିଳିଛି।…

ଆର୍‌ଏସ୍‌ପି ଭିତରକୁ ଦୁଇଟି ଗାଡ଼ିର ସନ୍ଦେହଜନକ ପ୍ରବେଶ

ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଦୁଇ ଗାଡ଼ି ନଂ. ଏନ୍‌ଏମ୍‌ ୦୨କ୍ୟୁ ୧୩୩୬ ଟ୍ରକ…

ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ

ସୁନ୍ଦରଗଡ,୨୯।୧୨ (ଡି.ଏନ୍‌.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ…

ଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତ

ସୁନ୍ଦରଗଡ଼,୨୮।୧୨(ଡି.ଏନ୍‌.ଏ.): ଅଦିନିଆ ବର୍ଷା ପରେ ସୁନ୍ଦରଗଡ଼ରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଏଠାରେ ଶନିବାର ପାରଦ ଆହୁରି ତଳକୁ ଖସିଛି। ବିଶେଷକରି କୋଇଡ଼ା, ଟେନ୍‌ସା ଆଦି ସ୍ଥାନରେ ବରଫପାତ ହୋଇଥିବା ଦେଖିବାକୁ ମିଳିଛି। ରାତିରେ ତାପମାତ୍ରା ୬ରୁ ୭ ଡିଗ୍ରୀକୁ ଖସି…

ରାଉରକେଲା ଷ୍ଟିଲ ପ୍ଲାଣ୍ଟ ପରିସରକୁ ବେଆଇନ ଭାବେ ପ୍ରବେଶ କଲା ୨ ଭାରୀଯାନ: ୪ ଯବାନ ନିଲମ୍ବିତ

ରାଉରକେଲା ଅଫିସ,୨୮।୧୨: ରାଉରକେଲା ଷ୍ଟିଲପ୍ଲାଣ୍ଟ ପରିସରକୁ ବିନା ଏଣ୍ଟ୍ରି ପାସ୍‌ରେ ୨ଟି ଭାରୀଯାନ ସନ୍ଦେହାତ୍ମକ ଭାବେ ପ୍ରବେଶ କରିବାକୁ ନେଇ ବିଭାଗୀୟ ଅଧିକାରୀ ଶନିବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଘଟଣାରେ ୪ ସିଆର୍‌ପିଏଫ୍‌ ଯବାନଙ୍କୁ ନିଲମ୍ବନ ସହ କାରଣ ଦର୍ଶାଅ…

ପ୍ରେମିକଙ୍କ ସହ ମିଶି ସୁପାରି ଦେଇ ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ସ୍ତ୍ରୀଙ୍କ ସହ ୪ ଗିରଫ

ବଣାଇ, ୨୭।୧୨ (ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ସଂଘଟିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଗତ ୧୯ ତାରିଖରେ ବଣାଇ ଅଞ୍ଚଳର ଅନିଲ ମୁଣ୍ଡାଙ୍କୁ କେନ୍ଦ୍ରୀକଳା ଜଙ୍ଗଲରେ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri